ସାମାଜିକ ଦୂରତା ରକ୍ଷା ଲାଗି  ଏହି ବ୍ୟକ୍ତି ଗଛ ଉପରେ ତିଆରି କଲେ ଘର

ହାପୁର,୧୦।୪: ସାରା ବିଶ୍ୱରେ କରୋନା ମହାମାରୀରୁ ବର୍ତ୍ତିବା ପାଇଁ ଏଯାଏ କୌଣସି ଭ୍ୟାକସିନ୍‌ ତିଆରି କରାଯାଇନାହିଁ। ଏଭଳି ସ୍ଥିତିରେ କରୋନାରୁ ନିଜକୁ ବଞ୍ଚାଇବାକୁ ହେଲେ ସାମାଜିକ ଦୂରତା ରକ୍ଷା ଏକମାତ୍ର ବିକଳ୍ପ। ତେଣୁ ବାରମ୍ବାର ସରକାର ଲୋକଙ୍କୁ ସାମାଜିକ ଦୂରତା ରକ୍ଷା କରିବା ପାଇଁ ପରାମର୍ଶ ଦେଉଛନ୍ତି। ସରକାରଙ୍କ ଏହି ପରାମର୍ଶ ଜଣେ ବ୍ୟକ୍ତିଙ୍କ ଉପରେ ଏଭଳି ପ୍ରଭାବ ପକାଇଛି ଯେ, ସାମାଜିକ ଦୂରତା ରକ୍ଷା କରିବା ପାଇଁ ସେ ଗଛ ଉପରେ ନିଆରା ଭାବେ ଘର ତିଆରି କରିଥିବା ଦେଖିବାକୁ ମିଳିଛି। ସୂଚନାଯୋଗ୍ୟ, ଉତ୍ତରପ୍ରଦେଶ ହାପୁର ଜିଲାର ଅସୋଧା ଗାଁରେ ରହୁଥିବା ମୁକୁଲ ତ୍ୟାଗି ମହାମାରୀ କରୋନାରୁ ବର୍ତ୍ତିବା ଲାଗି  ଏଭଳି ଏକ ଉଦ୍ୟମ କରିଛନ୍ତି।

ସାମାଜିକ ଦୂରତା ରକ୍ଷା କରିବା ପାଇଁ ସେ ଗଛ ଉପରେ ରହିବାକୁ ନିଷ୍ପତ୍ତି ନେଇଥିଲେ। ଏଥିପାଇଁ ମୁକୁଲ ଗଛ ଉପରେ ଏକ ଘର ତିଆରି କରିଛନ୍ତି। ପୁଅର ସହାୟତାରେ ମୁକୁଲ ଗଛର ଡାଳରେ କାଠକୁ କାଠ ଖଞ୍ଜି ଏକପ୍ରକାର ଶେଯ ତିଆରି କରିଛନ୍ତି। ଏଠାରେ ବାପା ରହୁଥିବା ବେଳେ ପ୍ରତିଦିନ ତାଙ୍କ ପାଇଁ ଘରୁ ଖାଇବା ଆସିଥାଏ ବୋଲି ମୁକୁଲଙ୍କ ପୁଅ କହିଛନ୍ତି। ତେବେ ଗଛରେ ଘର ତିଆରି କରିବା ଓ ସେଠାରେ ରହିବା ତାଙ୍କ ପାଇଁ ଏକ ଅଲଗା ଅନୁଭୂତି ବୋଲି ମୁକୁଲ କହିଛନ୍ତି। ସୂଚନା ମୁତାବକ ଉତ୍ତରପ୍ରଦେଶରେ ଏପର୍ଯ୍ୟନ୍ତ ୪ଶହରୁ ଊର୍ଦ୍ଧ୍ୱ କରୋନା ସଂକ୍ରମିତ ରୋଗୀ ଚିହ୍ନଟ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଟିଏମସି ଅପେକ୍ଷା ଭାଜପାକୁ ଭୋଟ୍ ଦେବା ଭଲ’ କହିଲେ ଅଧୀର ରଞ୍ଜନ ଚୌଧୁରୀ, କଂଗ୍ରେସ ଦେଲା ପ୍ରତିକ୍ରିୟା

କୋଲକାତା,୧ା୫: କଂଗ୍ରେସର ବରିଷ୍ଠ ନେତା ଆଧୀର ରଂଜନ ଚୌଧୁରୀ ବୁଧବାର ପଶ୍ଚିମବଙ୍ଗରେ ଏକ ନିର୍ବାଚନ କାର୍ଯ୍ୟକ୍ରମକୁ ସମ୍ବୋଧିତ କରିବାବେଳେ ତୃଣମୂଳ କଂଗ୍ରେସକୁ ଭୋଟ୍ ଦେବା ଅପେକ୍ଷା...

ସୁପ୍ରିମକୋର୍ଟଙ୍କ ଆଦେଶ ପରେ ସିମ୍ବଲ ଲୋଡିଂ ୟୁନିଟ୍ ଗୁଡ଼ିକର ସଂରକ୍ଷଣ ପାଇଁ ନୂଆ ପ୍ରୋଟୋକଲ ଜାରି କଲେ ନିର୍ବାଚନ ଆୟୋଗ

କୋଲକାତା,୧ା୫: ଭାରତ ନିର୍ବାଚନ ଆୟୋଗ ଆଜି ସିମ୍ବଲ ଲୋଡିଂ ୟୁନିଟ୍ – ଏସଏଲୟୁ ପରିଚାଳନା ଓ ଭଣ୍ଡାରଣ ପାଇଁ ନୂଆ ପ୍ରୋଟୋକଲ ଜାରି କରିଛନ୍ତି ।...

ଶାଶୁଘରେ ନିର୍ଯାତିତା ଝିଅଙ୍କୁ ଛାଡ଼ପତ୍ର ହେବା ପରେ ବାଜା ବଜାଇ ଘରକୁ ପାଛୋଟି ନେଲେ ବାପା, ଲୋକେ କହୁଛନ୍ତି ‘ବାପା ହେବ ତ ଏମିତି’

କାନପୁର: ଆଜିର ସମାଜରେ ନାରୀଟିଏ ଯେତେ ଆତ୍ମନିର୍ଭରଶୀଳ ହେଲେ ବି ଯୌତୁକ ପ୍ରଥାରୁ ନିଜକୁ ମୁକାଳି ପାରୁନାହିଁ। ଅନେକ କ୍ଷେତ୍ରରେ ଝିଅଟିଏ ମରିମରି ବଞ୍ଚିବା ଲାଗି...

ସଲମାନଙ୍କ ଘର ଉପରକୁ ଗୁଳିମାଡ଼ କରିଥିବା ଅଭିଯୁକ୍ତଙ୍କ ଆତ୍ମହତ୍ୟା

ମୁମ୍ବାଇ,୧ା୫: ବି’ ଟାଉନ୍‌ର ଭାଇଜାନ ସଲମାନ ଖାନଙ୍କ ଘର ଉପରକୁ ଗୁଳିମାଡ଼ ଘଟଣାର ଏକ ବଡ଼ ଖବର ସାମ୍ନାକୁ ଆସିଛି। ସଲମାନଙ୍କ ଗାଲାକ୍ସି ଆପାର୍ଟମେଣ୍ଟ ବାହାରେ...

‘କାଲି ସୁଦ୍ଧା ରାହୁଲ ଗାନ୍ଧୀ ଆମେଠିରୁ ନିଜ ନାମ ଘୋଷଣା ନ କଲେ ଆତ୍ମହତ୍ୟା କରିବି’

ନୂଆଦିଲ୍ଲୀ,୧।୫: କଂଗ୍ରେସ ଆମେଠୀ ଆସନରୁ ଏଯାବତ ପ୍ରାର୍ଥୀ ଘୋଷଣା କରିନାହିଁ। ଏହାକୁ ନେଇ ଦଳର ନେତାଙ୍କ ସହ କର୍ମୀମାନେ ଅସନ୍ତୁଷ୍ଟ ବ୍ୟକ୍ତ କରୁଛନ୍ତି। ରାହୁଲ ଗାନ୍ଧୀ...

ଭାଜପାରେ ସାମିଲ ହେଲେ ‘ଅନୁପମା’

ନୂଆଦିଲ୍ଲୀ,୧।୫: ଲୋକପ୍ରିୟ ଅଭିନେତ୍ରୀ ରୁପାଲୀ ଗାଙ୍ଗୁଲି ଭାଜପାରେ ସାମିଲ ହୋଇଛନ୍ତି। ଦିଲ୍ଲୀ ସ୍ଥିତ ପାର୍ଟି ମୁଖ୍ୟାଳୟରେ ସେ ଭାଜପାରେ ଯୋଗ ଦେଇଛନ୍ତି। ଏହି ଅବସରରେ ଦଳର...

ଏପ୍ରିଲରେ ରେକର୍ଡ ସଂଗ୍ରହ ଜିଏସ୍‌ଟି: ୨.୧୦ ଲକ୍ଷ କୋଟିରେ ପହଞ୍ଚିଲା

ନୂଆଦିଲ୍ଲୀ,୧।୫: ଏପ୍ରିଲ ମାସରେ ଦେଶରେ ଦ୍ରବ୍ୟ ଓ ସେବା କର(ଜିଏସ୍‌ଟି) ସଂଗ୍ରହ ରେକର୍ଡ ସୃଷ୍ଟି କରିଛି। ସମସ୍ତ ରେକର୍ଡ ଭାଙ୍ଗି ଏପ୍ରିଲ ୨୦୨୪ରେ ଜିଏସ୍‌ଟି ସଂଗ୍ରହ...

ରାଏବରେଲିରୁ ପ୍ରିୟଙ୍କା, ଏଇଠୁ ଲଢିବେ ରାହୁଲ, ଆସିଲା କଂଗ୍ରେସର ପ୍ରାର୍ଥୀ ତାଲିକା!

ନୂଆଦିଲ୍ଲୀ,୧।୫: ୨୦୨୪ ଲୋକ ସଭା ନିର୍ବାଚନ ପାଇଁ କଂଗ୍ରେସ ଆମେଠି ଏବଂ ରାଏବରେଲିରୁ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି। କଂଗ୍ରେସର ଏହି ତାଲିକା ସୋସିଆଲ ମିଡିଆରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri