ସାନିଟାଇଜ ହେଲା ରତଙ୍ଗ କ୍ୱାରାଣ୍ଟାଇନ ସେଣ୍ଟର

ଫୁଲବାଣୀ ଅଫିସ, ୧୯ା୫-ଗ୍ରୀନ ଜୋନ୍‌ କନ୍ଧମାଳ ଜିଲାରେ କରୋନା ପହଞ୍ଚିଛି। ତାମିଲନାଡୁରୁ ଫେରି କ୍ୱାରାଣ୍ଟାଇନ୍‌ରେ ଥିବା ୨ ପ୍ରବାସୀଙ୍କ ସ୍ବାବ୍‌ ନମୁନା ପରୀକ୍ଷା ପରେ ରିପୋର୍ଟ ପଜିଟିଭ ଆସିଛି। ଉଭୟଙ୍କୁ ଜିଲା ପ୍ରଶାସନ ପକ୍ଷରୁ ରବିବାର ରାତିରେ ଭୁବନେଶ୍ୱର କିମ୍‌ସ୍‌ କୋଭିଡ ହସ୍ପିଟାଲକୁ ପଠାଇ ଦିଆଯାଇଛି ା
ତାମିଲନାଡୁର ଚେନ୍ନାଇରୁ ଟ୍ରେନ୍‌ ଯୋଗେ ଆସିଥିବା ଏହି ଦୁଇ ଜଣଙ୍କୁ ଜିଲା ପ୍ରଶାସନ ଚିହ୍ନଟ କରି ଆଣି କ୍ୱାରେନଟାଇନରେ ରଖିଥିଲା। ଏହି ୨ ଜଣଙ୍କଠାରେ କରୋନାର କିଛି ଲକ୍ଷଣ ନ ଥିଲା ା ତେବେ ରିପୋର୍ଟ ପଜିଟିଭ ଆସିବା ପରେ ଜିଲାବାସୀ ଭୟଭୀତ ନ ହୋଇ ସତର୍କତା ଅବଲମ୍ବନ କରିବାକୁ ପ୍ରଶାସନ ପରାମର୍ଶ ଦେଇଛି ା ପଜିଟିଭ୍‌ ଦୁଇ ଜଣ ଫିରିଙ୍ଗିଆ ବ୍ଲକ ରତଙ୍ଗ କ୍ୱାରାଣ୍ଟାଇନ କେନ୍ଦ୍ରରେ ଥିଲେ ା ସେମାନଙ୍କୁ କୋଭିଡ୍‌ ହସ୍ପିଟାଲକୁ ସ୍ଥାନାନ୍ତର କରାଯିବା ପରେ ସୋମବାର ଉକ୍ତ କେନ୍ଦ୍ରକୁ ଅଗ୍ନିଶମ ବିଭାଗ ଦ୍ୱାରା ସାନିଟାଇଜ କରାଯାଇଛି


Enter your email to get our daily news in your inbox.

All Right Reserved By Dharitri.Com

ବଢୁଛି ବନ୍ୟାପାଣି: ଶହଶହ ହେକ୍ଟର ଚାଷଜମି ଜଳମଗ୍ନ, ଚିନ୍ତାରେ ଚାଷୀ

ନିରାକାରପୁର,୩୧ା୭(ମାନସ ଚନ୍ଦ୍ର ପଟ୍ଟନାୟକ): ଉପରମୁଣ୍ଡରେ ଲଗାଣ ବର୍ଷା ଜାରି ରହିଛି। ଏହାର ପ୍ରଭାବରେ ନିକଟସ୍ଥ ରାଜୁଆ, ମକରା, ଦୟା, ଲୁଣା, ମଲାଗୁଣୀ ନଦୀ ଓ ନାଳରେ ପ୍ରଚୁର…

ବନ୍ୟା ସଙ୍କଟକୁ ନେଇ ଚିନ୍ତା ପ୍ରକଟ କଲେ ଧମେନ୍ଦ୍ର ପ୍ରଧାନ, ସମ୍ବଲପୁରବାସୀଙ୍କୁ…

ଭୁବନେଶ୍ୱର,୩୧।୭: ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ଏବେ ଓଡ଼ିଶାର ୬ ଜିଲାରେ ବନ୍ୟା ସଙ୍କଟ ସୃଷ୍ଟି କରିଥିବାବେଳେ ୯ ଜିଲାରେ ବିଶେଷ ପ୍ରଭାବ ପକାଇଛି।…

ପ୍ରବଳ ଝଡ଼ବର୍ଷା ସମ୍ଭାବନା: ୟେଲୋ ୱାର୍ନିଂ ଜାରି

ଭୁବନେଶ୍ୱର, ୩୧ା୭ (ବନ୍ଦନା ସେଠୀ):ଗଭୀର ଅବପାତ ଦୁଇଦିନ ହେବ ଛତିଶଗଡ଼ ଉପରେ ଗତି କରୁଛି। ଏହା ଶୁକ୍ରବାର ସୁଦ୍ଧା ପଶ୍ଚିମ ଦିଗକୁ ଅଗ୍ରସର ହୋଇ କ୍ରମଶଃ ଦୁର୍ବଳ…

ପ୍ରେମିକଙ୍କ ଘର ବାରଣ୍ଡାରେ ଧାରଣାରେ ବସିଲେ ପ୍ରେମିକା

ମାଲକାନଗିର,୩୦।୭ (ଦୁର୍ଯ୍ୟୋଧନ ପାତ୍ର): ଜଣେ ବିବାହିତ ଯୁବକ ବିବାହର ପ୍ରତିଶ୍ରୁତି ଦେଇ ସମ୍ପର୍କ ଓ ପରେ ପ୍ରତାରଣା ବିରୋଧରେ ବିବାହିତ ପ୍ରେମିକା ଗତ ତିନି ଦିନ ଧରି…

କେରଳକୁ ଦାଦନ ଖଟି ଯାଇଥିଲେ, କୁଅରୁ ଉଦ୍ଧାର ହେଲା ଶ୍ରମିକଙ୍କ ମୃତଦେହ: ଅର୍ଥ ଅଭାବ ଯୋଗୁ ଚିନ୍ତାରେ ପରିବାର

ଦାରିଙ୍ଗବାଡ଼ି,୩୦।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଗୁମିକିଆ ପଞ୍ଚାୟତ କୁନ୍ଦୁପାଙ୍ଗା ଅଞ୍ଚଳର ଜଣେ ଦାଦନ ଶ୍ରମିକଙ୍କ କେରଳରେ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ମୃତଦେହକୁ ନିଜ…

ବରଗଡ଼ରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ସ୍କୁଲ ବସ୍‌ ଧକ୍କାରେ ଚାଲିଗଲା ୧୦୮ ଆମ୍ବୁଲାନ୍ସ ଚାଳକଙ୍କ ଜୀବନ

ବରଗଡ଼,୩୦।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଭଟଲି-ଅମ୍ବାଭୋନା ରାସ୍ତା ତରାଜୁଙ୍ଗା ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସମ୍ମୁଖରେ ଗୁରୁବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ସ୍କୁଲ ବସ୍ ଧକ୍କାରେ…

ରେଳମନ୍ତ୍ରୀଙ୍କୁ ଭେଟିଲେ MP ପ୍ରଦୀପ ପୁରୋହିତ: ବରଗଡ଼-ଝାରସୁଗୁଡ଼ା ପାଇଁ ୪ ନୂତନ ଟ୍ରେନ୍ ଚଳାଚଳ ପାଇଁ ଦେଲେ ପ୍ରସ୍ତାବ

ବରଗଡ଼,୩୦।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଲୋକସଭା କ୍ଷେତ୍ର ଅନ୍ତର୍ଗତ ବରଗଡ଼ ଓ ଝାରସୁଗୁଡ଼ା ଜିଲାରେ ରେଳସେବାର ବ୍ୟାପକ ବିକାଶ, ଯାତ୍ରୀ ସୁବିଧା ବୃଦ୍ଧି ଏବଂ ନୂତନ ଟ୍ରେନ୍ ସେବା…

ଜମିରୁ ଫେରିବା ବେଳେ ଚାଷୀଙ୍କୁ ଦନ୍ତା ଆକ୍ରମଣ: ଉଜୁଡ଼ିଲା ସଂସାର, ଘର ଚଳାଇବା କଷ୍ଟକର

ଜି.ଉଦୟଗିରି,୩୦।୭ (ଚିନ୍ମୟ କୁମାର ସେଠି): କନ୍ଧମାଳ ଜିଲା ଜି.ଉଦୟଗିରି ବନାଞ୍ଚଳ ଅନ୍ତର୍ଗତ ଡଙ୍ଗାଏଜୁ ଗ୍ରାମର ସିରାପାଦେରୀ ନିକଟରେ ଦନ୍ତାହାତୀ ଆକ୍ରମଣରେ ଜଣେ ଚାଷୀଙ୍କ ମୃତ୍ୟୁ ହୋଇଛି। କିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri