ସାମାଜିକ ବାର୍ତ୍ତା ଦେଉଥିବା ଫିଲ୍ମରେ କାମ କରିବାକୁ ଚାହାନ୍ତି ଭୂମୀ

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ଭୂମୀ ପେଡେନେକର ‘ଦମ ଲଗାକେ ହୈସା’ମାଧ୍ୟମରେ ବଲିଉଡ୍‌ରେ ଡେବ୍ୟୁ କରିଥିଲେ। ପ୍ରଥମେ ସେ ସାମାଜିକ ବାର୍ତ୍ତା ଦେଉଥିବା ଫିଲ୍ମରୁ କ୍ୟାରିୟର ଆରମ୍ଭ କରିଥିଲେ ବୋଲି କୁହାଯାଏ। ଯାହା ଦର୍ଶକଙ୍କୁ ବେଶ୍‌ ପସନ୍ଦ ଆସିଥିଲା। ଏହାପରେ ଏବେ ଭୂମୀ କୁହନ୍ତି ତାଙ୍କୁ ସମାଜିକ ବାର୍ତ୍ତା ଦେଉଥିବା ଫିଲ୍ମରେ କାମ କରିବାକୁ ଭଲ ଲାଗେ। କାରଣ ଆମ ସମସ୍ତଙ୍କ ପାଖରେ କିଛି ନା କିଛି ଗୁଣ ରହିଛି ଯାହା ମାଧ୍ୟମରେ ଆମେ ନିଜର ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିପାରିବା। ତେଣୁ ତାଙ୍କର ଇଚ୍ଛା ସିନେମା ମାଧ୍ୟମରେ ସେ ଲୋକଙ୍କ ମଧ୍ୟରେ କିଛିଟା ସଚେତନତା ସୃଷ୍ଟି କରିବାକୁ ଚାହାଁନ୍ତି ବୋଲି କହିଛନ୍ତି। ଭୂମୀଙ୍କ ଅଭିନୀତ ଫିଲ୍ମ ‘ଟଏଲେଟ: ଏକ ପ୍ରେମ କଥା, ସାଂଡ କି ଆଁଖ ଆଦି ଫିଲ୍ମରେ ସେ ଯେଉଁ ସାମାଜିକ ବର୍ତ୍ତା ଦେଇଛନ୍ତି ତାହା ଦର୍ଶକଙ୍କୁ ପସନ୍ଦ ଆସିଛି। ଆଉ ଏସବୁ ଫିଲ୍ମରେ ସେ ଦର୍ଶକଙ୍କ ନିକଟତର ହେବାକୁ ଚେଷ୍ଟା କରିଛନ୍ତି ବୋଲି କୁହନ୍ତି। ଆଗାମୀ ଦିନରେ ମଧ୍ୟ ସେ ଏହିଭଳି ଫିଲ୍ମରେ ଅଭିନୟ କରିବାକୁ ପସନ୍ଦ କରିବେ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆନ୍ଦୋଳନରେ ସୁଇପର, ଅଳିଆ ଆବର୍ଜନାରେ ପୂରିଛି ସହର

ଗଞ୍ଜାମ,୨ା୪(ବିଦ୍ୟାଧର ସାହୁ): ୧୨ଟି ଓ୍ବାର୍ଡକୁ ନେଇ ଗଠିତ ଗଞ୍ଜାମ ଏନ୍‌ଏସି ବିଭିନ୍ନ ସମସ୍ୟା ଦେଇ ଗତି କରୁଥିବା ବେଳେ ୩ ଦିନରୁ ଊର୍ଦ୍ଧ୍ୱ ହେବ ସଫେଇ କାର୍ଯ୍ୟ…

କୋଲକାତାରୁ ଭୁବନେଶ୍ୱର ଯାଉଥିଲା ବସ୍‌, ରାସ୍ତାରେ ଫାଟିଲା ଚକା, ଆଉ ତା’ ପରେ…

ବାଲେଶ୍ୱର,୨ା୪(ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ ନଂ ଜାତୀୟ ରାଜପଥରେ ହଳଦିପଦା ବାଇପାସ୍‌ ନିକଟରେ ଏକ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। କୋଲକାତାରୁ ସାରା ନାମକ ଏକ ଯାତ୍ରୀବାହୀ ବସ୍‌…

ଖରାଦିନେ ଆବଶ୍ୟକତାଠୁ ଅଧିକ ପାଣି ପିଉଛନ୍ତି କି? ହୋଇପାରେ ଗୁରୁତର ସମସ୍ୟା

ନୂଆଦିଲ୍ଲୀ,୨।୪: ପ୍ରଚୁର ପାଣି ପିଇବା ସ୍ୱାସ୍ଥ୍ୟ ପାଇଁ ଲାଭଦାୟକ । କାରଣ ଏହା ଶରୀରକୁ ହାଇଡ୍ରେଟ୍ ରଖେ, ଚର୍ମର ରଙ୍ଗକୁ ଉନ୍ନତ କରେ ଏବଂ ବିଷାକ୍ତ ପଦାର୍ଥ…

IPL ମଧ୍ୟରେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କଲେ ଏହି ଷ୍ଟାର ବ୍ୟାଟସ୍‌ମ୍ୟାନ, ୩୭ ବର୍ଷ ବୟସରେ…

ନୂଆଦିଲ୍ଲୀ,୨।୪: କ୍ରିକେଟ ଜଗତ ବର୍ତ୍ତମାନ IPL ୨୦୨୬ ଉପରେ ଧ୍ୟାନ ଦେଇଛି। ଇଣ୍ଡିଆନ ପ୍ରିମିୟର ଲିଗ ୨୮ ମାର୍ଚ୍ଚରୁ ଆରମ୍ଭ ହୋଇଛି ଏବଂ ପ୍ରତିଦିନ ପ୍ରମୁଖ ମ୍ୟାଚ…

ଆଜିଠୁ ପୁଣି କଡ଼ାକଡ଼ି PUCC ଯାଞ୍ଚ: ପ୍ରଦୂଷଣ ପ୍ରମାଣପତ୍ର ନଥିଲେ ୧୦ ହଜାର ଫାଇନ

ଭୁବନେଶ୍ୱର,୨।୪: ଆଜିଠୁ ପୁଣି କଡ଼ାକଡ଼ି ହେବ PUCC ଯାଞ୍ଚ। ପଲ୍ୟୁଶନ ସାର୍ଟିଫିକେଟ ନଥିଲେ ଫାଇନ ଦେବାକୁ ପଡ଼ିବ। PUCC ଯାଞ୍ଚ ପାଇଁ ଦିଆଯାଇଥିବା ଡେଡଲାଇନ ଶେଷ ହୋଇଛି।…

ଭାରତକୁ ବନ୍ଧୁତାର ହାତ ବଢାଇଲା ଏହି ଦେଶ: ପାକିସ୍ତାନ ଛାନିଆ

ନୂଆଦିଲ୍ଲୀ,୨।୪: ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଆରମ୍ଭ ହୋଇଛି। ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧ ଆରମ୍ଭ ହେବାର ୩୦ ଦିନରୁ ଅଧିକ ସମୟ ବିତିଗଲାଣି। କୌଣସି ପକ୍ଷ…

ସୁନା-ରୂପା ମୂଲ୍ୟରେ ବଡ଼ ହ୍ରାସ; ୧୩୦୦୦ କମିଲା….

ନୂଆଦିଲ୍ଲୀ,୨।୪: ଆଜି ସୁନା ଏବଂ ରୂପା ବଜାରରେ ଏକ ବଡ଼ ହ୍ରାସ ଦେଖିବାକୁ ମିଳିଛି । ଯାହା ନିବେଶକ ଏବଂ କ୍ରେତା ଉଭୟଙ୍କ ମଧ୍ୟରେ ଉତ୍ସାହ ସୃଷ୍ଟି…

ଯୁଦ୍ଧ ମଧ୍ୟରେ ଟ୍ରମ୍ପଙ୍କୁ ଟେନସନ ଦେଲେ ଏକଛତ୍ରବାଦୀ ଶାସକ, ‘ବିନାଶକାରୀ’ ଗେମ୍‌ ଖେଳିଲା ଉତ୍ତର କୋରିଆ

ଓ୍ବାଶିଂଟନ୍‌,୨।୪: ସମଗ୍ର ବିଶ୍ୱ ଇରାନ-ଆମେରିକା ଯୁଦ୍ଧ ଭୟରେ କବଳିତ। ମଧ୍ୟପ୍ରାଚ୍ୟ ଜଳୁଛି। ସାରା ବିଶ୍ୱରେ ତେଲ ଏବଂ ଗ୍ୟାସର ଅଭାବ ରହିଛି। ଇନ୍ଧନ ମୂଲ୍ୟ ଆକାଶଛୁଆଁ। ଏହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri