ସାମାଜିକ ଦୂରତା ରକ୍ଷା କରି ଉତ୍ତୋଳନ ହେଲା ପତାକା

ଲାଠୋର,୧୫।୮(ଡି.ଏନ.ଏ)- ବଲାଙ୍ଗିର ଜିଲା ଖପ୍ରାଖୋଲ ବ୍ଳକ ଲାଠୋର ଅଞ୍ଚଳର ବିଭିନ୍ନ ସ୍ଥାନରେ ୭୪ ତମ ସ୍ବାଧିନତା ଦିବସ ପାଳିତ ହୋଇଯାଇଛି। ସ୍ଥାନୀୟ ପଞ୍ଚାୟତ ଡିଗ୍ରୀ ମହାବିଦ୍ୟାଳୟ ଠାରେ ଅଧ୍ୟକ୍ଷ ପ୍ରସନ୍ନ ଦାସଙ୍କ ଅଧ୍ୟକ୍ଷତାରେ ସାମାଜିକ ଦୂରତା ରକ୍ଷା କରି ସ୍ବାଧିନତା ଦିବସ ପାଳନ ହୋଇଥିଲା। ମହାବିଦ୍ୟାଳୟର କର୍ମଚାରୀମାନେ ଜାତୀୟ ସଙ୍ଗୀତ ଗାନ କରି ଜାତୀୟ ପତାକାକୁ ସମ୍ମାନ ଜଣାଇଥିଲେ। ସେହିପରି ଅଞ୍ଚଳର ବିଭିନ୍ନ ବିଦ୍ୟାଳୟ, ବିଭିନ୍ନ ସରକାରୀ ବେସରକାରୀ ଅନୁଷ୍ଠାନରେ ସ୍ବାଧିନତା ଦିବସ ପାଳିତ ହୋଇଯାଇଛି। ବାଣିଣ୍ୟ ଅଧ୍ୟାପକ ସୁଶିଲ କୁମାର ମହାକୁଡ ପରିଚାଳନା କରିଥିଲେ। ଶଚ୍ଚିକାନ୍ତ ଦାସ ଧନ୍ୟବାଦ ଅର୍ପଣ କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ବାଇକରେ ଯାଉଥିବାବେଳେ ଧକ୍କା ଦେଲା କାର୍‌, ଘଟଣାସ୍ଥଳରେ ଚାଲିଗଲା ତ୍ରିଲୋଚନଙ୍କ ଜୀବନ

ବଲାଙ୍ଗୀର, ୯।୭( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ଭବାନୀପାଟଣା ୨୬ ନମ୍ବର ଜାତୀୟ ରାଜପଥର ବିଜାଖମନ ବ୍ରିଜ ନିକଟରେ ବୁଧବାର ଜଣେ ମୋଟର ସାଇକେଲ ଆରୋହୀଙ୍କୁ ଏକ କାର୍‌…

ଲୋୟର ସୁକ୍‌ତେଲ ଜଳଭଣ୍ଡାର: ବଢୁଛି ଜଳସ୍ତର, ଲୋକେ ଅଟଳ

ବଲାଙ୍ଗୀର,୯ା୭(ବୀରେନ୍ଦ୍ର କୁମାର ଝାଙ୍କର):ଗତ କିଛି ଦିନର ଲଗାଣ ବର୍ଷା ଫଳରେ ବଲାଙ୍ଗୀର ଜିଲାର ଲୋୟର ସୁକ୍‌ତେଲ ଡ୍ୟାମ୍‌ରେ କ୍ଷୀପ୍ର ଗତିରେ ଜଳସ୍ତର ବଢ଼ିବାରେ ଲାଗିଛି। ଜଳସ୍ତର ବଢ଼ିବା…

ବନ୍ଦ ଘରୁ ମିଳିଲା ଆଉଟସୋର୍ସିଂ କର୍ମଚାରୀଙ୍କ ମୃତଦେହ, ଗନ୍ଧ ହେବାରୁ…

ବଲାଙ୍ଗୀର,୭।୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତୁଲସୀନଗରର ଏକ ଘର ଭିତରୁ ଜଣେ ଯୁବକଙ୍କ ମୃତଦେହ ମଙ୍ଗଳବାର ଉଦ୍ଧାର ହୋଇଛି । ମୃତ ଯୁବକ ଜଣକ କାର୍ତ୍ତିକ ମଛଖଣ୍ଡ…

ଅଙ୍ଗନବାଡ଼ି କେନ୍ଦ୍ରରୁ ଖସିଲା କଂକ୍ରିଟ,୩ ଶିଶୁ ଆହତ

କଣ୍ଟାବାଞ୍ଜି,୭।୭: ବଲାଙ୍ଗୀର ଜିଲା ତୁରେକେଲା ବ୍ଲକ କୁର୍ଲ୍ଲୀ ଗାଁ ଅଙ୍ଗନବାଡ଼ି କେନ୍ଦ୍ରରେ ମଙ୍ଗଳବାର ଏକ ଅଘଟଣ ଘଟିଛି। ଅଙ୍ଗନବାଡ଼ି କେନ୍ଦ୍ର ଛାତରୁ କଂକ୍ରିଟ ଖସି ୩ଜଣ ଶିଶୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri