ସାପ କାମୁଡ଼ାରେ ଆଶା କର୍ମୀଙ୍କ ଜୀବନ ଗଲା

ଠାକୁରମୁଣ୍ଡା,୨୭ା୫(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ବ୍ଲକ ସାଲେଇବେଡା ପଞ୍ଚାୟତ ରାଣୀଭୋଳ ଗ୍ରାମର ଆଶା କର୍ମୀ ଅମ୍ବିକା ମହାନ୍ତଙ୍କ ବୁଧବାର ସାପ କାମୁଡ଼ାରେ ପ୍ରାଣହାନୀ ଘଟିଛି। ମଙ୍ଗଳବାର ରାତିରେ ସେ ଘରେ ଶୋଇଥିବା ବେଳେ ଏକ ବିଷଧର ସାପ ତାଙ୍କୁ କାମୁଡି ଦେଇଥିଲା। ଚିକିତ୍ସା ପାଇଁ ପ୍ରଥମେ କରଞ୍ଜିଆ ଉପଖଣ୍ଡ ଚିକିତ୍ସାଳୟ ଓ ପରେ କେନ୍ଦୁଝର ଜିଲା ସ୍ବାସ୍ଥ୍ୟକେନ୍ଦ୍ରକୁ ସ୍ଥାନାନ୍ତର କରାଯାଇଥିଲା ବେଳେ ସେଠାରେ ତାଙ୍କର ମୃତ୍ୟୁ ଘଟିଥିଲା। ଉଲ୍ଲେଖନୀୟ ସେବା କାର୍ଯ୍ୟ ପାଇଁ ସେ ଏକ ସ୍ବେଚ୍ଛାସେବୀ ଅନୁଷ୍ଠାନ ପକ୍ଷରୁ ପୁରସ୍କୃତ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାଇକରେ ବୁହାହେଲା ମୃତଦେହ: ଅଭାବନୀୟ ଚିତ୍ରର ଭିଡିଓ ହେଉଛି ଭାଇରାଲ

ବଲାଙ୍ଗୀର,୨୪।୮(ସୁନିଲ କୁମାର ମହାନ୍ତି): ବଲାଙ୍ଗିର ଜିଲା କଣ୍ଟାବାଞ୍ଜି ସରକାରୀ ହସ୍ପିଟାଲରୁ ଆସିଛି ଅଭାବନୀୟ ଚିତ୍ର। କଣ୍ଟାବାଞ୍ଜି ସରକାରୀ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ଖଇରପଦର ଗାଁର ୧୨ ବର୍ଷୀୟା…

କୁରୁଗୁଡା-ମୁର୍ଲାପଦର ମୁଖ୍ୟ ରାସ୍ତାରେ ୫ଫୁଟ୍‌ର ପାଣି, ଯୋଗାଯୋଗ ବିଛିନ୍ନ

ଜୁନାଗଡ଼, ୨୪ା୮(ସୁନୀଲ କୁମାର ସିଂହ): କଳାହାଣ୍ଡି ଜିଲାରେ ଗତ ଦୁଇଦିନ ଧରି ଲଗାଣ ବର୍ଷା ଜନଜୀବନକୁ ଅସ୍ତବ୍ୟସ୍ତ କରିଦେଇଛି। ଏଥିଯୋଗୁ ବିଭିନ୍ନ ନଦୀନାଳରେ ଜଳସ୍ତର ବୃଦ୍ଧି ପାଇଛି।…

ଦିଗପହଣ୍ଡିରେ ଶ୍ରୀଗଣେଶ ପୂଜା ମହୋତ୍ସବ ପାଇଁ ଶୁଭଖୁଣ୍ଟି ସ୍ଥାପନ

ଦିଗପହଣ୍ଡି, ୨୪।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ବଜାରସାହି ପୂଜା କମିଟି ପକ୍ଷରୁ ୪୬ତମ ଗଣେଶ ପୂଜା ମହୋତ୍ସବ ନିମନ୍ତେ ସୋମବାର ବଜାର…

ମୋଦିଙ୍କୁ ପ୍ରଶଂସାରେ ପୋତିଲେ ପୁଟିନ: ଦେଲେ ସବୁ ଶ୍ରେୟ

ମସ୍କୋ,୨୪।୮: ମସ୍କୋରେ ଭାରତୀୟ ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର ସୋମବାର ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ଭେଟିଛନ୍ତି। ଏଠାରେ ଉଭୟ ପକ୍ଷ ଦ୍ୱିପାକ୍ଷିକ ସମ୍ପର୍କକୁ ଆହୁରି ଗଭୀର…

Viral Video! ସେଲଫି ନେବା ବେଳେ ମଞ୍ଚ ଉପରେ ରାହୁଲଙ୍କୁ କିସ୍ କରିଦେଲେ ଯୁବତୀ, ଆଉ ତାପରେ…

ମୁମ୍ବାଇ,୨୪।୮: ମହାରାଷ୍ଟ୍ରର ପୁଣେରେ କଂଗ୍ରେସ ଏମପି ତଥା ଲୋକ ସଭା ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଏକ କାର୍ଯ୍ୟକ୍ରମର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି…

ସ୍କୁଲ ଛାତ୍ରୀଛାତ୍ରଙ୍କୁ ନେଉଥିଲେ, ମାଡ଼ି ବସିଲା ପରିବହନ ବିଭାଗ

ବାଙ୍କୀ, ୨୪/୮ (ଶୁଭେନ୍ଦୁ ମହାପାତ୍ର): ଅସୁରକ୍ଷିତ ବସ୍‌ରେ ସ୍କୁଲ ଛାତ୍ରଛାତ୍ରୀଙ୍କୁ ଯାତାୟାତ କରାଯାଉଥିବା ଅଭିଯୋଗରେ କଟକ ପରିବହନ ବିଭାଗ ବାଙ୍କୀ ଅଞ୍ଚଳରୁ ୩ଟି ଗାଡ଼ି ଜବତ କରିଛି।…

ମଙ୍ଗଳବାର ପନିପରିବା ମାର୍କେଟ ବନ୍ଦ ଡାକରା ଦେଲା ଉଠାଦୋକାନୀ ସଂଘ: ସମସ୍ୟା ସମାଧାନ ଦାବି

ଛତ୍ରପୁର, ୨୪।୮ (ଦିଲ୍ଲୀପ ସାମଲ) : ଛତ୍ରପୁର ସହରର ସମସ୍ତ ପନିପରିବା ଦୋକାନ ମଙ୍ଗଳବାର ବନ୍ଦ ନିମନ୍ତେ ଡାକରା ଦିଆଯାଇଛି। ଛତ୍ରପୁର ଉଠାଦୋକାନୀ ସଂଘ ପକ୍ଷରୁ ଦୋକାନୀମାନଙ୍କ…

ନିଶାମୁକ୍ତ ଓଡ଼ିଶା ସହ ସାଇବର ସୁରକ୍ଷା: ଛାତ୍ରୀଛାତ୍ରଙ୍କୁ ପୋଲିସର…

ଛତ୍ରପୁର, ୨୪।୮ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଛତ୍ରପୁରସ୍ଥିତ ପ୍ରତିଭା ଆବାସିକ ବିଶ୍ୱବିଦ୍ୟାଳୟ ପରିସରରେ ସୋମବାର ‘ନିଶାମୁକ୍ତ ଓଡ଼ିଶା ଅଭିଯାନ’ ସହ ସାଇବର ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri