Posted inଜାତୀୟ

ସିଏଏ-ଏନ୍‌ଆର୍‌ସି ଦେଲାନି କାମ: ହେମନ୍ତ ସୋରେନ୍‌

ରାଞ୍ଚି,୨୩।୧୨: ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ ଫଳାଫଳ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କୁ କଡ଼ା ସମାଲୋଚନା କରିଛନ୍ତି ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା ନେତା ହେମନ୍ତ ସୋରେନ୍‌। ସେ କହିଛନ୍ତି ମୋଦି ସରକାରଙ୍କ ସିଏଏ ଏବଂ ଏନ୍‌ଆର୍‌ସି କାମ ଦେଇନି। ଲୋକେ ରାଜ୍ୟରେ ଭାଜପାକୁ ବହିଷ୍କାର କରିଛନ୍ତି। ଲୋକଙ୍କ ଆବଶ୍ୟକତା ପୂରଣ କରିବାରେ ଭାଜପା ସରକାର ଅସଫଳ ହୋଇଛନ୍ତି। ମୋଦି ସରକାର ରାମ ମନ୍ଦିର ଗଢିବା ସହିତ ସିଏଏ ନେଇ ଯୋଜନା ପ୍ରସ୍ତୁତ କରୁଥିବାବେଳେ ଆମେ ଲୋକଙ୍କ ପାଖରେ ପହଞ୍ଚି ତାଙ୍କ କଥା ବୁଝିଲୁ। ତେଣୁ ଏହାର ସୁଫଳ କଂଗ୍ରେସ ମେଣ୍ଟକୁ ମିଳିଥିବା ହେମନ୍ତ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏଣିକି UPI ପେମେଣ୍ଟରେ ଲାଗିବ ଏକ୍ସର୍ଟା ଚାର୍ଜ? ଜାଣନ୍ତୁ କେତେ ଟ୍ରାଞ୍ଜାକ୍ସନ କଲେ ଦେବାକୁ ପଡିବ ଟଙ୍କା…

ନୂଆଦିଲ୍ଲୀ,୪।୮: ସରକାର ୟୁପିଆଇ (UPI) ମାଧ୍ୟମରେ ପେମେଣ୍ଟ କରିବାକୁ ନେଇ ଏକ ବଡ଼ ପରିବର୍ତ୍ତନ କରିବାକୁ ପ୍ରସ୍ତୁତି କରୁଛନ୍ତି। ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସଂସଦରେ ‘ପେମେଣ୍ଟ ଆଣ୍ଡ୍…

ତପ୍ତପାଣି ଗସ୍ତ ସାରି ଫେରିଲେ ରାଷ୍ଟ୍ରପତି: ଉଷ୍ମ ପସ୍ରବଣର ଗନ୍ଧକଯୁକ୍ତ ପାଣିରେ ସ୍ନାନ, ମା’ କନ୍ଧୁଣି ଦେବୀଙ୍କୁ କଲେ ପୂଜାର୍ଚ୍ଚନା

ଦିଗପହଣ୍ଡି, ୪।୮ (ଅଶେଷ ନାଥ ମିଶ୍ର): ଦେଶର ପ୍ରଥମ ନାଗରିକ ତଥା ମାନ୍ୟବର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଙ୍ଗଳବାର ଗଞ୍ଜାମ-ଗଜପତି ସୀମାନ୍ତର ପ୍ରସିଦ୍ଧ ପର୍ଯ୍ୟଟନ କ୍ଷେତ୍ର ତପ୍ତପାଣି…

ପୁଅର ଗିରଫଦାରୀକୁ ନେଇ ମୁହଁ ଖୋଲିଲେ ଷ୍ଟାଲିନ, କହିଲେ ଅହଙ୍କାରରେ…

ନୂଆଦିଲ୍ଲୀ,୪।୮: ତାମିଲନାଡୁରେ ପୂର୍ବତନ ଉପ-ମୁଖ୍ୟମନ୍ତ୍ରୀ ତଥା ଦ୍ରାବିଡ଼ ମୁନେତ୍ର କାଜାଗମ୍ (ଡିଏମକେ) ନେତା ଉଦୟନିଧି ଷ୍ଟାଲିନ୍‌ଙ୍କ ଗିରଫଦାରୀକୁ ନେଇ ରାଜ୍ୟର ରାଜନୈତିକ ପାରା ଚରମ ସୀମାରେ ପହଞ୍ଚିଛି।…

ବଢିଲା ଅଭିଜିତ ଦୀପକେଙ୍କ ଅଡୁଆ: ରୁଜୁ ହେଲା ମାମଲା, ଜାଣନ୍ତୁ କାହିଁକିି…

ନୂଆଦିଲ୍ଲୀ,୪।୮: କକରୋଚ ଜନତା ପାର୍ଟି (CJP)ର ସଂସ୍ଥାପକ ଅଭିଜିତ ଦୀପକେଙ୍କ ଅଡୁଆ ବଢ଼ୁଥିବା ନଜର ଆସୁଛି। ପଶ୍ଚିମବଙ୍ଗରେ ଆଇନଜୀବୀ ରିଙ୍କି ଚଟାର୍ଜୀ ସିଂହ ସିଲିଗୁଡ଼ି ସାଇବର କ୍ରାଇମ…

ଅଟୋ ସେକ୍ଟର ହେବ ମାଲାମାଲ! ସରକାର ୪,୦୦୦ କୋଟି ଯୋଜନା…

ନୂଆଦିଲ୍ଲୀ,୪।୮: ଭାରତୀୟ ଅଟୋମୋବାଇଲ ଶିଳ୍ପ ବର୍ତ୍ତମାନ ଏକ ପ୍ରମୁଖ ପ୍ରଯୁକ୍ତିବିଦ୍ୟା ଏବଂ ସାଂରଚନିକ ପରିବର୍ତ୍ତନ ଦେଇ ଗତି କରୁଛି। ବୈଦ୍ୟୁତିକ ଯାନ (EVs) ପାଇଁ ବର୍ଦ୍ଧିତ ଚାହିଦା…

Ramayan ର ୭୮ଟି ଏପିସୋଡ୍‌ରୁ ଦୂରଦର୍ଶନ କମାଇଥିଲା ୩୧,୨୦,୦୦,୦୦୦ କୋଟି ଟଙ୍କା! ଜାଣନ୍ତୁ ଗୋଟିଏ ଦିନର କେତେ ଥିଲା ବଜେଟ୍‌…

ନୂଆଦିଲ୍ଲୀ,୪।୮: ରାମାନନ୍ଦ ସାଗରଙ୍କ ଦ୍ୱାରା ନିର୍ମିତ ‘ରାମାୟଣ’ ଆଜି ବି ଲୋକଙ୍କ ହୃଦୟରେ ରାଜ୍ କରୁଛି। ଏପରି ସ୍ଥିତିରେ ଆସନ୍ତୁ ଏହା ସହ ଜଡ଼ିତ କିଛି ଖାସ୍…

LPG ସବସିଡି ଚେକ୍‌ କରିବାକୁ ଯାଇଥିଲେ ବ୍ୟାଙ୍କ, ଖାତାରେ ଏତେ କୋଟି ଦେଖି ଉଡିଗଲା ହୋସ୍‌!

ନୂଆଦିଲ୍ଲୀ,୪।୮: ଯଦି ଆପଣଙ୍କ ବ୍ୟାଙ୍କ ଆକାଉଣ୍ଟକୁ ହଠାତ୍‌ ୧୦୦ କୋଟି ଟଙ୍କା ଆସିଯାଏ, ତେବେ ବୋଧହୁଏ ଆପଣ ନିଜ ଆଖିକୁ ବିଶ୍ୱାସ କରିପାରିବେ ନାହିଁ। ପଶ୍ଚିମବଙ୍ଗର ଜଣେ…

ଇସ୍ତଫା ଦେଲେ ୨ ବିଧାୟକ: ରାଗିଗଲେ ମୁଖ୍ୟମନ୍ତ୍ରୀ, ସିଧା କହିଦେଲେ…

ନୂଆଦିଲ୍ଲୀ,୪।୮: କର୍ନାଟକରେ ଡିକେ ଶିବକୁମାରଙ୍କ ସରକାରର କ୍ୟାବିନେଟ୍ ସମ୍ପ୍ରସାରଣ ହୋଇଛି। ମୋଟ ୨୦ ଜଣ ମନ୍ତ୍ରୀ ପଦ ଓ ଗୋପନୀୟତାର ଶପଥ ନେଇଛନ୍ତି। କଂଗ୍ରେସ ସରକାର କ୍ୟାବିନେଟ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri