ସିଇଓ ରବି ଝୁନ୍‌ଝୁନ୍‌ଓ୍ବାଲାଙ୍କୁ ୧୨୧କୋଟି ଦରମା

ନୂଆଦିଲ୍ଲୀ,୨୭-୭: ଏଚ୍‌ଇଜି ଲିମିଟେଡର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ(ସିଇଓ) ରବି ଝୁନ୍‌ଝୁନ୍‌ଓ୍ବାଲା ଆର୍ଥିକ ବର୍ଷ ୨୦୧୮-୧୯ରେ ସର୍ବାଧିକ ୧୨୧.୨୭ କୋଟି ଟଙ୍କା ଦରମା ନେଇଛନ୍ତି, ଯାହାକି ଗତ ଆର୍ଥିକ ବର୍ଷଠାରୁ ୧୮୦ ପ୍ରତିଶତ ଅଧିକ। ତାଙ୍କର ଏତେ ବିଶାଳ ଦରମାକୁ ନେଇ ଏବେ ପ୍ରଶ୍ନ ଉଠିଲାଣି। ଏଲ୍‌ଏନ୍‌ଜି ଭିଲଓ୍ବାଡା ଗ୍ରୁପ୍‌ର ଏହି କମ୍ପାନୀ ଗ୍ରାଫାଇଟ୍‌ ଇଲେକ୍ଟ୍ରୋଡ ନିର୍ମାଣ କରିଥାଏ। ଗତ ଆର୍ଥିକ ବର୍ଷ ତୁଳନାରେ ତାଙ୍କର ଦରମା ୩ ଗୁଣ ବଢ଼ିଯାଇଛି। କମ୍ପାନୀର ନିୟମ ଅନୁଯାୟୀ, ଶୁଦ୍ଧ ଲାଭର ୨.୫% କମିଶନ ସିଇଓଙ୍କୁ ମିଳିଥାଏ। ଅନ୍ୟପକ୍ଷରେ ହିରୋ ମୋଟୋକର୍ପ ସିଇଓ ପଓ୍ବନ ମୁଞ୍ଜାଲ ୮୦.୪୧ କୋଟି, ଦୀପକ ନାଇଟ୍ରାଇଟ ଏକ୍ଜିକ୍ୟୁଟିଭ ଡାଇରେକ୍ଟର ଉମେଶ ଆସାଇକର ୫୮.୮୯ କୋଟି, ଏଲ୍‌ଆଣ୍ଡଟିର ସିଇଓ ଏସ୍‌.ଏନ୍‌.ସୁବ୍ରମଣ୍ୟନ ୪୮.୪୫ କୋଟି ଟଙ୍କା ଦରମା ନେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କ୍ଷତିପୂରଣ ସହାୟତା ପାଇଁ ଦାବି: ଜିଲାପାଳଙ୍କୁ ଫେରାଦ ହେଲେ ଚାଷୀ

ବରଗଡ଼, ୯ା୪(ପ୍ରେମାନନ୍ଦ ଖମାରୀ):କାଳବୈଶାଖୀ ପ୍ରଭାବରେ ଗତ ସୋମବାର ଅପରାହ୍ନରେ ହୋଇଥିବା ଝଡ଼ବର୍ଷା, କରାମାଡ଼ରେ ବରଗଡ଼ ଜିଲାର ବିଭିନ୍ନ ବ୍ଲକରେ ଚାଷୀଙ୍କ ଫସଲ କ୍ଷତି ହୋଇଛି। ପ୍ରାରମ୍ଭିକ ଭାବେ…

ଦୁର୍ଘଟଣାଗ୍ରସ୍ତ ଗାଡିରୁ ଚାଉଳ ଚୋରି: ଥାନାରେ ପହଞ୍ଚିଲା ମାମଲା

ଲୋଇସିଂହା,୯।୪(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଲୋଇସିଂହା ବ୍ଲକ ଛକ ଅଞ୍ଚଳରେ ଏକ ଦୁର୍ଘଟଣାଗ୍ରସ୍ତ ବୋଲେରୋ ପିକଅପ ଗାଡିରୁ ଚାଉଳ ଚୋରି ଘଟଣା ସାମ୍ନାକୁ ଆସିଛି। ସୂଚନା…

ଆହୁରି ବଢିିବ ପେଟ୍ରୋଲ-LPG ଦର! ସାରା ବିଶ୍ୱକୁ ବଡ଼ ଝଟ୍‌କା ଦେଲା ଇରାନ

ତେହରାନ,୯।୪: ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧବିରତି ପରେ, ଇରାନ ସମଗ୍ର ବିଶ୍ୱକୁ ଏକ ବଡ଼ ଝଟକା ଦେବାକୁ ପ୍ରସ୍ତୁତ ହେଉଛି। ଇରାନ ହର୍ମୁଜ ପ୍ରଣାଳୀ ଦେଇ…

ଜୀବନ୍ତ ମାଛ ଗିଳି ଦେଲେ ବର୍ଷକର ଶିଶୁ: ତା’ପରେ ଯାହା ଘଟିଲା, ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଭୋପାଳ,୯।୨: ମଧ୍ୟପ୍ରଦେଶର ସର୍ବବୃହତ ସରକାରୀ ହସ୍ପିଟାଲ ମହାରାଜା ଯଶୱନ୍ତରାଓ ହସ୍ପିଟାଲ (MYH)ରେ ଡାକ୍ତରମାନେ ଏକ ଚିକିତ୍ସା ସଫଳତା ହାସଲ କରିଛନ୍ତି। ହସ୍ପିଟାଲର ENT ବିଭାଗର ବିଶେଷଜ୍ଞମାନେ ଜଣେ…

ଭାଣିଜୀଙ୍କୁ ମାରିଦେଲେ ମାଇଁ! ପାଇଖାନାରୁ ମିଳିଲା…

ଜଗନ୍ନାଥପ୍ରସାଦ,୯।୪(ବିଭୁପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ ଛାମୁଣ୍ଡା ଗ୍ରାମ ଲକ୍ଷ୍ମଣ ପଲ୍ଲୀ ଗ୍ରାମର ଗଣେଶ ମହାରଣାଙ୍କ ବାରିପଟେ ଥିବା ଅସ୍ଥାୟୀ ପାଇଖାନା ଭିତରୁ ତାଙ୍କ…

ଇରାନ ସହ ବଡ଼ ଡିଲ୍‌ କଲେ ଟ୍ରମ୍ପ! ସାରା ବିଶ୍ୱ ଦେଖି କାବା

ଓ଼୍ବାଶିଂଟନ,୯।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣାର କିଛି ଘଣ୍ଟା ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଛନ୍ତି ଯେ ସେ ହର୍ମୁଜ ପ୍ରଣାଳୀକୁ ସୁରକ୍ଷିତ…

ସ୍ମୃତି-ପଲାଶଙ୍କ ମଧ୍ୟରେ ହୋଇଗଲା ପ୍ୟାଚ୍‌ଅପ୍‌! ଖୁବ୍‌ଶୀଘ୍ର ହେବ ବିବାହ, ଏହି VIDEO ବଢାଉଛି ଚର୍ଚ୍ଚା

ମୁମ୍ବାଇ,୯।୪: ସଂଗୀତକାର ପଳାଶ ମୁଛଲ ଏବଂ ଭାରତୀୟ ମହିଳା କ୍ରିକେଟ ଦଳର ବ୍ୟାଟ୍ସମ୍ୟାନ ସ୍ମୃତି ମନ୍ଧାନାଙ୍କ ମଧ୍ୟ ପ୍ୟାଚ୍‌ଅପ୍‌ ହୋଇଯାଇଛି। ଉଭୟ ଖୁବ୍‌ଶୀଘ୍ର ବିବାହ କରିବେ ବୋଲି…

ବନ୍ଧାହେଲେ କୁଖ୍ୟାତ ଗଞ୍ଜେଇ ମାଫିଆ: ବିଦେଶୀ ମଦ ସହ ଗଞ୍ଜେଇ ଜବତ

ପରଜଙ୍ଗ,୯/୪(ନିଗମାନନ୍ଦ ଦଳବେହେରା)ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ବାରିହାପୁର ପଇଁନ୍ତିରିଆ ସାହିରେ ଗୁରୁବାର ଭୋର କୁଖ୍ୟାତ ଗଞ୍ଜେଇ ମାଫିଆଙ୍କୁ ଗିରଫ କରିଛି ଅବକାରୀ ଟିମ। ଗିରଫ ଅଭିଯୁକ୍ତ ହେଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri