ସାନିଟାଇଜ ହେଲା ଲୋଇସିଂହା ବସ୍ତି

ଲୋଇସିଂହା,୧୧।୪(ଡି.ଏନ.ଏ): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ସଦର ପଞ୍ଚାୟତ ପକ୍ଷରୁ କରୋନା ଭୁତାଣୁ ସଂକ୍ରମଣକୁ ରୋକିବା ଓ ପରିବେଶ ସ୍ବଚ୍ଛ ରଖିବା ପାଇଁ ଶନିବାର ସାନିଟାଇଜ କରାଯାଇଛି। ବିଡିଓ ରାମଚନ୍ଦ୍ର ଖାଡିଆଙ୍କ ପ୍ରତଞକ୍ଷ ତତ୍ତ୍ୱାବଧାନରେ ସ୍ଥାନୀୟ ସରପଞ୍ଚ ସୁନୀଲ ଅଗ୍ରୱାଲ ଉପସ୍ଥିତିରେ ସ୍ଥାନୀୟଅଗ୍ନିଶମ କର୍ମଚାରୀ ସାନିଟାଇଜ ପାଇଁ ନିୟୋଜିତ ହୋଇଥିଲା। ସ୍ଥାନୀୟ ଅଗ୍ନିଶମ ଅଧିକାରୀ ପଞ୍ଚାନନ ବେହେରାଙ୍କ ନେତୃତ୍ୱରେ କର୍ମଚାରୀମାନେ ବ୍ଲକ ପରିସର, ପୁଟାପାଲି, ବ୍ଲକ ଛକ, ବସ୍‌ଷ୍ଟାଣ୍ଡ ଦେଇ ଲୋଇସିଂହା ବସ୍ତି ସାନିଟାଇଜ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡି କର୍ମୀ-ପଟାଙ୍ଗି ବିଧାୟକଙ୍କ ମଧ୍ୟରେ ରାଜନୈତିକ ଛକାପଞ୍ଝା: ବିଜେଡି କଲା ଘୋଷଣା-ଆସନ୍ତା ବୁଧବାର…

ନନ୍ଦପୁର, ୧।୬ (ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକରେ ଗତ ଦୁଇଦିନ ହେଲା ସରପଞ୍ଚ ସମିତି ସଭ୍ୟ, ବିଜେଡି କର୍ମୀ ଓ ପଟାଙ୍ଗି ବିଧାୟକଙ୍କ…

ନିମିଷକେ ଉଜୁଡିଗଲା ସଂସାର…ବିବାହର କିଛି ଘଣ୍ଟା ପରେ ଆଖିବୁଜିଲେ ପାଇଲଟ୍‌: ସ୍ତ୍ରୀଙ୍କ ସହ କରୁଥିଲେ…

ଓ୍ବାଶିଂଟନ୍‌,୧।୬: ଆମେରିକାରେ ଏକ ହେଲିକପ୍ଟର ଦୁର୍ଘଟଣାରେ ଜଣେ ଭାରତୀୟ ବଂଶୋଦ୍ଭବ ପାଇଲଟ ମୃତ୍ୟୁବରଣ କରିଛନ୍ତି। ଏହି ଦୁଃଖଦ ଘଟଣା ତାଙ୍କ ବିବାହର ମାତ୍ର କିଛି ଘଣ୍ଟା ପରେ…

କାଳବୈଶାଖୀର ତାଣ୍ଡବ: ସ୍କୁଲ ଘର ଉପରେ ପଡ଼ିଲା ବିରାଟକାୟ ଗଛ, ଲକ୍ଷାଧିକ ଟଙ୍କାର ସରକାରୀ ସମ୍ପତ୍ତି କ୍ଷତି

ମୋହନା, ୧।୬( ମନ୍ମଥ ମିଶ୍ର ): କାଳବୈଶାଖୀର ପ୍ରଭାବରେ ଉଡିଲା ସ୍କୁଲ ଟିଣ ଛପର। ସ୍କୁଲ ଘର ଉପରେ ପଡ଼ିଲା ବିରାଟକାୟ ଗଛ । ଗଜପତି ଜିଲା…

ଟେଷ୍ଟ କ୍ରିକେଟ୍‌ ନିୟମରେ ହେଲା ବଡ଼ ପରିବର୍ତ୍ତନ: ଏଣିକି…

ନୂଆଦିଲ୍ଲୀ,୧।୬: ଟେଷ୍ଟ କ୍ରିକେଟ୍‌ରେ ପୁଣି ଏକ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ଏନେଇ ଏକ ସୂଚନା ଶେୟାର କରିଛି। ସାଧାରଣତଃ ଖରାପ…

ଏବିଇଓ ଭାବେ ଦାୟିତ୍ୱ ନେଲେ ଶ୍ରୀମନ୍ତ ଧରୁଆ, ବିଭିନ୍ନ ଶିକ୍ଷକ ସଂଘ ତରଫରୁ ସ୍ବାଗତ ସମ୍ବର୍ଦ୍ଧନା

କୋକସରା,୧।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଡଙ୍ଗରୀଗୁଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପ୍ରଧାନଶିକ୍ଷକ ଶ୍ରୀମନ୍ତ ଧରୁଆଙ୍କୁ ସୋମବାର କୋକସରା ଏବିଇଓ ଭାବେ କାର୍ଯ୍ୟଭାର ଦିଆଯାଇଛି।…

ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟ ସ୍ନାତକ ପରୀକ୍ଷାଫଳ ପ୍ରକାଶ: ବିଶ୍ୱବିଦ୍ୟାଳୟ ଟପ୍ପର ହେଲେ ୩ ଛାତ୍ରୀ

ଭବାନୀପାଟଣା ୧।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସ୍ଥିତ ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟର ଶେଷ ବର୍ଷ ସ୍ନାତକ ପରୀକ୍ଷାର ଫଳାଫଳ ପ୍ରକାଶ ପାଇଛି। ଏହି ଫଳାଫଳରେ…

୫ ଦିନ ହେଲା ଅଚଳ ହୋଇପଡିଛ BSNL ଟାୱାର, ବିନା ନେଟୱର୍କରେ ହନ୍ତସନ୍ତ ୨୦ରୁ ଊର୍ଦ୍ଧ୍ୱ ଗ୍ରାମବାସୀ

ନନ୍ଦପୁର, ୧।୬( ତୁଷାର କାନ୍ତ ମହାନ୍ତି ): କୋରାପୁଟ ଜିଲା ନନ୍ଦପୁର ବ୍ଲକ କସନ୍ଦି ପଞ୍ଚାୟତବାସୀଙ୍କୁ ମୋବାଇଲ ନେଟୱର୍କ ସେବା ଯୋଗାଇ ଦେବାକୁ ଥିବା ଏକମାତ୍ର ବିଲାପୁଟ…

ଆନନ୍ଦପୁର ବସଷ୍ଟାଣ୍ଡରେ ଚାଲିଥିଲା ଅବୈଧ ମଦ ବେପାର, ଖବରପାଇ ଅଚାନକ ଚଢାଉ କଲା ପୋଲିସ, ତା’ପରେ…

ହାଟଡିହୀ/ଆନନ୍ଦପୁର,୧l୬(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଆନନ୍ଦପୁର ବସଷ୍ଟାଣ୍ଡରେ ଅବୈଧ ଭାବେ ମଦ ବେପାର କରୁଥିବା ଜଣେ ଦୋକାନୀକୁ ପୋଲିସ ଗିରଫ କରିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri