ସାଧୁସନ୍ଥଙ୍କ ମେଳି, ଝୁଣ୍ଟିଲା ପ୍ରଶାସନ; ସବୁ ମଠର ପରମ୍ପରା ବଞ୍ଚାଇ ରଖାଯିବ: ଜିଲାପାଳ

ପୁରୀ ଅଫିସ, ୩ା୯: ଶ୍ରୀମନ୍ଦିର ସୁରକ୍ଷା ଏବଂ ପୁରୀର ବିକାଶ ପାଇଁ ପ୍ରଶାସନ ପକ୍ଷରୁ ଚାଲିଥିବା ଉଚ୍ଛେଦ ପ୍ରକ୍ରିୟାରେ ଲାଗିଛି ବ୍ରେକ୍‌। କ୍ଷତିଗ୍ରସ୍ତଙ୍କ ଲାଗି ସରକାର ଆକର୍ଷଣୀୟ ପ୍ୟାକେଜ ଘୋଷଣା କରିଛନ୍ତି। ଏହା ସେମାନଙ୍କୁ ସନ୍ତୁଷ୍ଟ କରିପାରିନି। ବରଂ ସେମାନଙ୍କ ପ୍ରତିବାଦକୁ ଆହୁରି ଶାଣିତ କରିଛି। ସବୁଠୁ ବଡ଼ କଥା ହେଉଛି ଏହି ପ୍ରତିବାଦର ସ୍ବର ଆଉ ପୁରୀ କିମ୍ବା ଓଡ଼ିଶା ଭିତରେ ସୀମିତ ନାହିଁ, ଅନ୍ୟ ରାଜ୍ୟକୁ ବି ଛୁଇଁଛି। ଭାରତର ବିଭିନ୍ନ ସ୍ଥାନରୁ ଅଖିଳ ଭାରତୀୟ ସନ୍ଥ ସମିତିର ପ୍ରମୁଖ କର୍ମକର୍ତ୍ତା ଶ୍ରୀକ୍ଷେତ୍ରରେ ପହଞ୍ଚତ୍ ମଠ, ମନ୍ଦିରର ସୁରକ୍ଷା ପାଇଁ ଜୀବନ ବାଜି ଲଗାଇବାକୁ ପ୍ରସ୍ତୁତ ହୋଇଯାଇଛନ୍ତି। ମଠ, ମନ୍ଦିର ଉଚ୍ଛେଦକୁ ବିରୋଧ କରି ବଡ଼ଦାଣ୍ଡରେ ଗର୍ଜିଛନ୍ତି ସାଧୁସନ୍ଥ। ବଡ଼ ଆଖଡା ମଠରେ ମେଳି ବାନ୍ଧି ପ୍ରଶାସନକୁ ମୁକାବିଲା ପାଇଁ ପ୍ରସ୍ତୁତ ହୋଇଛନ୍ତି। ଏଭଳି ପ୍ରତିବାଦକୁ ଦେଖି ଝୁଣ୍ଟିଛି ପ୍ରଶାସନ। ଫଳରେ ମଙ୍ଗଳବାର ହେବାକୁ ଥିବା ବଡ଼ ଆଖଡା ମଠ ଉଚ୍ଛେଦ କାର୍ଯ୍ୟକୁ ସାମୟିକ ଭାବେ ସ୍ଥଗିତ ରଖାଯାଇଛି। ୨/୩ ଦିନ ମଧ୍ୟରେ ଆଲୋଚନା କରାଯାଇ ପଦକ୍ଷେପ ନିଆଯିବ ବୋଲି ଜିଲାପାଳ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସିଏମ ଟ୍ରଫି ଫୁଟବଲ ପ୍ରତିଯୋଗିତା, ସୁନ୍ଦରଗଡ଼ ଯାତ୍ରା କଲେ କେନ୍ଦୁଝର ଦଳ

କେନ୍ଦୁଝର,୩୧।୫(ନରେଶ ଚନ୍ଦ୍ର ପଟ୍ଟନାୟକ): ରାଜ୍ୟ କ୍ରୀଡା ଓ ଯୁବସେବା ବିଭାଗ, ଫୁଟବଲ ଆସୋସିଏସନ ଅଫ ଓଡିଶା ଏବଂ ସୁନ୍ଦରଗଡ଼ ଜିଲା କ୍ରୀଡା ସଂସ୍ଥା ଆନୁକୂଲ୍ୟରେ ସିଏମ ଟ୍ରଫି…

କ୍ଷୀର ବିକ୍ରି କରି ଫେରୁଥିବା ବେଳେ ଧକ୍କା ଦେଇଥିଲା ବୁଲେଟ୍, ଚାଲିଗଲା ବୃଦ୍ଧଙ୍କ ଜୀବନ

ଦିଗପହଣ୍ଡି,୩୧।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସିଙ୍ଗପୁର ଗ୍ରାମ ମା ‘ ତାରିଣୀ ମନ୍ଦିର ନିକଟ ରାସ୍ତାରେ ଗତ ଶୁକ୍ରବାର ସକାଳେ ବୁଲେଟ-ବାଇକ ଭିତରେ…

ଅନ୍-ସ୍କ୍ରିନ୍ ମାର୍କିଂ ବିବାଦ ଉପରେ CBSEର ୟୁଟର୍ନ, ପ୍ରଥମେ ଖାରଜ ପରେ ଏବେ ତ୍ରୁଟି ସ୍ବୀକାର କଲା

ନୂଆଦିଲ୍ଲୀ,୩୧।୫: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (CBSE) ଏହାର ଅନ୍-ସ୍କ୍ରିନ୍ ମାର୍କିଂ (OSM) ସିଷ୍ଟମକୁ ନେଇ ବିବାଦ ସମ୍ପର୍କରେ ଏକ ବଡ଼ ୟୁ-ଟର୍ଣ୍ଣ ନେଇଛି । ଉତ୍ତର…

ବିଧାୟକଙ୍କୁ ପରିଗଣନା ଫର୍ମ ବାଣ୍ଟିଲେ ଭଞ୍ଜନଗର ଉପଜିଲାପାଳ, ବିଏଲଓମାନଙ୍କୁ ଦେଲେ ଏହି ନିର୍ଦ୍ଦେଶ

ଭଞ୍ଜନଗର,୩୧ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡରେ ଏସ ଆଇ ଆର କାର୍ଯ୍ୟ ଶନିବାର ଠାରୁ ଆରମ୍ଭ ହୋଇଯାଇଛି । ରବିବାର ଭଞ୍ଜନଗର ଉପଜିଲାପାଳ ଉମା ଶଙ୍କର…

କେସିଙ୍ଗାରେ ଦଶମ-ଦ୍ୱାଦଶ ପରୀକ୍ଷାରେ ଉତ୍ତୀର୍ଣ୍ଣ ଛାତ୍ରୀଛାତ୍ରଙ୍କୁ ସମ୍ବର୍ଦ୍ଧନା

କେସିଙ୍ଗା,୩୧ା୫(ତୁମେଶ୍ୱର ସାହୁ ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧିନସ୍ଥ ଯୋଲକୋ ସ୍ଥିତ ବୌଦ୍ଧ ମଣ୍ଡପ ଠାରେ ଚଳିତ ଦଶମ ଓ ଦ୍ୱାଦଶ ପରୀକ୍ଷାରେ ୮୦ ପ୍ରତିଶତରୁ…

ଯୁବକଙ୍କ ଉପରେ ଚଢ଼ିଗଲା ହାଇଓ୍ବା; ଯୁବକ ମୃତ, ଘଟଣାସ୍ଥଳରେ ଚାପା ଉତ୍ତେଜନା

ବାଙ୍କୀ,୩୧ା୫(ଶୁଭେନ୍ଦୁ ମହାପାତ୍ର): କଟକ ଜିଲା ବାଙ୍କୀ ଉପଖଣ୍ଡ ବୈଦେସ୍ଵର ଥାନା ଅନ୍ତର୍ଗତ ଖଳିପଲ୍ଲୀ ମୁଖ୍ୟ ରାସ୍ତାରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଯାଇଛି । ଶନିବାର ବିଳମ୍ବିତ ରାତିରେ ଏକ…

ରାଉତିଆ ସମାଜକୁ ଅନୁସୂଚିତ ଜନଜାତି ମାନ୍ୟତା ଦାବି ତେଜିଲା

କୁତ୍ରା,୩୧ା୫(ଦେବାଶିଷ ସାହୁ): ସୁନ୍ଦରଗଡ଼ ଜିଲା କୁତ୍ରା ବ୍ଲକ ଅଧୀନ କଟଙ୍ଗଝରିଆ ଗ୍ରାମରେ ରବିବାର ଅଖିଳ ଭାରତୀୟ ରାଉତିଆ ସମାଜର ଏକ ରାଜ୍ୟସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ…

କାଳବୈଶାଖୀ ପ୍ରଭାବ: ୨୪ ଘଣ୍ଟା ପରେ ବି ଅନ୍ଧାରରେ ଦାରିଙ୍ଗବାଡ଼ି, କରେଣ୍ଟ୍‌ ଗଲେ ବିଏସ୍‌ଏନଏଲ୍‌ ସେବା ଅଚଳ

ଦାରିଙ୍ଗବାଡ଼ି,୩୧ା୫(ଅରୁଣ ସାହୁ): କନ୍ଧମାଳ ଜିଲାରେ ଗତ କିଛିଦିନ ହେଲା କାଳବୈଶାଖୀର ପ୍ରଭାବରେ ଅଞ୍ଚଳ ପ୍ରଭାବିତ ହେଉଛି। ଚଳିତ ସପ୍ତାହରେ ଦୁଇଥର ଜିଲାରେ ବିଦ୍ୟୁତ ସେବା ସମ୍ପୂର୍ଣ୍ଣ ଅଚଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri