Posted inଖେଳ

ସାହାଣୀ କପ୍‌ ଫୁଟବଲ ୩ରୁ

କଟକ ଅଫିସ,୨୯ା୧୧- ଫୁଟବଲ ଆସୋସିଏଶନ ଅଫ ଓଡ଼ିଶା (ଫାଓ) ଆନୁକୂଲ୍ୟରେ ଡିସେମ୍ବର ୩ରୁ ୧୩ ପର୍ଯ୍ୟନ୍ତ ୬୦ତମ ସିନିୟର ପୁରୁଷ ଆନ୍ତଃ ଜିଲା ଫୁଟବଲ ଚାମ୍ପିୟନଶିପ୍‌ ସାହାଣୀ କପ୍‌-୨୦୧୯ ଖେଳାଯିବ। ବରଗଡ଼ ଓ ଢ଼େଙ୍କାନାଳର ବିଭିନ୍ନ ଗ୍ରାଉଣ୍ଡରେ ପ୍ରତିଯୋଗିତାର ସମସ୍ତ ମ୍ୟାଚ୍‌ ଖେଳାଯିବ। ୨୯ଟି ଜିଲା ଦଳ ଏଥିରେ ଭାଗନେବେ। ୨୫ଜଣ ମ୍ୟାଚ୍‌ ଅଫିସିଆଲ ପରିଚାଳନା ଦାୟିତ୍ୱରେ ରହିବେ ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଶେଷ ଓଭରରେ ଭାରତର ରୋମାଞ୍ଚକର ବିଜୟ, ଶେଷ ଯାଏ ଲଢ଼ିଲା ନେଦରଲ୍ୟାଣ୍ଡ

ଅହମ୍ମଦାବାଦ,୧୮।୨: ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯାଇଥିବା ଟି-୨୦ ବିଶ୍ୱକପ୍‌ର ଏକ ରୋମାଞ୍ଚକର ମୁକାବିଲାରେ ଭାରତ ୧୭ ରନରେ ନେଦରଲ୍ୟାଣ୍ଡକୁ ପରାସ୍ତ କରିଛି। ଏହି ବିଜୟ ସହ ଭାରତ…

T20 ବିଶ୍ୱକପ୍‌ ୨୦୨୬: ଶିବମ ଦୁବେଙ୍କ ବିସ୍ଫୋରକ ଅର୍ଦ୍ଧଶତକ, ନେଦରଲାଣ୍ଡ ଆଗରେ ୧୯୪ ରନ୍‌ର ଲକ୍ଷ୍ୟ

ଅହମ୍ମଦାବାଦ,୧୮।୨: T20 ବିଶ୍ୱକପ୍‌ ୨୦୨୬ର ଶେଷ ଗ୍ରୁପ୍‌ ମ୍ୟାଚ୍‌ରେ ଭାରତୀୟ ଦଳ ନେଦରଲାଣ୍ଡ ବିପକ୍ଷରେ ୬ ୱିକେଟ୍ ହରାଇ ୧୯୩ ରନ୍‌ର ଏକ ବଡ ସ୍କୋର ଛିଡ଼ା…

ଶାନଦାର ବିଜୟ ସହ ସୁପର-୮ରେ ପାକିସ୍ତାନ, ପୁଣି ଭାରତ ସହ…

ନୂଆଦିଲ୍ଲୀ,୧୮।୨: କର ବା ମର ମୁକାବିଲାରେ ନାମ୍ବିୟାକୁ ୧୦୨ ରନ୍‌ର ବିଶାଳ ବ୍ୟବଧାନରେ ପରାସ୍ତ କରି ପାକିସ୍ତାନ ସୁପର-୮ରେ ନିଜର ସ୍ଥାନ ପକ୍କା କରିଛି। ଏହି ବିଜୟ…

T20 ବିଶ୍ୱକପ୍‌ ୨୦୨୬: ନେଦରଲାଣ୍ଡ ବିପକ୍ଷରେ ଟସ୍‌ ଜିତି ଭାରତର ବ୍ୟାଟିଂ ନିଷ୍ପତ୍ତି

ଅହମ୍ମଦାବାଦ,୧୮।୨: ଟି-୨୦ ବିଶ୍ୱକପ୍‌ ୨୦୨୬ର ଗ୍ରୁପ୍‌-ଏ ମୁକାବିଲାରେ ଭାରତ ଓ ନେଦରଲାଣ୍ଡ ମଧ୍ୟରେ ଲଢ଼େଇ ଆରମ୍ଭ ହୋଇଛି। ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ…

୧୭ ଜଣଙ୍କୁ ପଛରେ ପକାଇ ଉପରକୁ ଉଠିଲେ ଇଶାନ କିଷାନ

ନୂଆଦିଲ୍ଲୀ,୧୮।୨: ICC ଟି-୨୦ ରାଙ୍କିଙ୍ଗ ପ୍ରକାଶ ପାଇଛି। ଏଥିରେ ପ୍ରଭାବଶାଳୀ ପ୍ରଦର୍ଶନ କରିଥିବା ଇଶାନ କିଷାନଙ୍କ ତାଙ୍କୁ ଶ୍ରେଷ୍ଠ ୧୦ରେ ସ୍ଥାନ ମିଳିଛି। ସେ ୧୭ ବ୍ୟାଟସମ୍ୟାନଙ୍କୁ…

ବାସନ ଧୋଇଲେ ପାକିସ୍ତାନ ଖେଳାଳି: ହୋଟେଲରେ ହେଲେ ହଟହଟା

ଇସଲାମାବାଦ୍‌,୧୮।୨: ପାକିସ୍ତାନ ଜାତୀୟ ହକି ଦଳର ସାମ୍ପ୍ରତିକ ଅଷ୍ଟ୍ରେଲିଆ ଗସ୍ତ ପୁଣି ଥରେ ଦେଶର କ୍ରୀଡ଼ା ପ୍ରଶାସନ ପୋଲ ଖୋଲିଛି। FIH ପ୍ରୋ ଲିଗର ଦ୍ୱିତୀୟ ପର୍ଯ୍ୟାୟକୁ…

ନାମ୍ବିଆ ବିପକ୍ଷ କର-ମର ମ୍ୟାଚ୍‌ ପୂର୍ବରୁ ପାକିସ୍ତାନ ପାଇଁ ବଢ଼ିଲା ଚିନ୍ତା: ପ୍ଲେଇଂ ଇଲେଭେନରେ ବଡ଼ ପରିବର୍ତ୍ତନ ନେଇ ବିବାର

ନୂଆଦିଲ୍ଲୀ,୧୮।୨: ୨୦୨୬ ଆଇସିସି ଟି୨୦ ବିଶ୍ୱକପରେ ଭାରତଠାରୁ ହାରିବା ପରେ ପାକିସ୍ତାନ ଟୁର୍ନାମେଣ୍ଟରୁ ବାଦ ପଡ଼ିବା ଆଶଙ୍କାର ସମ୍ମୁଖୀନ ହେଉଛି। ଫେବୃଆରୀ ୧୮ ତାରିଖରେ ନାମ୍ବିଆ ବିପକ୍ଷ…

ସୁପର-୮ରେ ୩ ମ୍ୟାଚ୍‌ ଖେଳିବ ଭାରତ: ଜାଣନ୍ତୁ କେଉଁଠି, କେତେବେଳେ ଖେଳାଯିବ ମ୍ୟାଚ୍‌

ନୂଆଦିଲ୍ଲୀ,୧୮।୨: ଟି୨୦ ବିଶ୍ୱକପରେ ଟିମ ଇଣ୍ଡିଆ ତା’ର ଶେଷ ଲିଗ ମ୍ୟାଚ ଖେଳିବ। ଭାରତୀୟ ଦଳ ଏପର୍ଯ୍ୟନ୍ତ ଟୁର୍ନାମେଣ୍ଟରେ ଅପରାଜିତ ରହିଛି। ଟିମ ଇଣ୍ଡିଆ ସୁପର ୮…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri