ସିଂଲା ଥାନା ଅଞ୍ଚଳରେ ପୋଲିସର ଚଢ଼ାଉ: ୫୧ ଗ୍ରାମ ବ୍ରାଉନସୁଗାର ଜବତ, ଜଣେ ଗିରଫ

ବସ୍ତା, ୧୫ା୧(ଡି.ଏନ୍‌.ଏ.)- ବାଲେଶ୍ୱର ଜିଲା ସିଂଲା ଥାନା ପୋଲିସ ବୁଧବାର କାଦରାୟାଁ ଅଞ୍ଚଳରେ ଚଢାଉ କରି ୫୧ଗ୍ରାମ ବ୍ରାଉନ ସୁଗାର ଜବତ କରିଛି। ଘଟଣାରେ ଜଣେ ଯୁବକକୁ ଗିରଫ କରାଯାଇଛି। ସେ ହେଲେ ଏସ୍‌.କେ. ତାହିର। ଜବତ ହୋଇଥିବା ବ୍ରାଉନସୁଗାରର ଆନୁମାନିକ ମୂଲ୍ୟ ୫ ଲକ୍ଷରୁ ଅଧିକ ହେବ ବୋଲି ସିଂଲା ଥାନା ଏସ୍‌ଡିପିଓ ଜଳଧର ଜାଲି ଏବଂ ଥାନା ଅଧିକାରୀ ପ୍ରଶାନ୍ତ ଜେନା ଏକ ଖବରଦାତା ସମ୍ମିଳନୀରେ ସୂଚନା ଦେଇଛନ୍ତି ।

ପୋଲିସ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ, କାଦାରାୟାଁ ଗ୍ରାମର ଏସ୍‌.କେ. ତାହିର ବ୍ରାଉନସୁଗାର ଧରି ବାଇକରେ ନିଜ ଗ୍ରାମରୁ ଜଳେଶ୍ବର ଅଭିମୁଖେ ଯାଉଥିବା ବିଶ୍ୱସ୍ତ ସୂତ୍ରରୁ ଖବର ମିଳିଥିଲା। ପୋଲିସ ଚଢ଼ାଉ କରି ତାଙ୍କୁ ଗିରଫ କରିଥିଲା। ତାଙ୍କ ପାଖରୁ ନଗଦ ୨ଲକ୍ଷ ୪୫ ହଜାର ଟଙ୍କା ଓ ଦୁଇଟି ମୋବାଇଲ ମଧ୍ୟ ଜବତ ହୋଇଥିବା ଜଣାଯାଇଛ। ଦୀର୍ଘ ୧ ବର୍ଷ ଧରି ସେ ଏହି କାରବାର କରୁଥିବା ସ୍ବିକାର କରିଥିବା ପୋଲିସ ପକ୍ଷରୁ କୁହାଯାଇଛି। ଏ ନେଇ ମାମଲା(ନଂ- ୯/୨୦) ରୁଜୁ କରାଯାଇ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବୁର୍ଡାରେ ପାଳିକରି ଜଳଯୋଗାଣ: ବଢୁଛି ଅସନ୍ତୋଷ

ଲୋଇସିଂହା,୩୦।୫(ସୁଶାନ୍ତ ବାରିକ):ନବଗଠିତ ଲୋଇସିଂହା ଏନଏସି ଅଧୀନ ବୁର୍ଡା ଗ୍ରାମରେ ଜଳଯୋଗାଣ କ୍ଷେତ୍ରରେ ଅନିୟମିତତା ଅଭିଯୋଗ ହୋଇଛି ା ତେବ ଗ୍ରାମର ବିଭିନ୍ନ ପଡ଼ାକୁ ପାଳି କରି ପାଇପ…

ଖୋଲୁଛି ପୂର୍ତ୍ତ ବିଭାଗର ଦୁର୍ନୀତି ପୋଲ: ପି.ସି କାରବାର କଥା ଉଠାଇଲେ ଏମ୍‌ପି

ବରଗଡ଼,୩୦।୫(ପ୍ରେମାନନ୍ଦ ଖମାରୀ):ବରଗଡ଼ ଥାନାଛକ ଆଗରେ ରହିଥିବା ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣାକୁ ନେଇ ଏବେ ସହର ଉଠୁଛି ଓ ପଡୁଛି। ଘଟଣାକୁ ଶୁକ୍ରବାର ୪ଦିନ ବିତିଯାଇଛି। ହେଲେ…

ଗର୍ଭବତୀ ଓ ଶିଶୁଙ୍କ ସ୍ୱାସ୍ଥ୍ୟ ସହ ଖେଳ! ଛତୁଆରେ ପୋକ ସାଲୁବାଲୁ, ବରଗଡ଼ ଜିଲାପାଳଙ୍କୁ ଫେରାଦ ହେଲେ…

ବରଗଡ଼,୨୯।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ପୌରାଞ୍ଚଳରେ ନିମ୍ନମାନର ଛତୁଆ ବଣ୍ଟନ କରାଯାଉଥିବା ଅଭିଯୋଗ ହୋଇଛି। ଏଭଳି ଅଭିଯୋଗ ନେଇ ଶୁକ୍ରବାର ପୌରାଞ୍ଚଳ ଅଧିନ ବିଭିନ୍ନ ୱାର୍ଡ଼ର ମହିଳାମାନେ ବରଗଡ଼…

‘ଲୋକ ସଭା, ବିଧାନସଭାରେ ମହିଳାଙ୍କୁ ୩୩ ପ୍ରତିଶତ ସଂରକ୍ଷଣ ଦିଆଯାଉ’

ବରଗଡ଼,୨୯।୫(ପ୍ରେମାନନ୍ଦ ଖମାରୀ)- ରାଜ୍ୟରେ ନାରୀ ନିର୍ଯାତନା ବଢି ଚାଲିଛି । ଗତ ୨ବର୍ଷ ମଧ୍ୟରେ ଓଡିଶା ନାରୀ ନିର୍ଯାତନା କ୍ଷେତ୍ରରେ ଦେଶରେ ଏକ ନମ୍ବର ହୋଇଛି ।…

ବଡବନ୍ଧ ପୁନଃରୁଦ୍ଧାର କାର୍ଯ୍ୟକୁ ନେଇ ରାଜନୈତିକ ଛକାପଞ୍ଝା: ନିର୍ବାହୀ ଅଧିକାରୀଙ୍କୁ …

ଦିଗପହଣ୍ଡି,୨୯|୫(ଅଶେଷ ନାଥ ମିଶ୍ର) :ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଐତିହ୍ୟ ସମ୍ପନ୍ନ ବଡବନ୍ଧ ପୋଖରୀ ପୁନଃରୁଦ୍ଧାର କାର୍ଯ୍ୟନେଇ ରାଜନୈତିକ ଛକାପଞ୍ଝା ଆରମ୍ଭ ହୋଇଯାଇଛି। ପୋଖରୀରୁ  ପଙ୍କ ଉଦ୍ଧାର…

ଚଳନ୍ତା କୋଇଲା ଟ୍ରେନରେ ନିଆଁ

କେସିଙ୍ଗା, ୨୯।୫ (ତୁମେଶ୍ୱର ସାହୁ): କୋଇଲା ବୋଝେଇ ଏକ ମାଲଗାଡ଼ି ଟ୍ରେନରେ ନିଆଁ ଲାଗିଥିବା ଦେଖିବାକୁ ମିଳିଛି। ଟ୍ରେନଟି ବିଶାଖାପଟ୍ଟଣମରୁ କେସିଙ୍ଗା ହୋଇ ଭିଳାଇ ଅଭିମୁଖେ ଯାଉଥିବା…

ସଫଳତା ଦିଗରେ ଗଞ୍ଜାମରେ ଲକ୍ଷ୍ୟ ନିକେତନ: ଓପିଏସସିରେ କୃତିତ୍ୱ ଅର୍ଜନ କରିଥିବା ଭଞ୍ଜନଗର ଉପଖଣ୍ଡର ୪ଙ୍କୁ ସମ୍ବର୍ଦ୍ଧନା

ଭଞ୍ଜନଗର, ୨୯/୫ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲ୍ଲାପାଳ ଭି. କୀର୍ତ୍ତି ଭାସନଙ୍କ ପ୍ରୟାସରେ ଜିଲ୍ଲାର ଯୁବତୀ-ଯୁବକମାନଙ୍କୁ ୟୁପିଏସସି ଓ ଓପିଏସସି ପରୀକ୍ଷା ପାଇଁ ପ୍ରସ୍ତୁତ କରିବା ଲକ୍ଷ୍ୟରେ…

ପ୍ରେମିକ ସହ ସ୍ତ୍ରୀ ରଖୁଥିଲେ ଶାରୀରିକ ସମ୍ପର୍କ: ପ୍ଲାନ ପକାଇ ଧରିଦେଲେ ସ୍ବାମୀ, ଗୋଟେ ଘରେ ଉଲଗ୍ନ କରି…

ଦିଗପହଣ୍ଡି,୨୯|୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଆଡପଡ଼ା ପଞ୍ଚାୟତରେ ଏକ ଅଭାବନୀୟ ଘଟଣା ଘଟିଛି। ଘରେ ସ୍ଵାମୀଙ୍କ ଅନୁପସ୍ଥିତିରେ ସ୍ତ୍ରୀ ତାଙ୍କ ପ୍ରେମିକ ସହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri