ସାବିତ୍ରୀ ପାଇଁ ଆଗୁଆ ଶଟ୍‌ଡାଉନ୍‌ ଘୋଷଣା କଲେ ସରପଞ୍ଚ

ପୋଲସରା,୨୦ା୫(ଡି.ଏନ.ଏ.)-ପୋଲସରା ବ୍ଲକ କଳମ୍ବ ସରପଞ୍ଚ ପ୍ରଶାନ୍ତ କୁମାର ପ୍ରଧାନ ସାବିତ୍ରୀ ବ୍ରତ ପାଇଁ ଶୁକ୍ରବାର ପୂର୍ବାହ୍ନ ୯ଟାରୁ ଶନିବାର ସକାଳ ୭ଟା ପର୍ଯ୍ୟନ୍ତ ପଞ୍ଚାୟତକୁ ଶଟ୍‌ଡାଉନ ଘୋଷଣା କରିଛନ୍ତି। ପୂଜାରେ ମାସ୍କ ବ୍ୟବହାର ସହ ସାମାଜିକ ଦୂରତ୍ୱ ରଖିବା, ସର୍ବସାଧାରଣ ସ୍ଥାନରେ ଜନଗହଳି ହୋଇ ପୂଜା ନ କରିବା, ଚଉଁରା ନିକଟରେ ୫ ଜଣରୁ ଅଧିକ ରହି ପୂଜା ନ କରିବା ଓ ପ୍ରସାଦ ବଣ୍ଟନ ନ କରିବାକୁ ଗାଇଡ୍‌ଲାଇନ୍‌ ଜାରି କରିଥିବା ସରପଞ୍ଚ ପ୍ରଧାନ ସୂଚନା ଦେଇଛନ୍ତି। ଏହି ପଞ୍ଚାୟତରେ ୧୫ ସଙ୍ଗରୋଧ ଗୃହରେ ୫ ଶହରୁ ଊର୍ଦ୍ଧ୍ୱ ଅନ୍ତେବାସୀ ରହୁଛନ୍ତି। ସେମାନେ ସମସ୍ତେ ସ୍ଥାନୀୟ ପଞ୍ଚାୟତର।


Enter your email to get our daily news in your inbox.

All Right Reserved By Dharitri.Com

କଳାହାଣ୍ଡିରେ କଲେଜ ନିର୍ବାଚନ ନ ହେଉଣୁ ଉତ୍ତେଜନା: ପୋଷ୍ଟର ଚିରାକୁ ନେଇ ଜାତୀୟ ରାଜପଥରେ ଏବିଭିପିର ବିକ୍ଷୋଭ, ଥାନାରେ…

ଭବାନୀପାଟଣା,୭।୧୦(ଉତ୍ତମ କୁମାର ଦାଶ)-କଲେଜ ନିର୍ବାଚନ ତାରିଖ ନିକଟତର ହେଉଥିବା ବେଳେ କଳାହାଣ୍ଡି ଜିଲାରେ କ୍ୟାମ୍ପସ ରାଜନୀତି ସରଗରମ ହେବାରେ ଲାଗିଛି। ବୁଧବାର ଅପରାହ୍ନରେ ଭବାନୀପାଟଣା କଲେଜ ଛକ…

ଚଳନ୍ତା ଟ୍ରେନରୁ ହଠାତ୍ ଡ଼େଇଁ ପଡ଼ିଲେ ଏକାଧିକ ଯାତ୍ରୀ, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଲକ୍ଷ୍ନୌ,୭।୧୦: ଉତ୍ତରପ୍ରଦେଶର ବାରାବଙ୍କିରୁ ସାମ୍ନାକୁ ଆସିଛି ଚକିତ କରିଦେବା ଭଳି ଭିଡିଓ । ଚଳନ୍ତା ଟ୍ରେନରୁ ଡେଇଁ ଯାତ୍ରୀମାନେ ଦୌଡ଼ି ପଳାଉଥିବାର ଦୃଶ୍ୟ ଏବେ ସୋସିଆଲ୍ ମିଡିଆରେ…

କଟକରେ ଚାଞ୍ଚଲ୍ୟ: କାଠଯୋଡ଼ି ପଠାରେ ପଡ଼ିଛି ଯୁବତୀଙ୍କ ରକ୍ତରଞ୍ଜିତ ମୃତଦେହ, ବାଦାମବାଡ଼ି ପୋଲିସର…

କଟକ,୭।୧୦: କଟକ କାଠଯୋଡ଼ି ନଦୀପଠାରୁ ଜଣେ ଅଜଣା ଯୁବତୀଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର କରାଯାଇଛି। ପୁରୀଘାଟ ଥାନା ନିକଟସ୍ଥ କାଠଯୋଡ଼ି ପଠାରେ ମୃତଦେହଟି ପଡ଼ିଥିବା ଦେଖିବାକୁ ମିଳିଛି।…

କନ୍ୟା ସଶକ୍ତୀକରଣର ବାର୍ତ୍ତା: ଦାରିଙ୍ଗବାଡ଼ିରେ ‘ୟୁଥ୍‌ କନ୍‌କ୍ଲେଭ୍‌’; ସହର ପରିକ୍ରମା କଲା ବିଶାଳ ଶୋଭାଯାତ୍ରା

ଦାରିଙ୍ଗବାଡି, ୭।୧୦ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିସ୍ଥିତ ଡଃ ଭୀମରାଓ ଆମ୍ବେଦକର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ମଙ୍ଗଳବାର ବ୍ଲକ୍‌ ସ୍ତରୀୟ ୟୁଥ୍‌ କନ୍‌କ୍ଲେଭ୍‌ ତଥା…

ଛତ୍ରପୁର ବିଜ୍ଞାନ ମହାବିଦ୍ୟାଳୟରେ ପ୍ରକାଶ ପାଇଲା ନିର୍ବାଚନୀ ବିଜ୍ଞପ୍ତି: ୯ରେ ନାମାଙ୍କନ

ଛତ୍ରପୁର,୭।୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ) : ବିଗତ ଦିନରେ ରାଜ୍ୟ ସରକାରଙ୍କ ପକ୍ଷରୁ ଛାତ୍ର ନିର୍ବାଚନ ନେଇ ଖବର ପ୍ରକାଶ ପାଇବା ପରେ ଛତ୍ରପୁର ବିଜ୍ଞାନ ମହାବିଦ୍ୟାଳୟ…

ବିଇଓ ଅଫିସ ଆଗରେ ଶିକ୍ଷକଙ୍କ ଗଣଧାରଣା: କାରଣ ଦର୍ଶାଅ ନୋଟିସ ପ୍ରତ୍ୟାହାର ପରେ…

ଦିଗପହଣ୍ଡି,୭।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋଷ୍ଠୀ ଶିକ୍ଷାଧିକାରୀ ଭୋପେନ କୁମାର ମହାନ୍ତ ଶିକ୍ଷକ ସଂଘର କାର୍ଯ୍ୟକର୍ତ୍ତାଙ୍କୁ ଜାରି କରିଥିବା କାରଣ ଦର୍ଶାଅ ନୋଟିସ…

ଭୟଙ୍କର ଦୁର୍ଘଟଣା; ଟ୍ରକ୍‌-ବାଇକ୍‌ ଧକ୍କାରେ ଆଖିବୁଜିଲେ ଉପେନ୍ଦ୍ର

ପାରଳାଖେମୁଣ୍ଡି, ୭।୧୦ (ଗିରିଧାରୀ ପରିଛା): ଗଜପତି ଜିଲା ଗୋଷାଣି ବ୍ଲକ୍‌ ଅନ୍ତର୍ଗତ ଗୁରାଣ୍ଡା ଥାନା ପାଟିକୋଟା ଗ୍ରାମ ନିକଟରେ ଟ୍ରକ୍‌-ବାଇକ୍‌ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି…

କେନ୍ଦ୍ରାପଡ଼ାରେ ଚାଞ୍ଚଲ୍ୟ, କଲେଜରେ ପଶି ଅଧ୍ୟାପିକାଙ୍କୁ ଅସଦାଚରଣ କଲେ….

କେନ୍ଦ୍ରାପଡା,୭।୧୦(ଜଗନ୍ନାଥ ଧଳ): କେନ୍ଦ୍ରାପଡା ସଦର ଥାନା ଅଧୀନ ଏକ କେଲଜ ଅଧ୍ୟାପିକାଙ୍କୁ ଅସଦାଚରଣ କରାଯାଇଥିବା ନେଇ ଅଭିଯୋଗ ହୋଇଛି । ଜଣେ ଅଭିଭାବକ କଲେଜରେ ପଶି ତାଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?