ସାବିତ୍ରୀ ପାଇଁ ଭୂଲିଗଲେ ସାମାଜିକ ଦୂରତା

କବିସୂର୍ଯ୍ୟନଗର,୨୦ା୫(ଡି.ଏନ୍‌.ଏ.)- କରୋନାର ଭୟାବହତା କମିନାହିଁ। ତେଣୁ ଲକ୍‌ଡାଉନ୍‌ ମେ’ ୩୧ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ଚତୁର୍ଥ ପର୍ଯ୍ୟାୟରେ ଏହାକୁ ସାମାନ୍ୟ କୋହଳ କରି ଦୋକାନ ବଜାର ଖୋଲିବାକୁ ଅନୁମତି ମିଳିଛି। ମାତ୍ର ସାମାଜିକ ଦୂରତା ଓ ମାସ୍କ ବ୍ୟବହାରକୁ ଆହୁରି କଡାକଡି କରାଯାଇଛି। କବିସୂର୍ଯ୍ୟନଗର ଅଞ୍ଚଳରେ ଏହାର ଖୋଲା ଉଲ୍ଲଘଂନ ହେଉଥିବା ମଙ୍ଗଳବାର ଦେଖିବାକୁ ମିଳିଥିଲା। କବିସୂର୍ଯ୍ୟନଗର ବସ୍‌ଷ୍ଟପ୍‌ ସ୍ଥିତ ଲୁଗା ଦୋକାନ, ଷ୍ଟେସନାରୀ, ଫଳ ଦୋକାନରେ ମଙ୍ଗଳବାର ପ୍ରବଳ ଭିଡ ଦେଖିବାକୁ ମିଳିଥିଲା। ଦୋକାନୀ ଗ୍ରାହକ ସମସ୍ତେ କୋଭିଡ୍‌ ନିୟମକୁ ଭୁଲି ଯାଇଥିଲେ। ଅଞ୍ଚଳରେ ଟ୍ରାଫିକ୍‌ ଜାମ୍‌ ହୋଇଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବିଇଓ ଅଫିସ ଆଗରେ ଶିକ୍ଷକଙ୍କ ଗଣଧାରଣା: କାରଣ ଦର୍ଶାଅ ନୋଟିସ ପ୍ରତ୍ୟାହାର ପରେ…

ଦିଗପହଣ୍ଡି,୭।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋଷ୍ଠୀ ଶିକ୍ଷାଧିକାରୀ ଭୋପେନ କୁମାର ମହାନ୍ତ ଶିକ୍ଷକ ସଂଘର କାର୍ଯ୍ୟକର୍ତ୍ତାଙ୍କୁ ଜାରି କରିଥିବା କାରଣ ଦର୍ଶାଅ ନୋଟିସ…

ଭୟଙ୍କର ଦୁର୍ଘଟଣା; ଟ୍ରକ୍‌-ବାଇକ୍‌ ଧକ୍କାରେ ଆଖିବୁଜିଲେ ଉପେନ୍ଦ୍ର

ପାରଳାଖେମୁଣ୍ଡି, ୭।୧୦ (ଗିରିଧାରୀ ପରିଛା): ଗଜପତି ଜିଲା ଗୋଷାଣି ବ୍ଲକ୍‌ ଅନ୍ତର୍ଗତ ଗୁରାଣ୍ଡା ଥାନା ପାଟିକୋଟା ଗ୍ରାମ ନିକଟରେ ଟ୍ରକ୍‌-ବାଇକ୍‌ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି…

କେନ୍ଦ୍ରାପଡ଼ାରେ ଚାଞ୍ଚଲ୍ୟ, କଲେଜରେ ପଶି ଅଧ୍ୟାପିକାଙ୍କୁ ଅସଦାଚରଣ କଲେ….

କେନ୍ଦ୍ରାପଡା,୭।୧୦(ଜଗନ୍ନାଥ ଧଳ): କେନ୍ଦ୍ରାପଡା ସଦର ଥାନା ଅଧୀନ ଏକ କେଲଜ ଅଧ୍ୟାପିକାଙ୍କୁ ଅସଦାଚରଣ କରାଯାଇଥିବା ନେଇ ଅଭିଯୋଗ ହୋଇଛି । ଜଣେ ଅଭିଭାବକ କଲେଜରେ ପଶି ତାଙ୍କୁ…

ଅକ୍ଟୋବର ୮ରେ ଓଡ଼ିଶା ବନ୍ଦ, ସଫଳ କରିବାକୁ ଛତ୍ରପୁରରେ ପଥପ୍ରାନ୍ତ ସଭା

ଛତ୍ରପୁର,୭।୧୦(ଦିଲ୍ଲୀପ ସାମଲ): ଏମଏମଡ଼ିଆର ସଂଶୋଧିତ ଅଧିନିୟମ ତୁରନ୍ତ ରଦ୍ଦ କରିବା, ମୁଖ୍ୟ ନିର୍ବାଚନ ଅଧିକାରୀ ଜ୍ଞାନେସ କୁମାରଙ୍କ ବହିଷ୍କାର ଓ ଗିରଫଦାରୀ, ଏସଆଇଆର ପ୍ରତ୍ୟାହାର କରିବା, ଗଣଶିକ୍ଷା…

ରଣଜୀ ଟିମ୍‌ରେ କଳାହାଣ୍ଡିର ଦିନେଶ ମାଝୀ, ଛୁଟୁଛି ଶୁଭେଚ୍ଛାର ସୁଅ

ଭବାନୀପାଟଣା,୭।୧୦(ଉତ୍ତମ କୁମାର ଦାଶ): ଓଡ଼ିଶା କ୍ରିକେଟ ଆସୋସିଏସନ୍ ପକ୍ଷରୁ ୨୦୨୬-୨୭ ସିଜନ ଡୋମେଷ୍ଟିକ୍ ବିସିସିଆଇ ଟୁର୍ନାମେଣ୍ଟର ପ୍ରଥମ ଦୁଇଟି ମ୍ୟାଚ୍ ପାଇଁ ଓଡ଼ିଶା ରଣଜୀ ଦଳର ୧୭…

ପାଟପୁରରେ ଦକ୍ଷିଣ ଓଡ଼ିଶା ବାଳିକା କବାଡ଼ି ପ୍ରତିଯୋଗିତା; ଗଜପତି ଜିଲାର ରାମଗିରି ଚାମ୍ପିୟନ, ମାଲକାନଗିରି ଉପ ବିଜେତା

ଦିଗପହଣ୍ଡି,୭।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମ ସ୍ଥିତ ବିଶ୍ୱାସରାୟ ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ କବାଡ଼ି ପ୍ରତିଯୋଗିତା ଜାରି ରହିଥିଲା…

ଛାତ୍ର ସଂସଦ ନିର୍ବାଚନକୁ ନେଇ ବଲାଙ୍ଗୀର କଲେଜରେ ଉତ୍ତେଜନା

ବଲାଙ୍ଗୀର,୭ା୧୦(ସୁନିଲ କୁମାର ମହାନ୍ତି): କଲେଜ ନିର୍ବାଚନକୁ ନେଇ ଏବେଠୁ ବଲାଙ୍ଗିର ଜିଲାରେ ଉତ୍ତେଜନା ଦେଖାଦେଲାଣି। ବଲାଙ୍ଗୀର ପୁଇଁନ୍ତଳା ନିକଟରେ ଥିବା ସରକାରୀ ବଲାଙ୍ଗୀର କଲେଜରେ ଉତ୍ତେଜନା ଦେଖାଦେବା…

ବିକଶିତ ଓଡ଼ିଶା ଗଠନରେ ସାମିଲ ହେବାକୁ ମୁଖ୍ୟମନ୍ତ୍ରୀଙ୍କ ଆହ୍ୱାନ, ଡବଲ୍‌ ଇଞ୍ଜିନ ସରକାରରେ…

ଖୋର୍ଦ୍ଧା,୭।୧୦(ପ୍ରଭାତ ପାଣିଗ୍ରାହୀ): ‘ବିକଶିତ ଭାରତ’ ସହ ‘ବିକଶିତ ଓଡ଼ିଶା’ ଗଠନ ପ୍ରକ୍ରିୟାରେ ସମସ୍ତ ନାଗରିକ ସାମିଲ ହେବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆହ୍ୱାନ ଦେଇଛନ୍ତି। ପ୍ରଧାନମନ୍ତ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?