ସାମ୍ବାଦିକ ରାମହରି ମିଶ୍ରଙ୍କ ପରଲୋକ

ଭୁବନେଶ୍ୱର,୨୬।୫(ବ୍ୟୁରୋ)- ବରିଷ୍ଠ ତଥା ଜଣାଶୁଣା ସାମ୍ବାଦିକ ରାମହରି ମିଶ୍ରଙ୍କ ଶନିବାର ପରଲୋକ ଘଟିଛି। ଭୁବନେଶ୍ୱରସ୍ଥିତ ଏକ ଘରୋଇ କ୍ଲିନିକରେ ସେ ଇହଧାମ ତ୍ୟାଗ କରିଛନ୍ତି। ତାଙ୍କୁ ୮୫ବର୍ଷ ବୟସ ହୋଇଥିଲା। ବାର୍ଦ୍ଧକ୍ୟଜନିତ ରୋଗରେ ସେ ପୀଡ଼ିତ ଥିଲେ। ଏକ ଗଣମାଧ୍ୟମ ଏଜେନ୍ସି ସହ କାମ କରୁଥିବା ମିଶ୍ର ପୂର୍ବରୁ ଆନନ୍ଦ ବଜାର ପତ୍ରିକା, ନ୍ୟାଶନାଲ ହେରାଲ୍ଡ ଭଳି ପ୍ରମୁଖ ଖବରକାଗଜ ଓ ଓଡ଼ିଆ ଖବରକାଗଜ କଳିଙ୍ଗ ସହ ଜଡ଼ିତ ଥିଲେ। ଦେଶର ଜରୁରିକାଳୀନ ସ୍ଥିତି ସମୟରେ ସେ ଗଣମାଧ୍ୟମର ସ୍ବାଧୀନତା ପାଇଁ କାମ କରୁଥିଲେ। ଗତବର୍ଷ ତାଙ୍କ ସ୍ତ୍ରୀଙ୍କ ଦେହାନ୍ତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଦିନ ମିଳିବ ସୁଭଦ୍ରା ୫ମ କିସ୍ତି, ନୂଆ ହିତାଧିକାରୀ ପାଇବେ ଏକକାଳୀନ…

ଭୁବନେଶ୍ୱର,୧୦ା୭(ସୁଚିସ୍ମିତା ସାହୁ): ଆସନ୍ତା ରାକ୍ଷୀ ପୂର୍ଣ୍ଣିମାରେ ସୁଭଦ୍ରା ଯୋଜନାର ୫ମ କିସ୍ତି ପ୍ରଦାନ କରିବେ ରାଜ୍ୟ ସରକାର। ଏହାକୁ ସୁଚାରୁରୂପେ ସମ୍ପନ୍ନ କରିବା ପାଇଁ ଶୁକ୍ରବାର ଲୋକସେବା…

ସୃଷ୍ଟି ହେଲା ଆଉ ଏକ ଘୂର୍ଣ୍ଣିବଳୟ, ୭ ଦିନ ଯାଏ ପ୍ରବଳ ବର୍ଷା; ଜାରି ହେଲା ଓ୍ବାର୍ନିଂ

ଭୁବନେଶ୍ୱର, ୧୦ା୭ (ବନ୍ଦନା ସେଠୀ) – ଗାଙ୍ଗେଟିକ ୱେଷ୍ଟବେଙ୍ଗଲ ଓ ତା’ ପାଖାପାଖି ବାଂଲାଦେଶ ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ସମୁଦ୍ରପତନଠାରୁ ୪.୫ ରୁ ୫.୮…

ରାଜଧାନୀରେ ନକଲି ଆଡିଶନାଲ ଏସ୍‌ପି, ପୋଲିସ ଗିରଫ କରି…

ଭୁବନେଶ୍ୱର,୧୦ା୭: କୌଣସି ଉପାନ୍ତ ଅଞ୍ଚଳରେ ନୁହେଁ। ଖୋଦ୍‌ ରାଜଧାନୀ ଭୁବନେଶ୍ୱରରେ ନକଲି ଆଡିଶନାଲ ଏସ୍‌ପି ବା ନକଲି ଅତିରିକ୍ତ ଏସ୍‌ପିଙ୍କୁ ଗିରଫ କରିଛି ପୋଲିସ। ରଜନୀକାନ୍ତ ମହାନ୍ତି…

ଦ୍ୱନ୍ଦ୍ୱ ଦୂର କଲେ ଉଚ୍ଚଶିକ୍ଷାମନ୍ତ୍ରୀ, କହିଲେ ବ୍ଲକ୍‌ଗ୍ରାଣ୍ଟ କଲେଜକୁ ସରକାର ଟଙ୍କା ଦେବେ

ଭୁବନେଶ୍ୱର,୧୦ା୭: କେଜିରୁ ପିଜି ମାଗଣା ଶିକ୍ଷା ନେଇ ଦ୍ୱନ୍ଦ୍ୱ ଦୂର କରିଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ। ସେ କହିଛନ୍ତି, ପ୍ରଫେଶନାଲ ଓ ସେଲ୍ଫ ଫାଇନାନ୍ସିଂ କୋର୍ସକୁ…

ସୁଭଦ୍ରା ଯୋଜନାକୁ ନେଇ ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: କହିଲେ ଜୁଲାଇ ୨୫ ତାରିଖ ସୁଦ୍ଧା…

ଭୁବନେଶ୍ୱର,୧୦ା୭: ସୁଭଦ୍ରା ଯୋଜନାକୁ ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଶୁକ୍ରବାର ଏକ ବଡ଼ ଘୋଷଣା କରିଛନ୍ତି। ନୂଆ ଆବେଦନକାରୀଙ୍କ ସମୀକ୍ଷା ପରେ ପ୍ରଭାତୀ କହିଛନ୍ତି, ସୁଭଦ୍ରା ପାଇଁ…

ପଞ୍ଚାୟତ ନିର୍ବାଚନକୁ ନେଇ ଆସିଲା ବଡ଼ ଅପଡେଟ୍‌: ଏହି ମାସରେ ହେବା ନେଇ ସୂଚନା

ଭୁବନେଶ୍ୱର,୧୦।୭: ଓଡ଼ିଶା ପଞ୍ଚାୟତ ନିର୍ବାଚନକୁ ନେଇ ଆସିଛି ଏକ ବଡ଼ ଅପଡେଟ୍‌। ଏଥର ରାଜ୍ୟରେ ପଞ୍ଚାୟତ ନିର୍ବାଚନ ପ୍ରକ୍ରିୟାରେ ନିର୍ବାଚନ ଏପ୍ରିଲ କିମ୍ବା ମେ’ ମାସ ଆଡ଼କୁ…

ଅଦିନିଆ ରଥଯାତ୍ରା ଉପରେ ରୋକ: ନିର୍ଦ୍ଦେଶ ଦେଲେ ଜିଲାପାଳ

ଭୁବନେଶ୍ୱର,୧୦।୭: ରାଜସ୍ଥାନ ସିକରରେ ହେବାକୁ ଥିବା ଅଦିନିଆ ରଥଯାତ୍ରା ଉପରେ ରୋକ ଲଗାଯାଇଛି। ସିକର ଜିଲ୍ଲା ମାଜିଷ୍ଟ୍ରେଟ ରଥଯାତ୍ରା ବନ୍ଦ ନିର୍ଦ୍ଦେଶ ଦେଇଛନ୍ତି। ଗତକାଲି ଅଦିନ ରଥଯାତ୍ରା…

ଭକ୍ତଙ୍କ ନାଁରେ ରୋକଠୋକ୍‌ ଏମିତି କହିଦେଲେ ସୋଫିଆ: ବଢୁଛି ଚର୍ଚ୍ଚା

ଭୁବନେଶ୍ୱର,୧୦।୭ (ରବିନାରାୟଣ ଜେନା):ରାଜ୍ୟ କଂଗ୍ରେସରେ କିଛି ଠିକ୍‌ଠାକ୍‌ ଚାଲିନାହିଁ ବୋଲି ନିଲମ୍ବିତ କଂଗ୍ରେସ ବିଧାୟିକା ସୋଫିଆ ଫିର୍ଦ୍ଦୋସ କହିଛନ୍ତି। ବିଧାନସଭାର ସ୍ଥାୟୀ କମିଟି ବୈଠକ ଅବସରରେ ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri