ସାମଗ୍ରୀ ଦର ବଢ଼ାଇବ ବ୍ରିଟାନିଆ

କୋଲକାତା,୨୩-୮: ଏଫ୍‌ଏମ୍‌ସିଜି କମ୍ପାନୀ ବ୍ରିଟାନିଆ ଇଣ୍ଡଷ୍ଟ୍ରିଜ ବିକ୍ରି ହ୍ରାସ ପାଉଥିବାରୁ ଅଧିକ କ୍ଷତିରୁ ମୁକ୍ତି ପାଇବା ଲାଗି ଚଳିତ ଆର୍ଥିକ ବର୍ଷର ତୃତୀୟ ତ୍ରୈମାସରୁ ନିଜର ସମସ୍ତ ଉତ୍ପାଦର ଦର ବଢ଼ାଇବ ବୋଲି ଘୋଷଣା କରିଛି। କମ୍ପାନୀ ମୁଖ୍ୟ(ବିପଣନ) ବିନୟ ସୁବ୍ରମଣ୍ୟମ ଗୁରୁବାର କହିଛନ୍ତି ଯେ, ଗତ ୫-୬ ମାସ ହେବ କମ୍ପାନୀ ଉତ୍ପାଦଗୁଡ଼ିକର ବିକ୍ରି ହ୍ରାସ ପାଇଚାଲିଛି। ଆସନ୍ତାବର୍ଷ ଜାନୁୟାରୀ ପର୍ଯ୍ୟନ୍ତ ଏହି ସ୍ଥିତିରେ ବିଶେଷ ପରିବର୍ତ୍ତନର ସମ୍ଭାବନା ନାହିଁ। ଏହି କାରଣରୁ ତୃତୀୟ ତ୍ରୈମାସରୁ ଉତ୍ପାଦର ମୂଲ୍ୟ ବଢ଼ାଯିବ। ମୂଲ୍ୟ ଦୃଷ୍ଟିରୁ ଦେଖିଲେ କମ୍ପାନୀ ଉତ୍ପାଦ ବିକ୍ରି ପ୍ରାୟ ଅଧା ହୋଇଗଲାଣି। କମ୍ପାନୀ ସମ୍ପୂର୍ଣ୍ଣ ସ୍ଥିତି ଉପରେ ନଜର ରଖିଛି। ଦର ବଢ଼ାଇବା ସହିତ କମ୍ପାନୀ ଖର୍ଚ୍ଚ କାଟ ପ୍ରତି ଗୁରୁତ୍ୱ ଦେଉଛି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡିରେ ବଡ଼ ହଲଚଲ! ବୈଠକ ଡାକିଲେ ଉପସଭାପତି, କହିଲେ….

ଭୁବନେଶ୍ବର,୮।୬: ଆସନ୍ତା ୧୦ ତାରିଖରେ ବିଜେଡିର ବଡ଼ ବୈଠକ ବସିବାକୁ ଯାଉଛି ।ଉପସଭାପତି ଦେବୀପ୍ରସାଦ ମିଶ୍ର ଏକ ପ୍ରେସ ରିଲିଜ ଜାରି କରି ବୈଠକ ଡ଼ାକିଛନ୍ତି ।…

ମମତାଙ୍କୁ ପୁଣି ଲାଗିବ ଶକ୍ତ ଧକ୍କା! ପଶ୍ଚିମବଙ୍ଗ ପରେ ଏବେ…

କୋଲକାତା,୮।୬: ପଶ୍ଚିମବଙ୍ଗ ପରେ, ତୃଣମୂଳ କଂଗ୍ରେସ (TMC) ଏବେ ଦିଲ୍ଲୀରେ ମଧ୍ୟ ଝଟକା ପାଇପାରେ। TMC ସୁପ୍ରିମୋ ମମତା ବାନାର୍ଜୀ ବର୍ତ୍ତମାନ INDIA ମେଣ୍ଟ ବୈଠକରେ ଯୋଗଦେବା…

ଜୁଆଡ଼ିଙ୍କ ଘରେ ଚଢ଼ାଉ: ୧୦ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ସହ କୋଟିଏ ଟଙ୍କାର ଗହଣା ଜବତ, ୪ ଅଟକ

ରାଉରକେଲା,୮ା୬(ସଙ୍ଗୀତା ଜେନା): ଦୀର୍ଘଦିନରୁ ଚାଲି ଆସୁଥିବା ଏକ ଜୁଆଆଡ୍ଡାରେ ପୋଲିସ ଚଢ଼ାଉ କରି ୧୦ ଲକ୍ଷରୁ ଅଧିକ ଟଙ୍କା ଓ ପ୍ରାୟ କୋଟିଏ ଟଙ୍କାର ଗହଣା ଜବତ…

ପରମ୍ପରା କାହିଁକି ଭାଙ୍ଗିଲେ ଜୟ ଶାହା? ସେ ଜଣେ ପାକିସ୍ତାନୀ ଖେଳାଳିଙ୍କ ସହ ସର୍ବସାଧାରଣରେ ହାତ ମିଳାଇଲେ

ନୂଆଦିଲ୍ଲୀ,୮।୬: ଭାରତ ଏବଂ ପାକିସ୍ତାନ ମଧ୍ୟରେ ସମ୍ପର୍କ ଏତେ ଖରାପ ହୋଇଯାଇଛି ଯେ ଉଭୟ ଦେଶର ଖେଳାଳିମାନେ କ୍ରିକେଟ ପଡ଼ିଆରେ ହାତ ମିଳାନ୍ତି ନାହିଁ। ପାକିସ୍ତାନ ଲଗାତାର…

ଏସଆଇଆର ସଚେତନତା, ଦେଢ଼ କିଲୋମିଟର ପଦଯାତ୍ରା କଲେ ଉପଜିଲାପାଳ

କେସିଙ୍ଗା,୮।୬(ତୁମେଶ୍ୱର ସାହୁ): ରାଜ୍ୟରେ ସ୍ଵତନ୍ତ୍ର ସଘନ ସଂଶୋଧନ(ଏସ ଆଇ ଆର)୨୦୨୬ ଯୋଗ୍ୟ ଭୋଟରମାନଙ୍କ ନାମ ଯେମିତି ନ କଟିବ ସେଥିପାଇଁ କଳାହାଣ୍ଡି ଉପ ଜିଲାପାଳଙ୍କ ନିଆରା ପ୍ରୟାସ…

ଗିରଫ ହେଲେ TMCର ‘ପୁଷ୍ପା’

କୋଲକାତା,୮।୬: ପଶ୍ଚିମବଙ୍ଗ ପୋଲିସ TMC ନେତା ଜାହାଙ୍ଗୀର ଖାନଙ୍କୁ ଗିରଫ କରିଛି। ‘ପୁଷ୍ପା’ ଚରିତ୍ର ସହିତ ନିଜକୁ ତୁଳନା କରିଥିବା ଖାନ ଶୁଭେନ୍ଦୁ ଅଧିକାରୀଙ୍କୁ ଭୟ କରି…

ଆହୁରି ୩ ଦିନ କଲବଲ କରିବ ଝଡବର୍ଷା, ଆଜି ଏହି ୭ଜିଲାକୁ ଅରେଞ୍ଜ ଆଲର୍ଟ

ଭୁବନେଶ୍ବର,୮।୬: ଦିନରେ ପ୍ରବଳ ଗରମ ଗୁଳୁଗୁଳି ହେଉଥିବା ବେଳେ ସନ୍ଧ୍ୟା ହେଲେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳୁଛି । ଅନେକ ସ୍ଥାନରେ କ୍ଷୟକ୍ଷତି ହେଉଛି । ତେବେ…

ପୁଣି ବଢିବ ପେଟ୍ରୋଲ-ଡିଜେଲ ଦର? ଇରାନ-ଇସ୍ରାଏଲ ବିବାଦ ଯୋଗୁ ଅଶୋଧିତ ତୈଳ ଦର ବୃଦ୍ଧି, ଆଶଙ୍କାରେ ବିଶ୍ୱବାସୀ

ତେହରାନ,୮।୬: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ନୂତନ ସଂଘର୍ଷ ଯୋଗୁ ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ପୁଣି ଥରେ ବୃଦ୍ଧି ପାଇପାରେ। ଇସ୍ରାଏଲ ଇରାନ ବିରୁଦ୍ଧରେ ପ୍ରତିଶୋଧମୂଳକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri