ସାପ କାମୁଡ଼ାରେ ନାବାଳିକା ମୃତ

ପାଟପୁର,୨୪।୧୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଅନ୍ତର୍ଗତ ଖଲିଙ୍ଗି ଗ୍ରାମରେ ରବିବାର ଜଣେ ନାବାଳିକାଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଉକ୍ତ ଗ୍ରାମର ଭାସ୍କର ବେହେରାଙ୍କ ସାନ ଝିଅ ଟିକିନା ବେହେରା। ଟିକିନା ଶନିବାର ଅପରାହ୍ନରେ ଘର ପାଖରେ ଥିବା ପୋଖରୀକୁ ଗାଧୋଇବାକୁ ଯାଇଥିବା ବେଳେ ତାଙ୍କୁ ଏକ ବିଷଧର ସାପ କାମୁଡିଥିଲା। ଗୁରୁତର ଅବସ୍ଥାରେ ପରିବାର ଲୋକେ ତାଙ୍କୁ ନିକଟସ୍ଥ ଆଡପଡ଼ା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ନେଇଥିଲେ। ସେଠାରେ ଟିକିନାଙ୍କ ମୃତ୍ୟୁ ଘଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଆକ୍ରମଣ – ପ୍ରତି ଆକ୍ରମଣ ଘଟଣା: ଉଭୟ ପକ୍ଷର ୨ ଅଭିଯୁକ୍ତ ସୂର୍ଯ୍ୟ, ରଘୁନାଥଙ୍କୁ …

ଦିଗପହଣ୍ଡି,୭।୮(ଅଶେଷ ନାଥ ମିଶ୍ର) : ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଆକ୍ରମଣ – ପ୍ରତି ଆକ୍ରମଣ ଘଟଣାରେ ସମ୍ପୃକ୍ତ ସାନଖେମୁଣ୍ଡି ବ୍ଳକ ପଳାସପୁର ନିକଟ ରତ୍ନମଣିପୁର ଗ୍ରାମର…

କୋର୍ଟ ସମ୍ମୁଖରେ ଓକିଲ ସଂଘ ସଭାପତିଙ୍କୁ ଆକ୍ରମଣ: ୩ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ବରଗଡ଼,୭।୮(ପ୍ରେମାନନ୍ଦ ଖମାର):ବରଗଡ଼ କୋର୍ଟ ସମ୍ମୁଖରେ ଗୁରୁବାର ଜିଲା ଓକିଲ ସଂଘ ସଭାପତି ଭୀଷ୍ମଦେବ ସରାଫଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି। ମୁଣ୍ଡରେ ଗଭୀର ଆଘାତ ଲାଗିଥିବାରୁ ସହରାଞ୍ଚଳ ଗୋଷ୍ଠୀ…

ବୃଦ୍ଧଙ୍କୁ ୭ ମାସ ହେଲା ମିଳିନି ଭତ୍ତା; ଥାନାରେ ଦେଲେ ଏତଲା, ତା’ପରେ…

ଦିଗପହଣ୍ଡି,୮।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମର କନ୍ତାରୁ ବକ୍ସି(୮୩) ନାମକ ଜଣେ ବୃଦ୍ଧଙ୍କୁ ଗତ ୭ ମାସ ହେଲା ଭତ୍ତା ଟଙ୍କା…

ପ୍ରଦୂଷଣର ହେଉନି ସ୍ଥାୟୀ ପ୍ରତିକାର: ୭ଦିନରେ ୯ହୋଟେଲକୁ ନୋଟିସ

ବରଗଡ଼,୭।୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ପ୍ରଦୂଷଣ ବଢ଼ି ଚାଲିଛି। ସହର ରାସ୍ତାକଡ଼ଠାରୁ ଆରମ୍ଭ କରି ନାଳ ନର୍ଦ୍ଦମା, କେନାଲ ଯେଉଁଆଡ଼େ ଦେଖିଲେ ପଡ଼ି ରହିଛି କୁଢ଼କୁଢ଼ ମଇଳା ଆବର୍ଜନା।…

ବିପଦପୂର୍ଣ୍ଣ ରାସ୍ତା, ଲୋକେ ହଟହଟା: ବୁର୍ଡ଼ା-ଅର୍ଜୁନପୁର ପିଡବ୍ଲ୍ୟୁଡି ରାସ୍ତା କଲଭର୍ଟ ଭୁଶୁଡ଼ି ଗର୍ତ୍ତ

ଲୋଇସିଂହା,୭।୮(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ଥାନା ବୁର୍ଡା ଛକରୁ ଅର୍ଜୁନପୁର ପିଡବ୍ଲୁଡି ରାସ୍ତାର କୁମୁଣ୍ଡେ ଶୁଳିଆ ଛକ ନିକଟ କଲଭର୍ଟ ଭାଙ୍ଗି ଗର୍ତ୍ତ ସୃଷ୍ଟି ହୋଇଛି। ଏହାର…

କେନ୍ଦୁପତ୍ର ତୋଳାଳିଙ୍କ ପାଇଁ ୨୫ ପ୍ରତିଶତ ବୋନସ: ମୁଖ୍ୟମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା କଲେ ଏମ୍‌ପି

ବରଗଡ଼,୭।୮(ପ୍ରେମାନନ୍ଦ ଖମାରୀ):ଓଡ଼ିଶାରେ କେନ୍ଦୁପତ୍ର ସଂସ୍ଥାରେ କାର୍ଯ୍ୟରତ ୧୨ଲକ୍ଷ କେନ୍ଦୁପତ୍ର ଶ୍ରମିକ କେନ୍ଦୁପତ୍ର ତୋଳାଳି, ସିଜିନାଲ କର୍ମଚାରୀ,ବନ୍ଧେଇ ଶ୍ରମିକମାନଙ୍କ ପାଇଁ ରାଜ୍ୟ ସରକାର ଯଥାକ୍ରମେ କେନ୍ଦୁପତ୍ର ତୋଳାଳିଙ୍କ ପାଇଁ…

୧୧ କୋଟି ଟଙ୍କାର ଲଟେରି ଟିକେଟ ଅଳିଆରୁ ଉଦ୍ଧାରକଲେ ସଫେଇ କର୍ମଚାରୀ

ରୋମ୍‌,୭ା୮:ଇଟାଲୀରେ ଜଣେ ମହିଳା ୧୧ କୋଟି ଟଙ୍କା (୧ ମିଲିୟନ/ପ୍ରାୟ ୧୦.୯ କୋଟି ଟଙ୍କା)ର ମେଗା ଲଟେରି ଜିତିବା ପରେ ଭୁଲବଶତଃ ତାହାକୁ ଅଳିଆ ଗଦାରେ ଫିଙ୍ଗି…

Video: ନୂଆ ରିଲ ଶେୟାର କଲେ ପ୍ରଧାନମନ୍ତ୍ରୀ ମୋଦି: କହିଲେ…

ନୂଆଦିଲ୍ଲୀ,୬।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ଇନଷ୍ଟାଗ୍ରାମ ରିଲ ଶେୟାର କରିଛନ୍ତି। ଏହି ରିଲ ଜାତୀୟ ହସ୍ତତନ୍ତ ଦିବସ (୭ ଅଗଷ୍ଟରେ ପାଳିତ) ଅବସରରେ ପୋଷ୍ଟ କରାଯାଇଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri