Posted inଜାତୀୟ

ସାବରିମାଲା ମନ୍ଦିରରେ ଗଛ ପଡ଼ି ୧୧ ଶ୍ରଦ୍ଧାଳୁ ଆହତ

କୋଚି,୨୬।୧୧: ସାବରିମାଲା ମନ୍ଦିରରେ ମଙ୍ଗଳବାର ଏକ ଅଘଟଣ ଘଟିଛି। ମାରାକୋଟାମ୍‌-ଚନ୍ଦ୍ରନନ୍ଦନା ମାର୍ଗରେ ଏକ ଗଛ ପଡ଼ିବାରୁ ୧୧ଜଣ ଶ୍ରଦ୍ଧାଳୁ ଆହତ ହୋଇଛନ୍ତି। ଘଟଣାସ୍ଥଳରେ ଏନ୍‌ଡିଆରଏଫ୍‌ ଟିମ୍‌ ପହଞ୍ଚି ଯୁଦ୍ଧକାଳିନ ଭିତ୍ତିରେ ରାସ୍ତାରୁ ଗଛ ଉଠଇବା ସହ ଆହତଙ୍କୁ ଉଦ୍ଧାର କରିଥିଲା। ପରେ ସମସ୍ତ ଆହତଙ୍କୁ ନିକଟସ୍ଥ ପମ୍ବା ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଆହତଙ୍କ ମଧ୍ୟରୁ ୬ଜଣଙ୍କ ଅବସ୍ଥା ଗୁରୁତର ଥିବା ବେଳେ ତାଙ୍କୁ କୋଟ୍ଟୟାମ ମେଡିକାଲ କଲେଜକୁ ସ୍ଥାନାନ୍ତର କରାଯାଇଛି। ଅନ୍ୟପଟେ ଏହି ଦୁର୍ଘଟଣା ଯୋଗୁ ବିଦ୍ୟୁତ ଓ ଟେଲିଫୋନ କେବୁଲ ଭାଙ୍ଗିଯାଇଥିବାରୁ ସମସ୍ତ ସେବା ବନ୍ଦ ରହିଥିବା ନେଇ ସ୍ଥାନୀୟ ପୋଲିସ ସୂଚନା ଦେଇଛି। ଅନ୍ୟପଟେ ସାବରିମାଲା ମନ୍ଦିର ଦର୍ଶନ ପାଇଁ ସାମାଜିକ କାର୍ଯ୍ୟକର୍ତ୍ତା ତୃପ୍ତି ଦେଶାଇ କୋଚ୍ଚିରେ ପହଞ୍ଚିଛନ୍ତି। ସମ୍ବିଧାନ ଦିବସରେ ସେ ଅୟପ୍ପାଙ୍କ ଦର୍ଶନ କରିବେ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ AAPର ବିକ୍ଷୋଭ ପ୍ରଦର୍ଶନ, ଜିଲାପାଳଙ୍କୁ ଦେଲେ ଏହି ଦାବିପତ୍ର

ଛତ୍ରପୁର,୩୦।୭(ଦିଲ୍ଲୀପ ସାମଲ/ ଦ୍ଵାରିକା ପଟନାୟକ): ଗଞ୍ଜାମ ଜିଲାପାଳଙ୍କ ଅଫିସ ଆଗରେ ଆମ ଆଦମୀ ପାର୍ଟୀର ନେତାମାନେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି । ସାନଖେମୁଣ୍ଡି ପଞ୍ଚାୟତ ସମିତି ଅନ୍ତର୍ଗତ…

୬ ମାସ ହେଲା ହୋଇନି ଛତ୍ରପୁର ପଞ୍ଚାୟତ ସମିତି ବୈଠକ, ବ୍ଲକ ଅଧ୍ୟକ୍ଷା ଜିଲାପାଳଙ୍କୁ ଭେଟି…

ଛତ୍ରପୁର,୩୦ା୭(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ପଞ୍ଚାୟତ ସମିତିର ବୈଠକ ତୁରନ୍ତ କରିବାକୁ ଗୁରୁବାର ବ୍ଲକ ଅଧ୍ୟକ୍ଷା କିରନ କୁମାରୀ ଦାସ ଗଞ୍ଜାମ ଜିଲାପାଳଙ୍କୁ ଭେଟି…

କାଦୁଅ ପଚପଚରେ ଖୋଲା ଜିମ୍‌ କେନ୍ଦ୍ର ନିର୍ମାଣ, ବିନା ସୂଚନାଫଳକକୁ ନେଇ ତାତିଲେ ଗ୍ରାମବାସୀ

କେସିଙ୍ଗା,୩୦ା୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧିନସ୍ଥ ତୁର୍ଳାଖମାନ ଗ୍ରାମରେ ଲୋକଙ୍କ ସ୍ବାସ୍ଥ୍ୟ ସୁଦୃଢ଼ କରିବା ପାଇଁ ଲୋକ ସଭା ଏମ୍‌ପି ସୁଜିତ କୁମାର ଏକ…

ପଞ୍ଚମ ଶ୍ରେଣୀ ଛାତ୍ରଙ୍କ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡଲ; ଗ୍ରୀନ କରିଡ଼ରରେ ୮୦ କିମି ଗଲେ, ଓଡ଼ିଶାରେ ପ୍ରଥମ

କୃଷ୍ଣପ୍ରସାଦ,୩୦।୭(କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକର ପଥରକଟା ଗାଁରୁ ଏକ ଛାତିଥରା ଦୃଶ୍ୟ ସାମ୍ନାକୁ ଆସିଛି । ପ୍ରଭୁଦତ୍ତ ଜେନାଙ୍କ ପାଇଁ ସାଇକେଲ ସାଜିଲା…

ଫସଲ ବୀମା ଅଗଷ୍ଟ ୩୧ ପର୍ଯ୍ୟନ୍ତ ବୃଦ୍ଧି ଦାବି, ଜିଲାପାଳଙ୍କୁ ଦାବିପତ୍ର ପ୍ରଦାନ କରି…

ଛତ୍ରପୁର,୩୦ା୭(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଓଡ଼ିଶା କୃଷକ ସଭା ଗଞ୍ଜାମ ଜିଲା କମିଟି ପକ୍ଷରୁ ଚାଷୀଙ୍କ ହିତ ପାଇଁ ୮ ଦଫା ଦାବି ନେଇ ଗଞ୍ଜାମ ଜିଲାପାଳଙ୍କ ଉଦ୍ଦେଶ୍ୟରେ…

ଭାରତୀୟ ଏମପିଙ୍କ ଠୁ ଏତେ ଅଧିକ ଦରମା ପାଆନ୍ତି ପାକିସ୍ତାନୀ ଏମପି? ଜାଣନ୍ତୁ ସାଲାରୀ-ଭତ୍ତା ସବୁକିଛି…

ନୂଆଦିଲ୍ଲୀ,୩୦।୭: ଆଇନପ୍ରଣେତା ବା ସାଂସଦମାନଙ୍କ ସୁବିଧା ସୁଯୋଗକୁ ତୁଳନା କଲେ ଜଣାପଡ଼େ ଯେ, ପାକିସ୍ତାନୀ ଏବଂ ଭାରତୀୟ ସାଂସଦମାନେ ପ୍ରାୟ ସମାନ ମୂଳ ଦରମା ପାଇଥାନ୍ତି, କିନ୍ତୁ…

‘ଆପଣଙ୍କ ମୁହଁ ଖୋଲୁନାହିଁ, କିଏ ସିଲ୍ କରିଦେଇଛି…’, ଶାହାଙ୍କୁ ଖାର୍ଗେଙ୍କ କଡ଼ା ଟାର୍ଗେଟ

ନୂଆଦିଲ୍ଲୀ,୩୦।୭: ରାଜ୍ୟ ସଭାରେ ପେପର ଲିକ୍ ପ୍ରସଙ୍ଗକୁ ନେଇ ଆଲୋଚନା ସମୟରେ ମଲ୍ଲିକାର୍ଜୁନ ଖାର୍ଗେ କେନ୍ଦ୍ର ସରକାର ଏବଂ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ କଡ଼ା ସମାଲୋଚନା…

ଭଞ୍ଜନଗରରେ ଖୁବ୍‌ଶୀଘ୍ର ‘ଘୁମୁସର ରେଡିଓ’, ୪୦ କିଲୋମିଟର ପରିଧିରେ ହେବ ପ୍ରସାରଣ

ଭଞ୍ଜନଗର,୩୦ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରବାସୀଙ୍କ ପାଇଁ ଖୁସି ଖବର। ସ୍ଥାନୀୟ ଅଞ୍ଚଳର ଲୋକଙ୍କ ସ୍ବର, ସମସ୍ୟା ଓ ସଂସ୍କୃତିକୁ ନେଇ ଖୁବଶୀଘ୍ର ଆରମ୍ଭ ହେବାକୁ ଯାଉଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri