‘ସାହୋ’ ପାଇଁ କେତେ ପାରିଶ୍ରମିକ ନେଇଛନ୍ତି ଶ୍ରଦ୍ଧା

ମୁମ୍ବାଇ: ବଲିଉଡ୍‌ ନାୟିକା ଶ୍ରଦ୍ଧା କପୁର ଏବେ ତାଙ୍କ ଅପ୍‌ କମିଙ୍ଗ ଫିଲ୍ମ ‘ସାହୋ’ ପାଇଁ ଖୁବ୍‌ ବିଜି ଅଛନ୍ତି। ପ୍ରଥମ ଥର ଲାଗି ସେ ସାଉଥ୍‌ ସୁପରଷ୍ଟାର ପ୍ରଭାସଙ୍କ ସହ ସିଲଭର ସ୍କ୍ରିନ୍‌ରେ ନଜର ଆସିବେ। ଏବେ ଶ୍ରଦ୍ଧାଙ୍କ ଅଭିନୀତ ଫିଲ୍ମ ‘ସାହୋ’ର ଟ୍ରେଲ୍‌ ଓ ଏହାର ଗୀତକୁ ଦର୍ଶକେ ବେଶ୍‌ ପସନ୍ଦ କରିଥିବା ବେଳେ ଏବେ ସମସ୍ତଙ୍କର ଅପେକ୍ଷା ଫିଲ୍ମକୁ। ତେବେ ‘ସାହୋ’ରେ ଅଭିନୟ କରିବାକୁ ଶ୍ରଦ୍ଧା କପୁର କୁଆଡେ ମୋଟା ଅଙ୍କର ପାରିଶ୍ରମିକ ଡିମାଣ୍ଡ କରିଥିବା ଆଲୋଚନା ହେଉଥିଲା। କିନ୍ତୁ ପ୍ରଥମେ ଏହି ଫିଲ୍ମ ପାଇଁ କ୍ୟାଟ୍ରିନାଙ୍କୁ ଅଫର ମିଳିଥିବା ବେଳେ ତାଙ୍କ ପାରିଶ୍ରମିକରେ ରାଜି ହୋଇ ନ ଥିଲେ ନିର୍ମାତା ନିର୍ଦ୍ଦେଶକ। ତଥାପି କ୍ୟାଟ୍ରିନା କୁଆଡେ ଏଥିପାଇଁ ୫ କୋଟି ଡିମାଣ୍ଡ କରିଥିବା ଶୁଣିବାକୁ ମିଳିଥିଲା। ହେଲେ ପୁଣିଥରେ ଶୁଣିବାକୁ ମିଳିଲା କି ଶ୍ରଦ୍ଧା ଏଥିପାଇଁ ୭ କୋଟି ଟଙ୍କା ନେଇଛନ୍ତି। କିନ୍ତୁ ଏହା ସମ୍ପୂର୍ଣ୍ଣ ଭୁଲ୍‌ ଖବର ଥିଲା। କେବଳ ପ୍ରମୋଶନ ପାଇଁ ଏଭଳି ପ୍ରଚାର କରାଯାଇଥିବା ପରେ ଜଣାପଡିଲା। ଅସଲରେ ‘ସାହୋ’ରେ ଅଭିନୟ ପାଇଁ ଶ୍ରଦ୍ଧା ୩ କୋଟି ଟଙ୍କା ପାରିଶ୍ରମିକ ନେଇଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା

ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…

ସାଧାରଣ ଲୋକଙ୍କ ପାଇଁ ଜରୁରୀ ଖବର, ୧୦ହଜାରରୁ ଅଧିକ ପେମେଣ୍ଟ କଲେ ହୋଇଯିବ ହୋଲ୍ଡ…

ନୂଆଦିଲ୍ଲୀ,୧୦।୪: ଡିଜିଟାଲ୍ ଯୁଗରେ ପେମେଣ୍ଟ ସହଜ ହୋଇଥିବା ହେତୁ, ଅନଲାଇନ୍ ଠକେଇ ମାମଲା ମଧ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଇଛି। ଠକମାନଙ୍କଠାରୁ ଆପଣଙ୍କ କଠିନ ଅର୍ଜିତ ଟଙ୍କାକୁ…

ଆନନ୍ଦପୁରରେ ବଡ଼ ରାଜନୈତିକ ହଲଚଲ: ବିଜେଡିରୁ ଇସ୍ତଫା ଦେଲେ ଏହି କାଉନସିଲର

ବଞ୍ଚୋ,୧୦ା୪(ପ୍ରଦୋଷ କୁମାର ବିଶ୍ୱାଳ): ଆନନ୍ଦପୁର ନଗରପାଳିକାର ଓ୍ବାର୍ଡ-୭ କାଉନସିଲର କୃଷ୍ଣ ରଣା ଶୁକ୍ରବାର ବିଜୁ ଜନତା ଦଳରୁ ପଦତ୍ୟାଗ କରିଥିବା ସୂଚନା ମିଳିଛି। ଏହି ପଦକ୍ଷେପ ପରେ…

ପଶ୍ଚିମବଙ୍ଗ ପାଇଁ ଭାଜପାର ସଂକଳ୍ପପତ୍ର: ଯୁବତୀଯୁବକ, ମହିଳା, ସରକାରୀ ପେନସନଭୋଗୀଙ୍କ ପାଇଁ ବଡ଼ ଘୋଷଣା

ନୂଆଦିଲ୍ଲୀ,୧୦।୪: ଭାରତୀୟ ଜନତା ପାର୍ଟି (ଭାଜପା) ଶୁକ୍ରବାର ଏହାର ଇସ୍ତାହାର ପ୍ରକାଶ କରିଛି। ସ୍ବରାଷ୍ଟ୍ର ମନ୍ତ୍ରୀ ଏବଂ ଭାଜପା ନେତା ଅମିତ ଶାହା ଇସ୍ତାହାର ବା ଘୋଷଣାପତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri