ସାପ କାମୁଡାରେ ଯୁବକଙ୍କ ପ୍ରାଣଗଲା

ସୋର, ୨୯।୯(ଡି.ଏନ.ଏ.)-ସୋର ଥାନା ଅନ୍ତର୍ଗତ ମାଣିପୁର ପଞ୍ଚାୟତ ରାଧାବଲ୍ଲଭପୁର ଗ୍ରାମର ଅର୍ଜୁନ ସାହୁ (୩୬)ଙ୍କର ସାପ କାମୁଡାରେ ମୃତ୍ୟୁ ଘଟିଛି। ଯୁବକ ଜଣକ ଶନିବାର ଅପରାହ୍ନରେ ଘାସ କାଟିବା ପାଇଁ ବିଲକୁ ଯାଇଥିଲେ। ସେଠାରେ ତାଙ୍କୁ ଏକ ବିଷଧର ସାପ କାମୁଡ଼ି ଦେଇଥିଲା। ସେଠାରେ ସେ ଅଚେତ୍‌ ହୋଇ ପଡ଼ିଯାଇଥିଲେ। ଅନ୍ୟ ଜଣେ ଚାଷୀ ବାଟରେ ଯାଉଥିବା ବେଳେ ଏହା ଦେଖି ଯୁବକଙ୍କ ପରିବାରକୁ ଖବର ଦେଇଥିଲେ। ତାଙ୍କୁ ଗୁରୁତର ଅବସ୍ଥାରେ ସୋର ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବ୍ୟାନର, ପୋଷ୍ଟର ପାଇଁ ଗଛରେ କଣ୍ଟାପିଟା, ସବୁ ଦେଖି ବନ ବିଭାଗ ଚୁପ

ଦାରିଙ୍ଗବାଡ଼ି,୨୦ା୨(ଅରୁଣ ସାହୁ): ଦାରିଙ୍ଗବାଡ଼ି ବନାଞ୍ଚଳର ଜାତୀୟ ରାଜପଥ ସମେତ ବିଭିନ୍ନ ସ୍ଥାନରେ ବଡ଼ବଡ଼ ଗଛରେ ବ୍ୟାନର, ପୋଷ୍ଟର ପାଇଁ ଗଛରେ କଣ୍ଟାପିଟା କରାଯାଉଛି। ବିଭିନ୍ନ ସରକାରୀ ବେସରକାରୀ…

ଭିଜିଲାନ୍ସ ଜାଲରେ ଫରେଷ୍ଟର ବାବୁ: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢ଼ାଉ

ଭବାନୀପାଟଣା,୨୦।୨(ଉତ୍ତମ କୁମାର ଦାଶ): ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ଆଉ ଜଣେ ସରକାରୀ ବାବୁ। କଳାହାଣ୍ଡି ଜିଲା ଭବାନୀପାଟଣା ରେଞ୍ଜର ଫରେଷ୍ଟର ଭାଗବତ ଭୂଷଣ ବେହେରାଙ୍କ ଘରେ ଶୁକ୍ରବାର…

ଅଫୁଟା ବାଣରେ ନିଆଁ ଲଗାଉଥିଲେ ୩ ପିଲା, ହଠାତ୍‌ ହେଲା ବିସ୍ଫୋରଣ, ଆଉ ତା’ ପରେ…

ଦେବଗଡ଼,୨୦ା୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ଥାନା ଅନ୍ତର୍ଗତ ଦଣ୍ଡାସିଂହା ଗ୍ରାମରେ ବାଣ ବିସ୍ଫୋରଣରେ ୩ ଶିଶୁ ଆହତ ହୋଇଥିବା ଜଣାପଡ଼ିଛି। ସେମାନଙ୍କ ମଧ୍ୟରୁ ଜଣଙ୍କର…

ଟ୍ରମ୍ପଙ୍କ ‘ବୋର୍ଡ ଅଫ୍ ପିସ୍’ର ପ୍ରଥମ ବୈଠକ: ପର୍ଯ୍ୟବେକ୍ଷକ ଭାବେ ସାମିଲ ହେଲା ଭାରତ

ୱାଶିଂଟନ,୨୦।୨: ଓ୍ୱାଶିଂଟନରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନୂତନ ସଂଗଠନ ‘ବୋର୍ଡ ଅଫ୍ ପିସ୍’ର ପ୍ରଥମ ବୈଠକ ଅନୁଷ୍ଠିତ ହୋଇଯାଇଛି। ସବୁଠାରୁ ବଡ଼ ଖବର ହେଉଛି, ଭାରତ…

ବିଜୟ ସହ ଅଭିଯାନ ଶେଷ କଲା ଆଫଗାନିସ୍ତାନ

ଚେନ୍ନାଇ,୧୯ା୨- ଇବ୍ରାହିମ ଜଦ୍ରାନଙ୍କ ଅପରାଜିତ ୯୫ ରନ୍‌ ଏବଂ ମହମ୍ମଦ ନବିଙ୍କ ଯାଦୁଗରୀ ବୋଲିଂ ବଳରେ ଗୁରୁବାର ସନ୍ଧ୍ୟାରେ ଖେଳାଯାଇଥିବା ଟି୨୦ ବିଶ୍ୱକପ୍‌ର ଏକ ଲିଗ୍‌ ମ୍ୟାଚ୍‌ରେ…

ବିଷାକ୍ତ ଗ୍ୟାସ୍‌ ଲିକ୍‌: ଚାଲିଗଲା ୩୭ ଜୀବନ

ଆବୁଜା,୧୯ା୨: ନାଇଜେରିଆର ଉତ୍ତର କେନ୍ଦ୍ରୀୟ ଅଞ୍ଚଳସ୍ଥିତ ଏକ ଖଣିରୁ ବିଷାକ୍ତ ଗ୍ୟାସ୍‌ ଲିକ୍‌ ହେବା ଯୋଗୁ ସେଠାରେ କାର୍ଯ୍ୟ କରୁଥିବା ଲୋକଙ୍କ ମଧ୍ୟରୁ ୩୭ଜଣଙ୍କ ମୃତ୍ୟୁ ହୋଇଛି।…

ପଦ୍ମ ଧରିଲେ ଲାଞ୍ଜିଗଡ଼ ବ୍ଲକ ଅଧ୍ୟକ୍ଷା ଓ ୬ ସମିତି ସଭ୍ୟ; ରାଜ୍ୟ ଭାଜପା କାର୍ଯ୍ୟାଳୟରେ…

ଲାଞ୍ଜିଗଡ଼,୧୯। ୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା  ଲାଞ୍ଜିଗଡ ବ୍ଲକ ଅଧ୍ୟକ୍ଷା କମଳା ପାତ୍ର ସହିତ ୬ ଜଣ ସମିତି ସଭ୍ୟ ଗୁରୁବାର ରାଜ୍ୟ ଭାଜପା କାର୍ଯ୍ୟାଳୟରେ…

ବରଗଡ଼ ସହରରେ ଚାଲିଲା ପେଟ୍ରୋଲିଂ, ସୁରକ୍ଷା ବ୍ୟବସ୍ଥା କଡାକଡି କଲା ପୋଲିସ୍

ବରଗଡ଼,୧୯।୨(ପ୍ରେମାନନ୍ଦ ଖମାରୀ) – ବରଗଡ଼ରେ ଆଇନ ଶୃଙ୍ଖଳା ବ୍ୟବସ୍ଥାକୁ ନେଇ ଜିଲା ପୋଲିସକୁ ସମାଲୋଚନାର ସମ୍ମୁଖୀନ ହେବାକୁ ପଡୁଛି। ତେବେ ଗୁରୁବାର ସନ୍ଧ୍ୟାରୁ ବରଗଡ଼ ପୋଲିସ ସହରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri