ସାମ୍ବାଦିକାଙ୍କୁ ଆକ୍ରମଣ ଘଟଣା: ୨ ଗିରଫ

ଭୁବନେଶ୍ୱର,୨୯ା୧୨(ବ୍ୟୁରୋ): ଏସ୍‌ପ୍ଲାନାଡେ ଶପିଂ ମଲ୍‌ରେ ସାମ୍ବାଦିକାଙ୍କୁ ଆକ୍ରମଣ ସହ ଅସଦାଚରଣ ଘଟଣାକୁ ନେଇ ରାଜ୍ୟ ସମେତ ରାଜଧାନୀରେ ପ୍ରବଳ ପ୍ରତିବାଦର ସ୍ବର ଦେଖିବାକୁ ମିଳିଛି। ସାମାଜିକ କର୍ମୀ, ମାନବାଧିକାର କର୍ମୀ, ରାଜନୈତିକ ଦଳର ନେତା ଓ ଛାତ୍ରୀମାନେ ସାମ୍ବାଦିକାଙ୍କ ଉପରେ ହୋଇଥିବା ଆକ୍ରମଣକୁ ତୀବ୍ର ବିରୋଧ କରି ବିଭିନ୍ନ ସ୍ଥାନରେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ରବିବାର ସକାଳୁ ଏକାଧିକ ସାମ୍ବାଦିକ ଏସ୍‌ପ୍ଲାନାଡେ ମଲ୍‌ ଗେଟ୍‌ ଆଗରେ ଧାରଣାରେ ବସିଥିଲେ। ଏହି ଘଟଣାରେ ପୋଲିସ ୨ ଜଣଙ୍କୁ ଗିରଫ କରିଛି। ଭୁବନେଶ୍ୱର ଡିସିପି ଅନୁପ ସାହୁ ଘଟଣା ସ୍ଥଳରେ ପହଞ୍ଚି ସାମ୍ବାଦିକାଙ୍କୁ ବୁଝାଶୁଝା କରିଥିଲେ ମଧ୍ୟ ଧାରଣାକାରୀମାନେ ଶୁଣି ନ ଥିଲେ। ସମସ୍ତ ଅଭିଯୁକ୍ତଙ୍କୁ ଗିରଫ କରା ନ ଯିବା ପର୍ଯ୍ୟନ୍ତ କେହି ଧାରଣାରୁ ଉଠିବେ ନାହିଁ ବୋଲି ସେମାନେ ଡିସିପିଙ୍କୁ କହିଥିଲେ। ଡିସିପି ଏ ସମ୍ପର୍କରେ ସିପିଙ୍କୁ ଅବଗତ କରାଇଥିଲେ। ଡିସିପି ଗଣମାଧ୍ୟମକୁ କହିଥିଲେ ଯେ, ସିସିଟିଭି ଆଧାରରେ ଅଭିଯୁକ୍ତଙ୍କୁ ଗିରଫ କରାଯାଉଛି। କାହାରିକୁ ଛଡାଯିବ ନାହିଁ। ପୋଲିସ ଏନେଇ ଆଇନଗତ ପ୍ରକ୍ରିୟାରେ ପଦେକ୍ଷପ ନେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଯାତ୍ରାରେ ସୁଯୋଗ ପ୍ରତିଶ୍ରୁତି ଦେଇ ଯୁବତୀଙ୍କୁ ଗଣବଳାତ୍କାର, ବନ୍ଧା ହେଲେ ଯାତ୍ରାପାର୍ଟିର ୨ ମ୍ୟାନେଜର

ପଟ୍ଟାମୁଣ୍ଡାଇ,୩୦।୫ କେନ୍ଦ୍ରାପଡ଼ା ପଟ୍ଟାମୁଣ୍ଡାଇ ଅଞ୍ଚଳରୁ ଏକ ଲଜ୍ଜା ଜନକ ଘଟଣା ସାମ୍ନାକୁ ଆସିଛି। ଯାତ୍ରାପାର୍ଟିରେ ସୁଯୋଗ ଦେବାର ପ୍ରତିଶ୍ରୁତି ଦେଇ ଚଉଦକୁଲାଟ ଅଞ୍ଚଳର ଜଣେ ଯୁବତୀଙ୍କୁ ମୃଦୁପାନୀୟରେ…

୩ରୁ କୋରାପୁଟରେ ରବିଧାନ କିଣା ଆରମ୍ଭ

ଜୟପୁର,୩୦।୫(ପବନ ପାଣିଗ୍ରାହୀ): କୋରାପୁଟ ଜିଲାରେ ଆସନ୍ତା ଜୁନ ୩ରୁ ଚାଷୀଙ୍କ ଅମଳ ରବିଧାନ କ୍ରୟ ନେଇ ମଣ୍ଡି ଶୁଭାରମ୍ଭ ହେବ। ଏହା ପୂର୍ବରୁ ଶନିବାର ଜୟପୁର ଉପଖଣ୍ଡର…

ସିସିଟିଭିରେ ସେଲୋଟେପ୍ ଲଗାଇ ମୁଖ୍ୟ ଡାକ୍ତରଖାନାରୁ ଟିଭି ଚୋରି, ଆମ୍ବୁଲାନ୍ସ ଡ୍ରାଇଭର ଗିରଫ

ବରଗଡ଼,୩୦।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହର ଉପକଣ୍ଠ ଖେଦାପାଲି(ଟୁକୁର୍ଲା)ସ୍ଥିତ ଜିଲା ମୁଖ୍ୟ ଡାକ୍ତରଖାନାରୁ ଏଲ୍‌ଇଡି ଟିଭି ଚୋରି ଘଟଣାର ପର୍ଦ୍ଦାଫାଶ ହୋଇଛି। ଶନିବାର ଭଟଲି ଥାନା ପୋଲିସ ଏହି…

ଆକ୍ସନ ମୁଡ୍‌ରେ ଦାରିଙ୍ଗବାଡି ପୋଲିସ୍: ସପ୍ତାହରେ ଏକାଧିକ ଗାଡ଼ି ଜବତ, ନିୟମ ଖିଲାପକାରୀଙ୍କ ନିଦ ହଜାଇଲେ…

ଦାରିଙ୍ଗବାଡି, ୩୦।୫ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ପୋଲିସ ଏବେ ଆକ୍ସନ ମୁଡ୍‌ରେ। ଟ୍ରାଫିକ୍ ନିୟମ ଉଲ୍ଲଂଘନକାରୀ ଏବଂ ବେପରୁଆ ଗାଡ଼ି ଚାଳକଙ୍କ ବିରୋଧରେ ପୋଲିସ…

ଆଫଗାନ ଶରଣାର୍ଥୀଙ୍କୁ ନେଇଯାଉଥିବା ଟ୍ରକ୍‌ ଦୁର୍ଘଟଣା, ଆଉ ତା’ପରେ…

କାବୁଲ,୩୦ା୫: ପାକିସ୍ତାନରୁ ଆଫଗାନ୍‌ ଶରଶାର୍ଥୀମାନଙ୍କୁ ନେଇ ଯାଉଥିବା ଏକ ଟ୍ରକ୍‌ ଶନିବାର ପୂର୍ବ ଆଫଗାନିସ୍ତାନର ଜାତୀୟ ରାଜପଥରେ ଓଲଟିପଡ଼ି ଦୁର୍ଘଟଣଗ୍ରସ୍ତ ହୋଇଛି। ଫଳରେ ୨୨ଜଣଙ୍କ ମୃତ୍ୟୁ ଘଟିବା…

୩ରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଶିବକୁମାର

ବେଙ୍ଗାଲୁରୁ,୩୦ା୫: କର୍ନାଟକ ପ୍ରଦେଶ କଂଗ୍ରେସ ସଭାପତି ଡି.କେ. ଶିବକୁମାର ଶନିବାର ବିଧାୟକ ଦଳ ନେତା ନିର୍ବାଚିତ ହୋଇଛନ୍ତି। ଜୁନ୍‌ ୩ରେ ସେ କର୍ନାଟକର ନୂଆ ମୁଖ୍ୟମନ୍ତ୍ରୀ ଭାବେ…

ତୁମୁଡିବନ୍ଧରେ କାଳବୈଶାଖୀର ଭୟଙ୍କର ତାଣ୍ଡବ: ପତ୍ର ଭଳି ଉଡ଼ିଲା ଆଜବେଷ୍ଟସ, ଭାଙ୍ଗିଲା ବିଦ୍ୟୁତ ଖୁଣ୍ଟ

ତୁମୁଡିବନ୍ଧ, ୩୦।୫ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ଅଞ୍ଚଳରେ କାଳବୈଶାଖୀର କରାଳ କୋପ ଦେଖିବାକୁ ମିଳିଛି। ଶନିବାର ସନ୍ଧ୍ୟା ପ୍ରାୟ ୫ଟା ୩୦…

ବରଗଡ଼ ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣା: ପୂର୍ତ୍ତ ବିଭାଗ ଅଧୀକ୍ଷଣ ଯନ୍ତ୍ରୀଙ୍କ ବିରୋଧରେ ମାମଲା ରୁଜୁ

ବରଗଡ଼,୩୦।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହର ଥାନାଛକରେ ରହିଥିବା ଧନୁଯାତ୍ରାର ସ୍ଥାୟୀ ତୋରଣ ଭାଙ୍ଗିବା ଘଟଣାରେ ସ୍ଥାନୀୟ ଟାଉନ ଥାନା ପୋଲିସ୍‌ କାର୍ଯ୍ୟାନୁଷ୍ଠାନ ଆରମ୍ଭ କରିଛି। ବରଗଡ଼ ପୌରାଧ୍ୟକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri