Posted inଜାତୀୟ

ସାମ୍ନାକୁ ଆସିଲା ହାଥରସ୍‌ ଘଟଣାସ୍ଥଳର ଭିଡିଓ

ଲକ୍ଷ୍ନୌ, ୮।୧୦- ଉତ୍ତରପ୍ରଦେଶ ହାଥରସ୍‌ ଗଣବଳାତ୍କାର ମାମଲାର ତଦନ୍ତ ଚାଲିଥିବାବେଳେ ବର୍ତ୍ତମାନ ଏକ ଭିଡିଓ ସାମ୍ନାକୁ ଆସିଛି। ଭିଡିଓରେ ଘଟଣାର ପରବର୍ତ୍ତୀ ସ୍ଥିତି ରେକର୍ଡ କରାଯାଇଛି। ଏହି ଭିଡିଓଟି ସେପ୍ଟେମ୍ବର ୧୪ର ବୋଲି ପୋଲିସ କହିଛି। ଏହି ହୃଦୟଥରା ଘଟଣା ପରେ ପୋଲିସ, କ୍ରାଇମବ୍ରାଞ୍ଚ ଘଟଣାସ୍ଥଳରେ ପହଞ୍ଚିଥିଲେ। ପରେ ସମସ୍ତ ପାରିପାର୍ଶ୍ୱିକ ସ୍ଥିତିର ଭିଡିଓ ଉତ୍ତୋଳନ କରାଯାଇଥିଲା।
ଭିଡିଓରେ ଦେଖାଯାଇଛି, ବଳାତ୍କାର ଘଟଣା ପରେ ଘଟଣାସ୍ଥଳରେ ୪ଟି ଦା, ଗୋଟିଏ ଚପଲ ପଡିଥିବା ଦେଖିବାକୁ ମିଳିଥିଲା। ଅନୁମାନ କରାଯାଉଛି ଅପରାଧ ସମୟରେ ୪ଜଣ ଲୋକ ଉପସ୍ଥିତ ଥିଲେ। ଅପରପକ୍ଷେ ପୀଡିତାଙ୍କ ମା’ କ୍ରାଇମବ୍ରାଞ୍ଚଠାରୁ ମାତ୍ର ୩ ମିଟର ଦୂରରେ ଥିବା ପୋଲିସ କହିଛି।
ସୂଚନାଯୋଗ୍ୟ ଯେ, ଗତ ୧୪ ସେପ୍ଟେମ୍ବରରେ ହାଥରସ ଜିଲାର ଏକ ଗାଁରେ ଜଣେ ଯୁବତୀଙ୍କୁ ୪ ଜଣ ଗଣବଳାତ୍କାର କରିଥିବା ଅଭିଯୋଗ ହୋଇଥିଲା। କିଛିଦିନ ପରେ ଅର୍ଥାତ ୨୯ ସେପ୍ଟେମ୍ବରରେ ଯୁବତୀ ଜଣକ ଚିକିତ୍ସିତ ଅବସ୍ଥାରେ ମୃତ୍ୟୁ ଘଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଭବାନୀପାଟଣା: ଜଜ୍‌ଙ୍କ ବାସଭବନ ପରେ ମେଡିକାଲ ପଛପଟେ ବୁଲୁଛି ଜଙ୍ଗଲୀ ଭାଲୁ, ଉଦ୍ଧାର କାର୍ଯ୍ୟରେ…

ଭବାନୀପାଟଣା, ,୨୦।୬(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ ଜଙ୍ଗଲୀ ଭାଲୁ ପଶିଆସିବା ଯୋଗୁ ସ୍ଥାନୀୟ ବାସିନ୍ଦାଙ୍କ ମଧ୍ୟରେ ତୀବ୍ର ଆତଙ୍କ ପ୍ରକାଶ ପାଇଛି। ଶନିବାର…

ଭବାନୀପାଟଣା ସହରରେ ଭାଲୁ ଆତଙ୍କ

ଭବାନୀପାଟଣା,୨୦।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ ଭାଲୁ ଆତଙ୍କ ଦେଖିବାକୁ ମିଳିଛି। ଶନିବାର ସନ୍ଧ୍ୟାରେ ଭବାନୀପାଟଣା ସହର ସ୍ଥିତ ବାପୁଜୀ ସ୍କୁଲ ପାଖରେ ରହୁଥିବା…

ବଜ୍ରପାତ ନେଲା ମହିଳାଙ୍କ ଜୀବନ, ୪ ଗୁରୁତର

ରିଆମାଳ, ୨୦ା୬(ବଦ୍ରିନାରାୟଣ ଅଗ୍ରୱାଲା)- ଦେବଗଡ଼ ଜିଲା ରିଆମାଳ ବ୍ଲକ୍‌ କୁଣ୍ଢେଇଗୋଳା ଥାନା କରଲଗା ପଞ୍ଚାୟତ ଅନ୍ତର୍ଗତ ବରଖୋଳ ଗ୍ରାମରେ ଶନିବାର ବଜ୍ରପାତ ଘଟି ଜଣଙ୍କର ମୃତ୍ୟୁ ଘଟିଥିବା…

ସୀମାରେ ଜମା ହେଲେ ଶତାଧିକ ବାଂଲାଦେଶୀ, ଶୁଭେନ୍ଦୁ ସରକାରଙ୍କ ଆକ୍ସନ ପରେ ସୀମାନ୍ତରେ ହଲଚଲ!

କୋଲକାତା,୨୦।୬ : ପଶ୍ଚିମବଙ୍ଗରେ ଭାଜପା ସରକାର ଗଠନ ଏବଂ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କ ଦ୍ୱାରା ବେଆଇନ ବାଂଲାଦେଶୀ ଅନୁପ୍ରବେଶକାରୀଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବା ପରେ…

ଏନ୍‌ଇଇଟି-ୟୁଜି ପୁନଃ ପରୀକ୍ଷା, ନାଗପୁର ଛାତ୍ରଙ୍କୁ ଆବୁଧାବି ପରୀକ୍ଷା କେନ୍ଦ୍ର

ନାଗପୁର,୨୦ା୬: ଏନ୍‌ଇଇଟି-ୟୁଜି ପୁନଃ ପରୀକ୍ଷା ରବିବାର ହେବାକୁ ଥିବାବେଳେ ନାଗପୁରର ଜଣେ ଛାତ୍ରଙ୍କୁ ୟୁନାଇଟେଡ୍‌ ଆରବ ଏମିରେଟ୍ସ (ୟୁଏଇ)ର ଆବୁଧାବିରେ ପରୀକ୍ଷା କେନ୍ଦ୍ର ଦିଆଯାଇଥିବା ପରିବାର ଲୋକେ…

କୋହଲି ଦେବେ ଫିଟ୍‌ନେସ୍‌ ପରୀକ୍ଷା, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୨୦ା୬: ଷ୍ଟାର ବ୍ୟାଟର ବିରାଟ କୋହଲି ସୁସ୍ଥ ହେବାରେ ଲାଗିଛନ୍ତି। ଇଂଲଣ୍ଡ ବିପକ୍ଷ ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ ସିରିଜ ପୂର୍ବରୁ ଜୁନ୍‌ ୨୨ରେ ତାଙ୍କ ଫିଟ୍‌ନେସ ଟେଷ୍ଟ…

୪୯ ପ୍ଲଟ, କୋଟି କୋଟି ଟଙ୍କାର ସମ୍ପତ୍ତି ଠାବ: ଗିରଫ ହେଲେ ଯନ୍ତ୍ରୀ ସତ୍ୟନାରାୟଣ ସେଠୀ

କୋରାପୁଟ, ୨୦।୬ (ଅମିତାଭ ବେହେରା): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କୋରାପୁଟ ଜିଲ୍ଲା କୋଟପାଡ଼ ବ୍ଲକର ସହକାରୀ ନିର୍ବାହୀ ଯନ୍ତ୍ରୀ ସତ୍ୟନାରାୟଣ ସେଠୀଙ୍କୁ ଓଡ଼ିଶା ଭିଜିଲାନ୍ସ…

୩-୦ରେ ଭାରତର କ୍ଲିନ ସୁଇପ

ଚେନ୍ନାଇ,୨୦ା୬: ପ୍ରସିଦ୍ଧ କ୍ରିଷ୍ଣାଙ୍କ ୫ ଉଇକେଟ ସଫଳତା ଏବଂ ଯଶସ୍ବୀ ଜୟସ୍ବାଲଙ୍କ ଅପରାଜିତ ଶତକ ବଳରେ ତୃତୀୟ ଦିନିକିଆ ମ୍ୟାଚ୍‌ରେ ଭାରତ ୯ ଉଇକେଟରେ ଆଫଗାନିସ୍ତାନକୁ ପରାସ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri