ସାନିଟାଇଜ ମେଶିନ ଧରି ବୁଲୁଛନ୍ତି ସ୍ବାସ୍ଥ୍ୟମନ୍ତ୍ରୀ

ଝାରସୁଗୁଡା ଅଫିସ,୩୧।୩-କରୋନା ଭୂତାଣୁ ସଂକ୍ରମଣ ନ କରିବା ପାଇଁ ସବୁ ବେଳେ ସମାଜିକ ଦୂରତା ରକ୍ଷା କରିବା ସହ ସଫା ସୁତୁରା ରହିବାକୁ ପରାମର୍ଶ ଦିଆଯାଉଛି। ଝାରସୁଗୁଡା ଜିଲାପାଳଙ୍କ କାର୍ଯ୍ୟାଳୟରେ ମଙ୍ଗଳବାର ହୋଇଥିବା ବୈଠକରେ ଏହାକୁ ସ୍ବାସ୍ଥ୍ୟ ମନ୍ତ୍ରୀ ନବ କିଶୋର ଦାସ କଡାକଡି ଭାବେ ନିଜେ ପାଳନ କରୁଥିବା ଦେଖିବାକୁ ମିଳିଥିଲା। ବୈଠକରେ ବାରମ୍ବାର ସେ ନିଜ ପକେଟରୁ ସାନିଟାଇଜର ବୋତଲ ବାହାର କରି ହାତରେ ଲଗାଉଥିଲେ। ଏହା ସହିତ ନିଜ ସହିତ ଏକ ସାନିଟାଇଜ ମେଶିନ ଧରି ବୁଲୁଛନ୍ତି। ଯେଉଁଠି ସେ ବସୁଛନ୍ତି ସେଠାରେ ସାନିଟାଇଜର ମେସିନ ଦ୍ୱାରା ସାନିଟାଇଜ କରାଯାଉଛି। ବୈଦ୍ୟୁତିକ ଗଣମାଧ୍ୟମ ପ୍ରତିନିଧିଙ୍କୁ ପ୍ରତିକ୍ରିୟା ଦେବା ପୂର୍ବରୁ ସମସ୍ତ ବୁମ୍‌ଗୁଡିକୁ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ଜଣେ ସହଯୋଗୀ ସାନିଟାଇଜ ମେସିନ ଦ୍ୱାରା ସ୍ପ୍ରେ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଧୀରଜ ସେଠ ଆଗାମୀ ସ୍ଥଳସେନା ମୁଖ୍ୟ: ଉପେନ୍ଦ୍ରଙ୍କ ନେବେ ସ୍ଥାନ

ନୂଆଦିଲ୍ଲୀ,୩୦।୬: କଶ୍ମୀରରେ ଆତଙ୍କବାଦୀଙ୍କ ହୃଦୟରେ ଆତଙ୍କ ସୃଷ୍ଟି କରିଥିବା ଲେଫ୍ଟନାଣ୍ଟ ଜେନେରାଲ ଧୀରଜ ସେଠ ଆଗାମୀ ସ୍ଥଳସେନା ମୁଖ୍ୟ ଭୂମିକା ଗ୍ରହଣ କରିବାକୁ ଯାଉଛନ୍ତି। ସେ ଜେନେରାଲ…

ଟଙ୍କା କାରବାରକୁ କେନ୍ଦ୍ର କରି ଯୁବକଙ୍କୁ ମାରଣାନ୍ତକ ଆକ୍ରମଣ: ହାତ, ଗୋଡ଼କୁ ହାଣିଲେ….

ଭୁବନେଶ୍ୱର,୩୦।୬: ରାଜଧାନୀ ଭୁବନେଶ୍ୱରର ଲିଙ୍ଗରାଜ ଥାନା ଅଞ୍ଚଳରେ ଟଙ୍କା କାରବାରକୁ କେନ୍ଦ୍ରକରି ଜଣେ ଯୁବକଙ୍କ ଉପରେ ମାରଣାନ୍ତକ ଆକ୍ରମଣ ଘଟିଛି। ମୂଳାପଡ଼ିଆ ନିକଟରେ କିଛି ଦୁର୍ବୃତ୍ତ ଧାରୁଆ…

କମ ହେବ ପେଟ୍ରୋଲ-ଡିଜେଲ ଦାମ? ଦୋହା ବୈଠକ ପୂର୍ବରୁ ଅଶୋଧିତ ତୈଳ ଦର ହ୍ରାସ ପାଇବ, ଜାଣନ୍ତୁ ନୂଆ ଦାମ୍‌

ନୂଆଦିଲ୍ଲୀ,୩୦।୬: ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟକୁ ନେଇ ଗ୍ରାହକମାନଙ୍କ ପାଇଁ କିଛି ଆଶ୍ୱସ୍ତିକର ଖବର ଆସିପାରେ। ମଙ୍ଗଳବାର ତେଲ ମୂଲ୍ୟରେ ହ୍ରାସ ରେକର୍ଡ କରାଯାଇଛି, ଏବଂ ମାସ…

ଡ୍ୟାମରେ ବୁଡ଼ି ଚାଲିଗଲା ମହିଳାଙ୍କ ଜୀବନ, ବେସାହାରା ଛୁଆଙ୍କୁ ସରକାରୀ ସହାୟତା ଦାବି

ମୋହନା,୩୦।୬(ମନ୍ମଥ ମିଶ୍ର): ଡ୍ୟାମରେ ଗାଧୋଇବା ବେଳେ ପାଣିରେ ବୁଡ଼ି ମହିଳାଙ୍କ ମୃତ୍ୟୁ ହୋଇଛି । ଏଭଳି ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲା ମୋହନା ବ୍ଲକ ଅନ୍ତର୍ଗତ…

ବିନା ଭୁଲ୍‌ରେ ଛାତ୍ରଙ୍କୁ ଜୋରଦାର ଚାପୁଡା ମାରିଲେ ଶିକ୍ଷକ: ଆଉ ତା’ପରେ ଘଟିଲା…

ଅହମ୍ମଦାବାଦ,୩୦।୬:ଗୁଜରାଟର ଅହମ୍ମଦାବାଦରୁ ଶିକ୍ଷକ-ଛାତ୍ର ସମ୍ପର୍କକୁ କଳଙ୍କିତ କରୁଥିବା ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ନିକୋଲ ଅଞ୍ଚଳର ଏକ ସ୍କୁଲରେ ଜଣେ ଶିକ୍ଷକ ବିନା ଭୁଲ୍‌ରେ ଜଣେ…

ସ୍ନାନଯାତ୍ରା ପରେ ଜ୍ୱରରେ ପୀଡି଼ତ ମହାପ୍ରଭୁ; ଅଲାନାଥରେ ଚାଲିଛି ଦର୍ଶନ, ଜମୁଛି ଭକ୍ତଙ୍କ ଭିଡ଼

ପୁରୀ,୩୦।୬: ଆଜିଠୁ ବ୍ରହ୍ମଗିରି ପାଲଟିବ ଦ୍ୱିତୀୟ ଶ୍ରୀକ୍ଷେତ୍ର ।ଦେବସ୍ନାନ ପୂର୍ଣ୍ଣିମାରେ ୧୦୮ ଗରା ଜଳରେ ସ୍ନାନ କରିବା ପରେ ଜ୍ବରରେ ପୀଡ଼ିତ ଅଛନ୍ତି କାଳିଆ ଠାକୁର ।…

ଖଣ୍ଡଗିରି ହତ୍ୟାକାଣ୍ଡ: ପୁଅ ପରେ, ଚିକିତ୍ସାଧୀନ ଅବସ୍ଥାରେ ଆଖି ବୁଜିଲେ ବାପା

ଭୁବନେଶ୍ୱର,୩୦।୬: ରାଜଧାନୀର ବହୁଚର୍ଚ୍ଚିତ ଖଣ୍ଡଗିରି ହତ୍ୟାକାଣ୍ଡରେ ମୃତକଙ୍କ ପରିବାରକୁ ଆଉ ଏକ ବଡ଼ ଝଟକା ଲାଗିଛି। ହତ୍ୟାକାଣ୍ଡ ସମୟରେ ପୁଅଙ୍କୁ ବଞ୍ଚାଇବାକୁ ଯାଇ ଗୁରୁତର ଆହତ ହୋଇଥିବା…

ଜାତୀୟ ରାଜପଥରୁ ମିଳିଲା ଅଚିହ୍ନା ମୃତଶରୀର: ବଢୁଛି ସନ୍ଦେହ

କେସିଙ୍ଗା,୩୦।୬(ତୁମେଶ୍ୱର ସାହୁ):କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ବରଗଡ-ବୋରିଗୁମ୍ମା ୨୬ ନମ୍ବର ଜାତୀୟ ରାଜପଥ ଅମାଠ ଛକଠାରେ ରାସ୍ତା ଉପରେ ଏକ ଅଚିହ୍ନା ମୃତଶରୀର ମଙ୍ଗଳବାର ପଡ଼ିଥିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri