ସାହିତ୍ୟିକ ବିଭୂତିଙ୍କୁ ‘ଶଚୀଦେବୀ’ ସମ୍ମାନ

ତିହିଡ଼ି, ୨୮।୭ (ଡି.ଏନ.ଏ.) – ଭଦ୍ରକ ଜିଲା ତିହିଡ଼ି ବ୍ଲକ କୋହ୍ଲ ଗ୍ରାମର ସାହିତ୍ୟିକ ବିଭୂତି ଭୂଷଣ ସେନାପତିଙ୍କୁ ଶନିବାର ‘ଶଚୀଦେବୀ’ ସମ୍ମାନ ପ୍ରଦାନ କରାଯାଇଛି। ଭୁବନେଶ୍ୱର ବୁଦ୍ଧ ମନ୍ଦିରରେ ଶିଳାଶ୍ରୀ ଆନୁକୂଲ୍ୟରେ ଅନୁଷ୍ଠିତ ରାଜ୍ୟସ୍ତରୀୟ ସାରସ୍ବତ ସମାରୋହରେ ତାଙ୍କୁ ଏହି ସମ୍ମାନ ପ୍ରଦାନ କରାଯାଇଥିଲା। ଶିକ୍ଷାବିତ୍‌ ସତ୍ୟବାଦୀ ବଳିୟାରସିଂଙ୍କ ପୌରୋହିତ୍ୟରେ ଅନୁଷ୍ଠିତ ସଭାରେ ବୟନଶିଳ୍ପ ମନ୍ତ୍ରୀ ପଦ୍ମିନୀ ଦିଆନ ମୁଖ୍ୟଅତିଥି ଏବଂ ଆଦିବାସୀ ଉନ୍ନୟନ ମନ୍ତ୍ରୀ ଜଗନ୍ନାଥ ସାରକା, ବିଧାୟକ ମନୋହର ରାନ୍ଧାରୀ, ବିଧାୟକ ପ୍ରକାଶ ମାଝି, ଅନୁବାଦିକା ଶକୁନ୍ତଳା ବଳିୟାରସିଂ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପଲିଥିନ୍‌ ବାଣ୍ଟିବାକୁ ନେଉଥିଲେ ଘଟଗାଁ ଅତିରିକ୍ତ ତହସିଲଦାର, ଅଟକାଇଲେ ଲୋକେ

ପାଟଣା,୯ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୂଷାଖରି ପଞ୍ଚାୟତ ମୂଷାଖରି-ମଲ୍ଲୀପୋଷି ରାସ୍ତାର ଆହାର ବନ୍ଧ ନିକଟରେ ପଲିଥିନ୍‌ ବୋଝେଇ ଗାଡ଼ି ଅଟକ ରଖିଛନ୍ତି ଉତ୍ତ୍ୟକ୍ତ ଲୋକେ।…

ରାସ୍ତା-ଡ୍ରେନ୍‌ ନିର୍ମାଣ ନ ହେଲେ ଭୋଟ୍‌ ବର୍ଜନ ପାଇଁ ଚେତାବନୀ ଦେଲେ ଗ୍ରାମବାସୀ

କେନ୍ଦୁଝର,୯ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ ପଦ୍ମପୁର ପଞ୍ଚାୟତ ବନାଯୋଡ଼ି ଗ୍ରାମର ଭୁରୁଡ଼ିସାହିରେ ରାସ୍ତା ଓ ଡ୍ରେନ ନିର୍ମାଣ ନ ହେଲେ ଗ୍ରାମବାସୀ ଆଗାମୀ…

ଦୁର୍ବ୍ୟବହାର ଅଭିଯୋଗରେ ତାତିଲେ ଲୋକେ, ପିଇଓ-ଆରଆଇଙ୍କୁ ତାଲା ପକାଇ…

ପାଟଣା,୯।୪(ବୀର କିଶୋର ଦାଶ): କାଳବୈଶାଖି କ୍ଷତିଗ୍ରସ୍ତ ଲୋକଙ୍କୁ ପଲିଥିନ ବଣ୍ଟନରେ ଅନିୟମିତତା ଓ ହିତାଧିକାରୀଙ୍କୁ ଆରଆଇଙ୍କ ଦୁର୍ବ୍ୟବହାର ଅଭିଯୋଗ ହୋଇଛି। ତେବେ ଗୁରୁବାର ପାଟଣା ବ୍ଲକ ବଡ…

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରି ବନ୍ଧା ହେଲେ ଯୁବକ

ଆନନ୍ଦପୁର,୮ା୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ରାମଚନ୍ଦ୍ରପୁରୁ ଥାନା ଅଧୀନ କଡ଼ରାପlଳ ଗ୍ରାମର ପ୍ରଦୋଷ ବରାଳ (୨୮) ଗତ ମଙ୍ଗଳବାର କୌଣସି କାରଣରୁ ରାମଚନ୍ଦ୍ରପୁରୁ ଥାନା ଅଧୀନ…

କାଳବୈଶାଖୀ କ୍ଷତିପୂରଣ ସହ ଘର, ପଲିଥିନ ଦାବି: ମଝି ରାସ୍ତାରେ ଟାୟାର ଜାଳିଲେ ଲୋକେ

ପାଟଣା,୮।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମଙ୍ଗଳବାର କାଳବୈଶାଖୀ ପ୍ରଭାବରେ ବର୍ଷା କୁଆପଥର ମାଡରେ ବ୍ୟାପକ କ୍ଷୟକ୍ଷତି ହେବା ସହ ଶହ ଶହ…

କୁଆପଥର ବର୍ଷାରେ ଭାଙ୍ଗିଲା ହଜାର ହାଜାର ଘର: ତହସିଲ ଅଫିସରେ ଧସେଇ ପଶିବା ସହ ରାସ୍ତାରୋକୋ

ପାଟଣା,୭।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମଙ୍ଗଳବାର ଅପରାହ୍ନରେ ଘର୍ଣ୍ଣିଝଡ଼ ସହ ପ୍ରବଳ କୁଆପଥର ମାଡ ହୋଇଛି। ଫଳରେ ହଜାର ହଜାର ଟାଇଲ,…

ମମିତାଙ୍କୁ ବଡ଼ ଦାୟିତ୍ୱ ଦେଲେ ମୁଖ୍ୟମନ୍ତ୍ରୀ: ଚାରିଆଡ଼ୁ ମିଳୁଛି ଶୁଭେଚ୍ଛା

ପାଟଣା,୬।୪(ବୀର କିଶୋର ଦାଶ):ପୂର୍ବତନ ଜିଲାପରିଷଦ ଅଧ୍ୟକ୍ଷା ତଥା ମମିତା ନାଏକଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷା ( Special Development…

ଓଡ଼ିଆ ପକ୍ଷ ଅବସରରେ ଝାଡୁ ମାରି ସଫାକଲେ ପ୍ରଶାସନିକ ଅଧିକାରୀ

ପାଟଣା,୬।୪(ବୀର କିଶୋର ଦାଶ): ରାଜ୍ୟରେ ଓଡ଼ିଆ ପକ୍ଷ ପାଳନ ହେଉଥିବାବେଳେ ସୋମବାର କେନ୍ଦୁଝର ଜିଲା ପାଟଣା ବ୍ଲକର ରାଜନଗର ରଘୁନାଥ ଜିଉ ମଠ, ଟାଙ୍ଗରପଡ଼ା ମଠ, ଭୀମକୁଣ୍ଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri