ସିଂହପୁର ଉତ୍ସବ ମୁଖର

ସିଂହପୁର,୫।୧୦(ଡି.ଏନ୍‌.ଏ.): ଯାଜପୁର ଜିଲା ବିଞ୍ଝାରପୁର ବ୍ଲକର ସିଂହପୁର ଅଞ୍ଚଳରେ ସାର୍ବଜନୀନ ଦୁର୍ଗାପୂଜା ମହାସମାରୋହରେ ଆରମ୍ଭ ହୋଇଛି।ସିଂହପୁର, ଓଳେଇ ଚନ୍ଦନପୁର, ମଲିଆ, ବଂଶୀପୁରରେ ମା’ଙ୍କ ପୂଜା ଚାଲିଛି। ସୁଉଚ୍ଚ ତୋରଣ ସାଙ୍ଗକୁ ଆଲୋକମାଳାରେ ଝଲସୁଛି ବିଭିନ୍ନ ପୂଜା ମଣ୍ଡପ। ପାଗ ଅନୁକୂଳ ଥିବାରୁ ଶନିବାର ସନ୍ଧ୍ୟାରେ ଶ୍ରଦ୍ଧାଳୁଙ୍କ ସମାଗମ ଦେଖିବାକୁ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଅଙ୍କୁ ଛୁରି ଭୁସି ମାରିଦେଲେ ପିଶାଚ ବାପା

କାମାକ୍ଷାନଗର,୮।୨: ଢେଙ୍କାନାଳ ଜିଲା କଙ୍କଡ଼ାହାଡ଼ ଥାନା କମ୍ପୁଲେଇ ପୁରୁଣାସାହି ଗାଁରେ ରବିବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ବାପା ନିଜ ପୁଅଙ୍କୁ ଛୁରି ଭୁସି…

ବିଦ୍ୟାଳୟରୁ ଛାତ୍ର ନିଖୋଜ ଘଟଣା: ନିଆଁ ପୁଉଁଥିବାବେଳେ ଏମିତି ପଡ଼ିଲେ ଧରା

ଦାରିଙ୍ଗବାଡ଼ି,୮ା୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ସରକାରୀ ଉନ୍ନୀତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରୁ ନବମ ଛାତ୍ର ନିଖୋଜ ଛାତ୍ର କିଷାନ ବେହେରା ୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ…

ରାତିରେ ପ୍ରେମିକଙ୍କ ସହ ଯୁବତୀଙ୍କୁ ଦେଖିଦେଲେ ଗ୍ରାମବାସୀ, ମାଡ଼ ମାରି କଲେ ଭିଡିଓ ଭାଇରାଲ…ଲୋକଲଜ୍ଜା ସହି ନ ପାରି…

ବେତିଆ,୮।୨: ବିହାରର ପଶ୍ଚିମ ଚମ୍ପାରଣ ଜିଲାର ଶିକାରପୁର ଥାନା ଅଞ୍ଚଳର ଏକ ଗାଁରୁ ଏକ ଚକିତ କଲାଭଳି ଘଟଣା ଘଟିଛି। ପ୍ରେମରେ ପଡ଼ିଥିବା ଜଣେ ଯୁବତୀ ମାନସିକ…

୧୩ ବରିଷ୍ଠ ରାଜସ୍ବ ସହାୟକଙ୍କୁ ସେକ୍ସନ ଅଫିସର ପଦବୀକୁ ପଦୋନ୍ନତି

କୋରାପୁଟ,୮ା୨(ଅମିତାଭ ବେହେରା): କୋରାପୁଟ ଜିଲାର ବିଭିନ୍ନ ବିଭାଗରେ କାର୍ଯ୍ୟ କରୁଥିବା ବରିଷ୍ଠ ରାଜସ୍ବ ସହାୟକଙ୍କ ମଧ୍ୟରୁ ୧୩ ଜଣଙ୍କୁ ଜିଲାପାଳ ମନୋଜ ସତ୍ୟବାନ ମହାଜନ ସେକ୍ସନ ଅଫିସର…

ଶିକ୍ଷକ କର୍ମଶାଳା ପାଲଟିଲା ରଣାଙ୍ଗନ: ପ୍ରଧାନଶିକ୍ଷକଙ୍କ ଉନ୍ମତ୍ତ କାଣ୍ଡ, ଅଶ୍ଳୀଳ ଭାଷା କହି…

ପରଜଙ୍ଗ,୮ା୨(ନିଗମାନନ୍ଦ ଦଳବେହେରା): ବିଦ୍ୟାଳୟରେ ଚାଲିଥିଲା ପାଞ୍ଚଦିନିଆ ଶିକ୍ଷକ କର୍ମଶାଳା। ଭାଗ ନେଇଥିଲେ ୫୦ରୁ ଊର୍ଦ୍ଧ୍ୱ ଶିକ୍ଷକ ଓ ଶିକ୍ଷୟିତ୍ରୀ। କିନ୍ତୁ ହଠାତ୍‌ କର୍ମଶାଳା ପାଲଟିଲା ରଣାଙ୍ଗନ। ନିଶାସକ୍ତ…

ରୋଗୀଙ୍କୁ ଚିକିତ୍ସା ପାଇଁ ନେଉଥିଲେ ବିଶାଖାପାଟଣା, ବାଟରେ ଘଟିଲା ବଡ଼ ଅଘଟଣ, ଚାଲିଗଲା ୨ ଜୀବନ

ପାତ୍ରପୁର/ଚିକିଟି,୮ା୨(ଉମାଚରଣ ନେପାକ/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ ଅନ୍ତର୍ଗତ ପାତିସୁନପୁର ଗ୍ରାମର ଗୋଟିଏ ପରିବାରର ୬ ଜଣ ବିଶାଖାପାଟଣା ଯାଉଥିବା ବେଳେ ରବିବାର ଅପରାହ୍ନରେ…

RSS ମୁଖ୍ୟ ପଦ ଛାଡ଼ିବା ନେଇ ମୋହନ ଭାଗବତଙ୍କ ବଡ଼ ବୟାନ, କହୁ କହୁ କହିଦେଲେ…

ମୁମ୍ବାଇ,୮।୨: ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ(ଆର୍‌ଏସ୍‌ଏସ୍‌)ର ମୁଖ୍ୟ ମୋହନ ଭାଗବତ ରବିବାର ମୁମ୍ବାଇରେ ଆୟୋଜିତ ସଂଘର ଶତବାର୍ଷିକୀ ଉତ୍ସବରେ ବଡ଼ ବୟାନ ଦେଇଛନ୍ତି। ସେ କହିଛନ୍ତି, ବୟସ ବଢ଼ିବା…

ବସ୍‌ ଇଞ୍ଜିନ୍‌ରୁ ବାହାରିଲା ନିଆଁ, ଡ୍ରାଇଭର ନେଲେ ଏମିତି ପଦକ୍ଷେପ

ଭଞ୍ଜନଗର,୮ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବସଷ୍ଟାଣ୍ଡରେ ରବିବାର ଅପରାହ୍ନରେ ଏକ ଘରୋଇ ବସ୍‌ରେ ହଠାତ୍‌ ଇଞ୍ଜିନରେ ନିଆଁ ଲାଗିଯାଇଥିଲା। ଫଳରେ ବସ୍‌ରେ ବସିଥିବା ଯାତ୍ରୀମାନେ ଭୟଭୀତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri