ସାନିଟାଇଜ ହେଲା ବୁର୍ଡା ପଞ୍ଚାୟତ ଅଞ୍ଚଳ

ଲୋଇସିଂହା,୧୪ା୪(ଡି.ଏନ.ଏ.)-ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ବୁର୍ଡା ପଞ୍ଚାୟତର ସଦର ଗଁା ଓ ବାଞ୍ଜିପାଲି ଗ୍ରାମ ମଙ୍ଗଳବାର ସାନିଟାଇଜ ହୋଇଛି। ବିଡିଓ ରାମଚନ୍ଦ୍ର ଖାଡିଆଙ୍କ ନିର୍ଦ୍ଦେଶ ଓ ସ୍ଥାନୀୟ ସରପଞ୍ଚ ନଳିନୀ ଭୋଇଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ସ୍ଥାନୀୟ ଅଗ୍ନିଶମ କର୍ମଚାରୀ ବିଶୋଧନ କାର୍ଯ୍ୟକ୍ରମରେ ସାମିଲ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଦ୍ୟୁତ୍‌ ବିଭାଗର ଟାଳଟୁଳ ନୀତି, ସେବାରୁ ବଞ୍ଚିତ ଗ୍ରାମବାସୀ

ଅତାବିରା,୫ା୬(ଯୁଧିଷ୍ଠିର ମହାପାତ୍ର):ଗ୍ରୀଷ୍ମ ସମୟରେ ବିଦ୍ୟୁତ କାଟ ହେବ ନାହିଁ ବୋଲି ସରକାର କହୁଥିବା ବେଳେ ଏହାର ବ୍ୟତିକ୍ରମ ଦେଖିବାକୁ ମିଳିଛି ବରଗଡ ଜିଲା ସରଣ୍ଡା ଅଞ୍ଚଳରେ l…

ପୌରାଣିକ ନାଟକରେ ଆପତ୍ତିଜନକ ଅଭିନୟ; ଦୁଇ ଟ୍ରାନ୍ସଜେଣ୍ଡର ଗୋଷ୍ଠୀ ମଧ୍ୟରେ ଖଣ୍ଡଯୁଦ୍ଧ, ଥାନାରେ ମାମଲା

ଦିଗପହଣ୍ଡି,୫।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଆଙ୍କୋରଡ଼ା ଗ୍ରାମରେ ମା ‘ ସୁବର୍ଣ୍ଣରେଖା ବୁଢ଼ୀ ଠାକୁରାଣୀଙ୍କ ଯାତ୍ରା ମହୋତ୍ସବ ଗତ ମେ ୧୨ ତାରିଖରେ…

ଅବୈଧ ଧାନ ମହଜୁଦ ରଖିଥିଲେ ସୁରେଶ: ଜବତ କଲେ ଅଧିକାରୀ

ନୂଆପଡ଼ା,୫ା୬ (ମକାରୁ ବେମାଲ):ନୂଆପଡ଼ା ଜିଲାପାଳ ମଧୁସୂଦନ ଦାଶଙ୍କ ନିର୍ଦ୍ଦେଶରେ ଧାନର ଅବୈଧ ମହଜୁଦ ଓ ଆନ୍ତଃ ରାଜ୍ୟ ଚୋରା ଚାଲାଣ ବିରୋଧରେ ଜିଲା ପ୍ରଶାସନ ପକ୍ଷରୁ ଯାଞ୍ଚ…

ଛତ୍ରପୁର ମହୋତ୍ସବର ଚତୁର୍ଥ ସନ୍ଧ୍ୟା, ବଲିଉଡ କଣ୍ଠଶିଳ୍ପୀ ସଚେତ-ପରମ୍ପରା ଓ ଶୈଳେନ୍ଦ୍ରଙ୍କ ଡ୍ୟାନ୍ସରେ ଦର୍ଶକ ମନ୍ତ୍ରମୁଗ୍ଧ

ଛତ୍ରପୁର,୫।୬(ଦିଲ୍ଲୀପ ସାମଲ): ଛତ୍ରପୁରର ଅଧିଷ୍ଠାତ୍ରୀ ଦେବୀ ମା’ ରାମାୟାଣାମ୍ମାଙ୍କ ଠାକୁରାଣୀ ଯାତ୍ରା ସହିତ ସ୍ଥାନୀୟ କଳା, ସଂସ୍କୃତି ଓ ପରମ୍ପରାର ଗରିମାମୟ ଐତିହ୍ୟକୁ ଉଦ୍‌ଜୀବିତ କରିବା ଲକ୍ଷ୍ୟ…

ଠିକା ସଂସ୍ଥାର ବେପରୁଆ ନୀତି: ଲାଇଟ ଲଗାଇବା ବାହାନାରେ ଖୋଳିଦେଲେ ରାସ୍ତା

ଗଞ୍ଜାମ,୫।୬(ବିଦ୍ୟାଧର ସାହୁ): ଗଞ୍ଜାମ ଏନଏସିର ୱାର୍ଡ ନମ୍ବର ୫ର ମୁଖ୍ୟ ରାସ୍ତାର ଅବସ୍ଥା ଶୋଚନୀୟ ହୋଇପଡ଼ିଛି। ରାସ୍ତାର ଅବସ୍ଥା ଏତେ ଖରାପ ଯେ, ସାଇକେଲ, ବାଇକ ହେଉ…

ଜିଆରପି ଥାନା ଦାବି କଲା ରେଳ ଉପଭୋକ୍ତା ସଂଘ

ବରଗଡ଼,୪।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ରେଳ ଉପଭୋକ୍ତା ସଂଘର ଏକ ପ୍ରତିନିଧି ଦଳ ଗୁରୁବାର ବରଗଡ଼ ଏସ୍‌ପି ଶ୍ରୀ ରବୀନ୍ଦ୍ର ନାଥ ଶତପଥୀଙ୍କୁ ଫେରାଦ ହୋଇଥିଲେ। ନୂତନ…

କାଠଯୋଡ଼ି ନଦୀରୁ ମୃତଦେହ ଉଦ୍ଧାର ମାମଲା: ମୃତ ଯୁବତୀ FM ମେଡିକାଲ କଲେଜ ଛାତ୍ରୀ, ଘର…

କଟକ/ବାରଙ୍ଗ,୪।୬(ପ୍ରଭୁ କଲ୍ୟାଣ ପାଲ/ ଲିଙ୍ଗରାଜ ରାଉତ): କଟକ ଜିଲା ବାରଙ୍ଗ ଥାନା ଅଧୀନ କାଠଯୋଡ଼ି ନଦୀରୁ ଗୁରୁବାର ଭୋରୁ ଜଣେ ଯୁବତୀଙ୍କ ମୃତଦେହ ମିଳିଛି। ସେ ହେଲେ…

ବୁଲା କୁକୁର ଆତଙ୍କ, ଗୋଟିଏ ଦିନରେ ୭ଜଣଙ୍କୁ କାମୁଡ଼ିଲା

ଅମ୍ବାଦଳା,୪।୬(ରବୀନ୍ଦ୍ର ପଣ୍ଡା): ରାୟଗଡ଼ା ଜିଲା ଅମ୍ବାଦଳା ଅଞ୍ଚଳରେ ବୁଲା କୁକୁର ଆତଙ୍କ ଦେଖାଦେଇଛି। ଗୁରୁବାର ଏକ ବୁଲା କୁକୁର କାମୁଡାରେ ଜଣେ ଶିଶୁଙ୍କ ସହ ମୋଟ ୭ଜଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri