ସାପକାମୁଡ଼ାରେ ନାବାଳକଙ୍କ ଜୀବନଗଲା

ବାହାନଗା,୨୬।୯(ଡି.ଏନ୍‌.ଏ.): ବାଲେଶ୍ବର ଜିଲା ବାହାନଗା ବ୍ଲକ ଆରୁହାବାଡ଼ ପଞ୍ଚାୟତର ଦୋଳପୁର ଗ୍ରାମରେ ଗୁରୁବାର ସକାଳେ ଏକ ବିଷାକ୍ତ ସାପ କାମୁଡ଼ିଦେବାରୁ ଜଣେ ନାବାଳକଙ୍କ ଜୀବନ ଯାଇଛି। ଗ୍ରାମର ସୁଧାକର ସ୍ବାଇଁଙ୍କ ନାବାଳକ ପୁଅ ଚକ୍ରଧର(୧୩) ଘରୁ ବିଲକୁ ଯାଉଥିବା ବେଳେ ବିଲ ହିଡ଼ରେ ପଡ଼ିଯାଇଥିଲେ। ଏହା ଦେଖି ଘର ଲୋକେ ସେଠାରୁ ଚକ୍ରଧରଙ୍କୁ ଉଦ୍ଧାର କରି ଗୋପାଳପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଚିକିତ୍ସା ପାଇଁ ଆଣିଥିଲେ ମଧ୍ୟ ତାଙ୍କର ମୃତ୍ୟୁ ଘଟିଥିଲା। ତେବେ ବିଲରେ ସାପ କାମୁଡ଼ିବାରୁ ତାଙ୍କର ମୃତ୍ୟୁ ଘଟିଥିବା ପରିବାର ପକ୍ଷରୁ କୁହାଯାଇଛି। ଖବର ପାଇ ବିଷ୍ଣୁପୁର ଆର୍‌ଆଇ ଓମ୍‌ ପ୍ରକାଶ ମହନ୍ତ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହଜିଯାଉଛି ଭୋଟବ୍ୟାଙ୍କ

ଦିଲ୍ଲୀର ଯନ୍ତରମନ୍ତରରେ ହୋଇଥିବା ଛାତ୍ର ପ୍ରତିବାଦଜନିତ ଅସ୍ବାଭାବିକତା ବିଷୟ ଦେଶବାସୀଙ୍କ ମନରେ ତାଜା ଥିବା ବେଳେ ଅନୁରୂପ ଘଟଣା ଝାଡ଼ଖଣ୍ଡରେ ଦେଖାଯାଇଛି। ଯନ୍ତରମନ୍ତର ଆନ୍ଦୋଳନକାରୀମାନେ ‘ଚଲୋ ସଂସଦ’…

ଗଞ୍ଜେଇ ଖାଇଥିଲେ ପାଇଲଟ: ଏୟାର ଇଣ୍ଡିଆ ବିମାନ ୩୦୦ ଫୁଟ୍‌ ଖସିବା ଘଟଣାରେ ଚାଞ୍ଚଲ୍ୟକର ଖୁଲାସା

ନୂଆଦିଲ୍ଲୀ,୧୨ା୮:ଏୟାର ଟର୍ବୁଲାନ୍ସ ଯୋଗୁ ଗତ ୪ ତାରିଖରେ ଫୁକେଟ୍‌ରୁ ଦିଲ୍ଲୀ ଯାଉଥିବା ଏୟାର ଇଣ୍ଡିଆ ବିମାନ ହଠାତ୍‌ ୩୦୦ ଫୁଟ୍‌ ତଳକୁ ଖସିବାରୁ ୧୭ ଜଣ ଯାତ୍ରୀ…

ଦିନ ଦ୍ୱିପ୍ରହରରେ ପ୍ରଧାନଶିକ୍ଷକଙ୍କ ଘରୁ ଚୋରି ଉଦ୍ୟମ: ଗାଡ଼ି ଗ୍ଲାସ ଭାଙ୍ଗିଲା ମାତ୍ରେ ବାଜିଲା ସାଇରନ୍‌, ଆଉ ତା’ପରେ…

ମୋହନା,୧୨।୮( ମନ୍ମଥ ମିଶ୍ର ): ଦ୍ୱିପ୍ରହରରେ ଚୋରି ଉଦ୍ୟମ। ଘରେ କେହି ନଥିବାର ସୁଯୋଗ ନେଇ ଚୋରି ପାଇଁ ଘରେ ପଶିବାକୁ ଉଦ୍ୟମ କରିଥିଲେ ଚୋର। ହେଲେ…

ହାତୀ ବଞ୍ଚିଲେ ଜଙ୍ଗଲ ରହିବ: ଘାତକ ସାଜୁଛି ବିଦ୍ୟୁତ୍‌ ତାର

ପରିବେଶ ସନ୍ତୁଳନ ରକ୍ଷା ଏବଂ ଜଙ୍ଗଲ ସୃଷ୍ଟିରେ ହାତୀଙ୍କର ରହିଛି ପ୍ରମୁଖ ଭୂମିକା। କିନ୍ତୁ ହାତୀ-ମଣିଷ ସଂଘର୍ଷ, ଆବାସସ୍ଥଳୀର କ୍ଷୟ ଏବଂ ହାତୀଙ୍କର ସୁରକ୍ଷିତ ଚଳପ୍ରଚଳ ଏବେ…

ଧବଳେଶ୍ୱରଙ୍କୁ ଖୋଜୁଛନ୍ତି ମା’ବାପା: ପୋଲିସ କହୁଛି କିନ୍ନରଙ୍କ ସହ ରହୁଛନ୍ତି…

ଭୁବନେଶ୍ୱର, ୧୨ା୮(ପ୍ରସନଜିତ୍‌ ସାହୁ):ବରମୁଣ୍ଡାର ଦଶମ ଶ୍ରେଣୀ ଛାତ୍ର ପ୍ରିୟାଂଶୁ ବେହେରାଙ୍କ ନିଖୋଜ ଘଟଣାକୁ ଏକ ମାସରୁ ଅଧିକ ଦିନ ବିତିଥିବା ବେଳେ ପୁଣି ଜଣେ ନାବାଳକ ନିଖୋଜ…

ଝଡ଼ବର୍ଷା ପ୍ରଭାବିତଙ୍କୁ ମିଳିନି କ୍ଷତିପୂରଣ: ଜିଲାପାଳଙ୍କୁ ପଡ଼ାବାସୀ ଫେରାଦ

ବରଗଡ଼,୧୨।୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଗତ ଜୁଲାଇ ୨୮ତାରିଖରେ ହୋଇଥିବା ଝଡ଼ବର୍ଷା ଜିଲାବାସୀଙ୍କ ନିଦ ହଜାଇ ଦେଇଥିଲା। ଏଥିରେ ବରଗଡ଼ ବ୍ଲକ ଅନ୍ତର୍ଗତ ଚକରକେନ୍ଦ ସର୍ବାଧିକ ପ୍ରଭାବିତ ହୋଇଥିଲା।…

ହୀରାପୁର ଛକରେ ହେବ ଇଞ୍ଜିନିୟରିଂ କଲେଜ: ଲୋଇସିଂହା ଅଞ୍ଚଳବାସୀଙ୍କ ପାଇଁ ବଡ ଖୁସି ଖବର

ଲୋଇସିଂହା,୧୨।୮(ସୁଶାନ୍ତ ବାରିକ):ସ୍ବାଧୀନତା ଦିବସ ପୂର୍ବରୁ ବଲାଙ୍ଗୀର ଜିଲା ଲୋଇସିଂହା ଅଞ୍ଚଳବାସୀଙ୍କ ପାଇଁ ବଡ ଖୁସି ଖବର ଆସିଛି। ଲୋଇସିଂହା ଥାନା ହୀରାପୁର ଛକ ଅଞ୍ଚଳରେ ଚିହ୍ନଟ ଜାଗାରେ…

ଭୁବନେଶ୍ୱରରୁ ଅନ୍ତର୍ଜାତୀୟ ବିମାନ ସେବା ସମ୍ପୂର୍ଣ୍ଣ ବନ୍ଦ: ପଛରେ ରହିଛି ଏମିତି କାରଣ

ଭୁବନେଶ୍ୱର, ୧୨ା୮(ବନ୍ଦନା ସେଠୀ):ଭୁବନେଶ୍ୱରରୁ ଧୀରେ ଧୀରେ ବିଭିନ୍ନ ସ୍ଥାନକୁ ଏୟାର୍‌ କନେକ୍ଟିଭିଟି କମିବାରେ ଲାଗିଛି। ଏଥିସହ ଅନ୍ତର୍ଜାତୀୟ ଉଡ଼ାଣ ଏକ ପ୍ରକାର ଠପ୍‌ ହୋଇଯାଇଛି। ପୂର୍ବରୁ ବିଜୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri