ସାବିତ୍ରୀରେ ଅଘଟଣ: ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ମହିଳାଙ୍କ ଜୀବନଗଲା

ଖୋର୍ଦ୍ଧା ଅଫିସ,୨୨।୫: ଶୁକ୍ରବାର ସାବିୀତ୍ରୀ ବ୍ରତ ଅବସରରେ ଖୋର୍ଦ୍ଧା ଜିଲା ଟାଙ୍ଗି ବ୍ଲକ ଓଳସିଂ ପଞ୍ଚାୟତ ଡମଣଭୂମି ଗ୍ରାମରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ମହିଳାଙ୍କର ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ମୃତ୍ୟୁ ଘଟିଛି। ମୃତକ ହେଲେ ବିନି ଦଳେଇ(୪୫)।
ପ୍ରକାଶ ଯେ, ସକାଳୁ ବିନି ଫସଲ କିଆରୀକୁ ଯାଇଥିଲେ। ସେଠାରୁ ଫେରିବା ବେଳେ ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ଗୁରୁତର ଆହତ ହୋଇଥିଲେ। ପରିବାର ଲୋକେ ତାଙ୍କୁ ଉଦ୍ଧାରକରି ସ୍ଥାନୀୟ ମେଡିକାଲରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି। ସ୍ବାମୀ ବାହାରେ ରହୁଥିବା ବେଳେ ବିନି ସାବିତ୍ରୀ ବ୍ରତ ପାଳନ ଲାଗି ସମସ୍ତ ପ୍ରସ୍ତୁତି କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କାନ୍ଦବୋବାଳିରେ ଫାଟିପଡ଼ୁଛି ଗାଁ: ଚଳନ୍ତା ଟ୍ରାକ୍ଟରୁ ପଡ଼ି ଆଖିବୁଜିଲା ରୋଜଗାରିଆ ପୁଅ

ମୋହନା,୧୦।୫ (ମନ୍ମଥ ମିଶ୍ର ):ଚଳନ୍ତା ଟ୍ରାକ୍ଟରରୁ ପଡ଼ି ଯୁବକ ମୃତ୍ୟୁ। ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ବୁଡରିଙ୍ଗ ଗାଁ…

ମା’ ରାମଚଣ୍ଡୀଙ୍କୁ ଜମି ଦାନ ଦେଇଥିଲେ ରାଜା, ଭୋଗ କରୁଛନ୍ତି ଜବରଦଖଲକାରୀ, ପାଉଣା ଦେବାର ନାଁ ଧରୁନାହାନ୍ତି

ମହାକାଳପଡ଼ା,୧୦ା୫(ପ୍ରତାପ ଚନ୍ଦ୍ର ସ୍ବାଇଁ): ୧୭୩୭ ମସିହାଠାରୁ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅନ୍ତର୍ଗତ ରାମନଗର ମୌଜାରେ ମା’ ରାମଚଣ୍ଡୀ ମନ୍ଦିର ରହିଛି। ଏହାର ରକ୍ଷଣାବେକ୍ଷଣ ପାଇଁ କୁଜଙ୍ଗ…

ପିଚ୍ଛା କଲେ ଗୁଳି ଫୁଟାଇ ଟେକିନେଲେ: ସକାଳୁ ପଡ଼ିଥିଲା ରକ୍ତ ଜୁଡ଼ୁଜୁଡ଼ୁ ମୃତଦେହ

ରାୟଗଡ଼ା,୯।୫(ସୁଜାତା ପାଢ଼ୀ): ରାୟଗଡ଼ା ସହର ଇନ୍ଦିରା ନଗର ୩ୟ ଲାଇନ୍‌ରେ ଅଜଣା ଦୁର୍ବୃତ୍ତମାନେ ଶନିବାର ରାତିରେ ଗୁଳିକାଣ୍ଡ କରି  ରାୟଗଡା ସହରସ୍ଥିତ ରେଲି ସାହିର ଯୁବକ ନିଖିଲ…

ଭୟାବହ ଅଗ୍ନିକାଣ୍ଡ: ଜଳିଲା ରାଇସ୍‌ ମିଲ୍‌, ଧୂପ କାରଖାନା

ବନ୍ତ,୧୦।୫(କିଶୋର କୁମାର ସେଠୀ/ ହରି ନାରାୟଣ ମହାନ୍ତି): ଭଦ୍ରକ ଜିଲା ବନ୍ତ ତହସିଲ ଅନ୍ତର୍ଗତ  ନିଳୋକ କୁମ୍ଭାରିଆ ନିକଟରେ ଶନିବାର ବିଳମ୍ବିତ ରାତିରେ ଏକ ବଡ଼ ଧରଣର…

ସୀମାନ୍ତ ଗାଁରେ ଜନଗଣନା ବିବାଦ

ଗଜପତି ଜିଲାର ସୀମାନ୍ତ ଗାଁରେ ଓଡ଼ିଶା ଓ ଆନ୍ଧ୍ରପ୍ରଦେଶ ପକ୍ଷରୁ ଜନଗଣନାକୁ ନେଇ ବିବାଦ ସୃଷ୍ଟି ହୋଇଛି। ରାୟଗଡ଼ ବ୍ଲକ ଗଙ୍ଗାବାଡ଼ ପଞ୍ଚାୟତର ମାଣିକପାଟଣା ଗ୍ରାମରେ ଓଡ଼ିଶା…

କାର ଭର୍ତ୍ତି ଗଞ୍ଜେଇ ଗଞ୍ଜେଇ ଜବତ

ଡୁଙ୍ଗୁରିପାଲି,୯।୫(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ବେହେରାମାଳ ପଞ୍ଚାୟତ ଲଙ୍ଗଳକଟା ଗାଁରୁ ପୋଲିସ ଶନିବାର ୨ କୁଇଣ୍ଟାଲ ୭୨ କିଗ୍ରା ୨୦୦ ଗ୍ରାମ ଗଞ୍ଜେଇ ଜବତ…

ଭାଣିଜୀ ବାହାଘରକୁ ଆସିଥିଲେ, ନିୟନ୍ତ୍ରଣ ହରାଇ ଖୁଣ୍ଟରେ ପିଟି ହୋଇଗଲା ବାଇକ୍‌; ୩ ବ୍ୟକ୍ତି…

ବଲାଙ୍ଗୀର, ୯।୫(ସୁନୀଲ କୁମାର ମହାନ୍ତି): ଭାଣିଜୀର ବାହାଘର ଖୁସି ଏବେ ଶୋକରେ ପରିଣତ ହୋଇଛି। ଭାଣିଜୀ ବାହାଘରରେ ଯୋଗ ଦେବାକୁ ଆସି ଏକ ବାଇକ ଦୁର୍ଘଟଣାରେ ତିନି…

ଦୁଃଖ ଦେଲା କାଳବୈଶାଖୀ: ଧାନ ଭିଜିଲା, ଗଛ ଭାଙ୍ଗିଲା

ବରଗଡ଼,୯।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ଶନିବାର ପ୍ରବଳ ଝଡବତାସ ସହିତ ବର୍ଷା ହୋଇଛି । ଏହାର ପ୍ରଭାବରେ ଧାନ ଫସଲ ପ୍ରଭାବିତ ହୋଇଛି। ବିଭିନ୍ନ ସ୍ଥାନରେ ଅମଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri