ସାପକାମୁଡାରେ ବୃଦ୍ଧଙ୍କ ଜୀବନଗଲା

ରାଜନଗର,୧୯।୭(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ବ୍ରାହ୍ମଣୀ ପଞ୍ଚାୟତ ଓଲସାହି ଗ୍ରାମରେ ଗୁରୁବାର ବିଳମ୍ବିତ ରାତିରେ ସାପକାମୁଡାରେ ଜଣଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଫକୀର ଚରଣ ରାଉତ (୬୦)। ଗୁରୁତର ଅବସ୍ଥାରେ ଫକୀରଙ୍କୁ ପ୍ରଥମେ ରାଜନଗର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ନିଆଯାଇଥିଲା। ସ୍ବାସ୍ଥ୍ୟାବସ୍ଥା ସଙ୍କଟାପନ୍ନ ହେବାରୁ ତାଙ୍କୁ କଟକ ବଡ଼ ମେଡିକାଲ ସ୍ଥାନାନ୍ତର କରାଯାଇଥିଲା ସେଠାରେ ତାଙ୍କର ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ନିଆଁ ସହ ଖେଳୁଛି ଭାଜପା, ପରିଣାମ ଭୟଙ୍କର ହେବ: ନିଆଁବାଣ ହେଲେ ମମତା

କୋଲକାତା,୨।୪: ପଶ୍ଚିମବଙ୍ଗର ମୁର୍ଶିଦାବାଦରେ ଏକ ରାଲିରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସାମ୍ପ୍ରତିକ ମାଲଦା ଘଟଣା ଉପରେ କେନ୍ଦ୍ର ସରକାର ଏବଂ ଭାଜପାକୁ ଟାର୍ଗେଟ୍‌ କରିଛନ୍ତି। ରାଜ୍ୟର ପରିସ୍ଥିତି…

୧୬ ନଂ ଜାତୀୟ ରାଜପଥରେ ଜଳିଗଲା ହାଇୱା, ହୁତୁହୁତୁ….

ଭଦ୍ରକ,୨ା୪(ସନାତନ ରାଉତ): ୧୬ ନଂ ଜାତୀୟ ରାଜପଥର ଭଦ୍ରକ ନଳାଙ୍ଗ ନିକଟରେ ହୁତୁହୁତୁ ହୋଇ ଜଳିଲା ହାଇଓ୍ବା । ଏକ ହାଇୱା ଗୁରୁବାର ମଧ୍ୟାହ୍ନରେ ହୁତୁହୁତୁ ହୋଇ…

ଭୟରେ ଏମିତି କାମ କରିଦେଲେ ଅକ୍ଷୟ କୁମାର

ବହୁପ୍ରତୀକ୍ଷିତ ହରର କମେଡି ‘ଭୂତ ବଙ୍ଗଳା’ ଖୁବ୍‌ଶୀଘ୍ର ପରଦାକୁ ଆସିବ। ଦର୍ଶକ ମଧ୍ୟ ଫିଲ୍ମକୁ ନେଇ ବେଶ୍‌ ଉତ୍ସାହିତ ଅଛନ୍ତି। ‘ଭୂତ ବଙ୍ଗଳା’ର ଟିଜର ସାଉଁଟିଛି ଚର୍ଚ୍ଚା।…

ଏପ୍ରିଲ ୨୦ରେ ଐତିହାସିକ ଚନ୍ଦନ ଯାତ୍ରା, ଠାକୁରଙ୍କ ନୌବିହାର ପାଇଁ ଆସିଲା ଡ଼ଙ୍ଗା

ଗଞ୍ଜାମ,୨ା୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ କରଣ ସାହି ସ୍ଥିତ ଶ୍ରୀଶ୍ରୀ ମଦନ ମୋହନ ଗୋପାଳ ସ୍ୱାମୀଙ୍କ ପୀଠରେ ଚଳିତ ମାସ ରୁ ଆରମ୍ଭ ହେବ…

ମୁହାଁମୁହିଁ ଧକ୍କା ହୋଇ ଓଲଟିପଡିଲା ଅଟୋ, ଦୁଇ ଯାତ୍ରୀ….

ନନ୍ଦପୁର,୨।୪(ତୁଷାର କାନ୍ତ ମହାନ୍ତି): ନନ୍ଦପୁର ହାଣ୍ଡିପୁଟ ସଂଯୋଗୀ ଏମଡିଆର ୫୫ ରାସ୍ତାର ହିକିମପୁଟ-ମାରଡା ଛକ ମଧ୍ୟରେ ଗୁରୁବାର ସକାଳେ ଏପି୩୯ ଟିଏମ ୦୦୬୫ ଓ ଓଡ଼ି ୧୦…

ନଦୀକୁ ଡେଇଁ କରୁଥିଲେ ରିଲସ, ପାଣିରେ ବୁଡ଼ି ଯୁବକ….

ଭଦ୍ରକ,୨।୪(ସନାତନ ରାଉତ): ରିଲସ କରିବା ହେଲା କାଳ । ଗୁରୁବାର ଭଦ୍ରକ ପୁରୁଣା ବଜାର ଥାନା ସଂଥିଆ ପୋଲ ଉପରୁ ସାଳନ୍ଦୀ ନଦୀକୁ ଡେଇଁ ୨ ଯୁବକ…

ଫିଲ୍ମ ଷ୍ଟାଇଲ୍‌ରେ ଗୋରୁ ଗାଡ଼ିକୁ ୧୨ କିଲୋମିଟର ଗୋଡ଼ାଇ ଗୋଡ଼ାଇ ଶେଷରେ ପୋଲିସ…

ପରଜଙ୍ଗ,୨ା୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସାଆନ୍ଦା ଫାଣ୍ଡି ପୋଲିସ ଫିଲ୍ମ ଷ୍ଟାଇଲରେ ପ୍ରାୟ ୧୨ କିଲୋମିଟର ରାସ୍ତା ଗୋଡ଼ାଇ ଗୋଡ଼ାଇ ଗୋରୁ ଗାଡ଼ି ଧରିବାରେ…

ଆନ୍ଦୋଳନରେ ସୁଇପର, ଅଳିଆ ଆବର୍ଜନାରେ ପୂରିଛି ସହର

ଗଞ୍ଜାମ,୨ା୪(ବିଦ୍ୟାଧର ସାହୁ): ୧୨ଟି ଓ୍ବାର୍ଡକୁ ନେଇ ଗଠିତ ଗଞ୍ଜାମ ଏନ୍‌ଏସି ବିଭିନ୍ନ ସମସ୍ୟା ଦେଇ ଗତି କରୁଥିବା ବେଳେ ୩ ଦିନରୁ ଊର୍ଦ୍ଧ୍ୱ ହେବ ସଫେଇ କାର୍ଯ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri