ସାବିତ୍ରୀ ଭୋଗ ଖାଇ ୧୦ ଅସୁସ୍ଥ

ବନ୍ତ,୨୩ା୫(ଡି.ଏନ୍‌.ଏ.): ଭଦ୍ରକ ଜିଲା ବନ୍ତ ବ୍ଲକ ରାମପୁର ଗ୍ରାମର ୧୦ଜଣ ବ୍ୟକ୍ତି ସାବିତ୍ରୀ ଭୋଗ ଖାଇ ଅସୁସ୍ଥ ହୋଇଥିବା ବେଳେ ୨ ଜଣଙ୍କୁ ଭଦ୍ରକ ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି ା
ସୂଚନାଯୋଗ୍ୟ, ସାବିତ୍ରୀ ବ୍ରତ ଅବସରରେ ରାମପୁର ଗ୍ରାମର କିଛି ବ୍ୟକ୍ତି ସାବିତ୍ରୀ ଭୋଗ ଖାଇଥିଲେ। ଉକ୍ତ ଭୋଗ ଖାଇବା ପରେ ଲୋକେ ଝାଡ଼ାବାନ୍ତି ହୋଇଥିଲେ ା ସେମାନଙ୍କ ମଧ୍ୟରୁ ଶନିବାର ୧୦ଜଣଙ୍କୁ କେନ୍ଦୁଆପଦା ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ରକୁ ଅଣାଯାଇଥିଲା ା ସେଠାରୁ ୨ ଜଣଙ୍କ ଅବସ୍ଥା ଗୁରୁତର ହେବାରୁୁ ସେମାନଙ୍କୁ ଭଦ୍ରକ ସ୍ଥାନାନ୍ତର କରାଯାଇଥିଲା ା ଅନ୍ୟ ୮ ଜଣଙ୍କୁ କେନ୍ଦୁଆପଦା ଡାକ୍ତରଖାନାରେ ଚିକିତ୍ସା କରାଯାଉଛି ା ସେମାନେ ହେଲେ ଋଷିକେଶ ବିଶ୍ୱାଳ, ମାନସୀ ବିଶ୍ୱାଳ, ଜ୍ୟୋତ୍ସ୍ନାରାଣୀ ନାୟକ, ଜ୍ୟୋତ୍ସ୍ନା ବିଶ୍ୱାଳ, ସଦାଶିବ ବିଶ୍ୱାଳ, ଆକାଶ ନାୟକ, ଦେବାଶିଷ ବିଶ୍ୱାଳ, ଝୁନୁବାଳା ନାୟକ। ଅପରାହ୍ନ ସୁଦ୍ଧା ୭ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ଜଣେ ଚିକିତ୍ସାଧୀନ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ଓଡ଼ିଆ ଭାଷା ସାହିତ୍ୟର ଜାତୀୟ ଆଲୋଚନା ଚକ୍ର

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମସ୍ଥିତ ସ୍ନାତକ ବିଜ୍ଞାନ ମହାବିଦ୍ୟାଳୟ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ପକ୍ଷରୁ ସୋମବାର ଏକ ଦିବସୀୟ…

ବିଶ୍ୱକପ ଜିତିବ ଇଣ୍ଡିଆ! ଜାଣନ୍ତୁ T20ର କେମେଷ୍ଟ୍ରି, ପ୍ଲାନିଂର ଗଣିତ, ବିଜୟର ସାଇନ୍ସ

ନୂଆଦିଲ୍ଲୀ,୧୬।୨: ରବିବାର ରାତିରେ କଲମ୍ବୋରେ ବର୍ଷା ହେବ ଏବଂ ୨୦୨୬ ଟି-୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ମ୍ୟାଚ ଧୋଇ ହୋଇଯିବ ବୋଲି ଆଶଙ୍କା ଥିଲା, କିନ୍ତୁ ବିପରୀତ ଘଟିଥିଲା।…

ମଧ୍ୟାହ୍ନ ଭୋଜନରେ ଅନିୟମିତତା ଅଭିଯୋଗ ଆଣିଲେ ଗ୍ରାମବାସୀ

ଖଜୁରିପଡ଼ା,୧୬ା୨(ବିଦୁର ବେହେରା): ଖଜୁରିପଡ଼ା ଅଞ୍ଚଳରେ ସୋମବାର କିଛି ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅଧୀନରେ ଥିବା ଗଡ଼ପଦର୍‌ ସ୍କୁଲ,…

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri