Posted inଖେଳ

ସାମୁଏଲ୍‌ଙ୍କ ସହ ଚୁକ୍ତି କଲା ଓଡ଼ିଶା ଏଫ୍‌ସି

ଭୁବନେଶ୍ୱର, ୨୩।୫(କ୍ରୀଡ଼ା ପ୍ରତିନିଧି):ଇଣ୍ଡିଆନ ସୁପର ଲିଗ୍‌(ଆଇଏସଏଲ)ର ୭ମ ସଂସ୍କରଣ ପୂର୍ବରୁ ଭୁବନେଶ୍ୱର ଭିତ୍ତିକ ଦଳ ଓଡ଼ିଶା ଏଫସି ୨୧ ବର୍ଷୀୟ ମିଡ୍‌ଫିଲ୍ଡର ସାମୁଏଲ୍‌ ଲାଲମୁଆନପୁଇଆଙ୍କ ସହିତ ଚୁକ୍ତି କରିଛି। ଗତ ସିଜନରେ ଆଇଏସଏଲର ଅନ୍ୟତମ କ୍ଲବ କେରଳ ବ୍ଲାଷ୍ଟର୍ସ ପକ୍ଷରୁ ପ୍ରତିନିଧିତ୍ୱ କରିଥିବା ମିଜୋରାମର ସାମୁଏଲ ପୂର୍ବରୁ ଆଇ-ଲିଗ୍‌ କ୍ଲବ ଶିଲଂ ଲାଜଂ ଓ ମିନର୍ଭା ପଞ୍ଜାବ ପକ୍ଷରୁ ଖେଳିଥିଲେ। ସାମୁଏଲଙ୍କୁ ସ୍ବାଗତ କରିଛନ୍ତି ଓଡ଼ିଶା ଏଫ୍‌ସି କ୍ଲବ ସଭାପତି ରୋହନ ଶର୍ମା। ଅନେକ ଦିନରୁ ମୁଁ ଲାଲମୁଆନପୁଇଆଙ୍କ ଉପରେ ନଜର ରଖିଥିଲି। ତାଙ୍କ ସହିତ ଚୁକ୍ତି କରି ମୁଁ ବହୁତ ଖୁସି। ତାଙ୍କ ଉପସ୍ଥିତିରୁ ଆମ କ୍ଲବ ଫାଇଦା ପାଇବା ଆଶା ରହିଛି ବୋଲି ରୋହନ କହିଛନ୍ତି। ଲାଲମୁଆନପୁଇଆ ମଧ୍ୟ ଓଡ଼ିଶା ଏଫ୍‌ସିକୁ ଆସି ବହୁତ ଖୁସି ବୋଲି କହିଛନ୍ତି। ଏହି ଦଳର ଅନେକ ପ୍ରଶଂସକ ଅଛନ୍ତି ଏବଂ ଭୁବନେଶ୍ୱରରେ ସ୍ଥାନୀୟ ଦର୍ଶକଙ୍କ ସମ୍ମୁଖରେ ଖେଳିବାକୁ ମନରେ ଉତ୍ସାହ ରହିଛି। ଆଗାମୀ ସିଜନରେ ଦଳର ସଫଳତାରେ ମୋର ଯୋଗଦାନ ରହିବାନେଇ ବିଶ୍ୱାସ ରହିଛି ବୋଲି ଲାଲମୁଆନପୁଇଆ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

‘ଯଦି ସେ ଏବେ ସ୍କୁଲରେ ଥାଆନ୍ତେ…’, ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଏମିତି କହିଲେ ପ୍ୟାଟ କମିନ୍ସ ହେଉଛି ଆଲୋଚନା

ନୂଆଦିଲ୍ଲୀ,୫।୬: ଅଷ୍ଟ୍ରେଲିୟ ଅଧିନାୟକ ପ୍ୟାଟ କମିନ୍ସ ଆଇପିଏଲ 2026 ରେ ଏକ ଚମତ୍କାର ପ୍ରଦର୍ଶନ କରିଥିବା ୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କୁ ପ୍ରଶଂସା କରିଛନ୍ତି। ଟୁର୍ଣ୍ଣାମେଣ୍ଟ ସମୟରେ…

ମାତ୍ର ୧୫ ବର୍ଷ? ବୈଭବଙ୍କ ବୟସ ଦେଖି ତାଜୁବ ହେଲେ କୃଣାଲ ପାଣ୍ଡ୍ୟା, କହିଲେ ଏମିତି କଥା କ୍ରିକେଟ ଜଗତରେ ହଇଚଇ

ନୂଆଦିଲ୍ଲୀ,୫।୬: ବୈଭବ ସୂର୍ଯ୍ୟବଂଶୀ IPL ୨୦୨୬ରେ MVP (ମୋଷ୍ଟ ଭାଲ୍ୟୁଏବଲ ପ୍ଲେୟାର) ରହିଛନ୍ତି, ଯିଏ ଅରେଞ୍ଜ କ୍ୟାପ ସହିତ ଆହୁରି ଅନେକ ପୁରସ୍କାର ମଧ୍ୟ ଜିତିଛନ୍ତି। ପ୍ରଥମ…

ଅବସର ନେଲେ ଭାରତର ଏହି ଉଇକେଟକିପର ବ୍ୟାଟର, ଜାଣନ୍ତୁ…

ମୁମ୍ବାଇ, ୪ା୬- ଉଇକେଟକିପର ବ୍ୟାଟର କେଏସ୍‌ ଭରତ ଗୁରୁବାର ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କରିଛନ୍ତି। ସେ ଇନ୍‌ଷ୍ଟାଗ୍ରାମ ପୋଷ୍ଟ ଜରିଆରେ ଏହି ନେଇ ସୂଚନା ଦେଇଛନ୍ତି।…

62,81,17,91,250… ଏହା କୌଣସି ଫୋନ ନମ୍ବର ନୁହେଁ – ଏହା FIFA ବିଶ୍ୱକପ ପାଇଁ ପୁରସ୍କାର ରାଶି! କ୍ରିକେଟ ଜଗତ ବି ପଛରେ ରହିଯିବ

ନୂଆଦିଲ୍ଲୀ,୪।୬: ପ୍ରଥମ ନଜରରେ, ଏହି ଶିରୋନାମାଟିର ଆରମ୍ଭରେ ଆପଣଙ୍କୁ ଏହା ଏକ ମୋବାଇଲ ଫୋନ ନମ୍ବର ବୋଲି ଲାଗିପାରେ; ତଥାପି, ଏହା 2026 FIFA ବିଶ୍ୱକପ ପାଇଁ…

ଆଫଗାନିସ୍ତାନ ସିରିଜ୍‌ରୁ ବାଦ୍‌ପଡ଼ିଲେ କୋହଲି

ନୂଆଦିଲ୍ଲୀ, ୪ା୬: ବ୍ୟାଟିଂ ସୁପରଷ୍ଟାର ବିରାଟ କୋହଲି ହାମଷ୍ଟ୍ରିଙ୍ଗ ଇଞ୍ଜୁରୀ କାରଣରୁ ଆଗାମୀ ଆଫଗାନିସ୍ତାନ ବିପକ୍ଷ ଦିନିକିଆ ସିରିଜ୍‌ରୁ ବାଦ୍‌ ପଡ଼ିଛନ୍ତି। ସେହିପରି ପୂର୍ବତନ ଅଧିନାୟକ ରୋହିତ…

ଟିମ ଇଣ୍ଡିଆକୁ ମିଳିବ ନୂଆ ବସ୍‌, ଶ୍ରେୟସ ଆୟାର ହେବେ ଅଧିନାୟକ! IPLରେ ରହିଛନ୍ତି ସୁପରହିଟ

ନୂଆଦିଲ୍ଲୀ,୪।୬: ଟି-୨୦ କ୍ରିକେଟରେ ଟିମ ଇଣ୍ଡିଆକୁ ନୂଆ ବସ୍‌ ମିଳିବାକୁ ଯାଉଛି। ଜୁନ ୨୬ରୁ ଆରମ୍ଭ ହେଉଥିବା ଆୟରଲାଣ୍ଡ ବିପକ୍ଷରେ ଏବଂ ଜୁଲାଇ ୧ରୁ ଆରମ୍ଭ ହେଉଥିବା…

ବିରାଟ କୋହଲିଙ୍କ ପରେ ରୋହିତ ଶର୍ମା ମଧ୍ୟ ଦିନିକିଆ ସିରିଜରୁ ବାଦ୍‌; ସଂଯୋଗ ନା ଯୋଜନାବଦ୍ଧ ଷଡ଼ଯନ୍ତ୍ର? ଜାଣନ୍ତୁ…

ନୂଆଦିଲ୍ଲୀ,୪।୬: ଜୁନ ୧୩ ରୁ ଆରମ୍ଭ ହେଉଥିବା ଆଫଗାନିସ୍ତାନ ବିପକ୍ଷରେ ତିନି ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜ ପାଇଁ ଭାରତୀୟ ଦଳ ଘୋଷଣା ହୋଇଛି। ଏହି ସମୟରେ,…

ଆଫଗାନିସ୍ତାନ ବିପକ୍ଷ ସିରିଜ୍‌ ପୂର୍ବରୁ ଭାରତୀୟ ଦଳକୁ ଶକ୍ତ ଝଟ୍‌କା: କୋହଲି ବିଦା

ନୂଆଦିଲ୍ଲୀ,୪।୬: ଭାରତ ଏବଂ ଆଫଗାନିସ୍ତାନ ମଧ୍ୟରେ ସିରିଜ ଆରମ୍ଭ ହେବାକୁ ଯାଉଛି। ପ୍ରଥମେ ଜୁନ ୬ରୁ ଏକ ଟେଷ୍ଟ ମ୍ୟାଚ ଖେଳାଯିବ। ଏହା ପରେ ଜୁନ ୧୩ରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri