Posted inଜାତୀୟ

ସିଏଏକୁ ନେଇ ଭାଜପାର ଡୋର୍‌-ଟୁ-ଡୋର୍‌ କ୍ୟାମ୍ପେନ: ୩ କୋଟି ଲୋକଙ୍କ ପାଖରେ ପହଞ୍ଚିବାକୁ ଲକ୍ଷ୍ୟ

ନୂଆଦିଲ୍ଲୀ,୫।୧: ଭାରତୀୟ ଜନତା ପାର୍ଟି(ଭାଜପା)ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ)କୁ ନେଇ ସବୁଠାରୁ ବଡ ଜନ ସଚେତନତା ଅଭିଯାନ ରବିବାରଠାରୁ ଆରମ୍ଭ କରିଛି। ଲୋକମାନଙ୍କ ମଧ୍ୟରେ ଏହି ଆଇନକୁ ନେଇ ସଚେତନତା ସୃଷ୍ଟି କରିବା ଏହାର ପ୍ରଥମ ଲକ୍ଷ୍ୟ। ଏହି ଅଭିଯାନ ଜାନୁୟାରୀ ୧୫ରେ ସରିବ। ଲୋକମାନଙ୍କ ମଧ୍ୟରେ ସିଏଏକୁ ନେଇ ବିରୋଧୀ ଯେଉଁ ଭ୍ରମ ଧାରଣା ସୃଷ୍ଟି କରିଛନ୍ତି ତାକୁ ଦୂର କରିବାକୁ ଦଳର ବଡବଡ ନେତାମାନେ ଡୋର୍‌-ଟୁ-ଡୋର୍‌ କ୍ୟାମ୍ପେନରେ ସାମିଲ ହେବେ ବୋଲି ଜଣାପଡିଛି। ଉତ୍ତର ପ୍ରଦେଶରେ ଭାଜପାର କାର୍ଯ୍ୟକାରୀ ଅଧ୍ୟକ୍ଷ ଜେ.ପି. ନଡ୍ଡା ଗାଜିଆବାଦର ବୈଶାଳୀ ସେକ୍ଟରରେ ଓ ଲୋହିଆ ନଗରର ହିନ୍ଦ୍‌ ଭବନରେ ଏକ ଜନ ସମ୍ପର୍କ ରାଲିର ଉଦ୍‌ଘାଟନ କରିବାର କାର୍ଯ୍ୟକ୍ରମ ରହିଛି। ତେବେ ୧୦ ଦିନ ମଧ୍ୟରେ ଭାଜପାର ବଡ ବଡ ନେତାମାନେ ଡୋର୍‌-ଟୁ-ଡୋର୍‌ କ୍ୟାମ୍ପେନ ମାଧ୍ୟମରେ ପ୍ରାୟ ୩ କୋଟି ଜନତାଙ୍କ ପାଖରେ ପହଞ୍ଚିବାକୁ ଲକ୍ଷ୍ୟ ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହଙ୍ଗେରୀ: ସମ୍ମାନ ଓ ସ୍ବାଧୀନତା

କେନ୍ଦ୍ରୀୟ ୟୁରୋପୀୟ ରାଷ୍ଟ୍ର ହଙ୍ଗେରୀ ଦୀର୍ଘ ୧୬ ବର୍ଷ ପରେ ନୂଆ ଶାସକ ଦେଖିବାକୁ ଯାଉଛି। ଉଗ୍ର ଦକ୍ଷିଣପନ୍ଥୀ ରାଜନୀତି ଚଳାଇ ଆସିଥିବା ଭିକ୍ଟର ଓର୍ବାନ୍‌ଙ୍କୁ ଦେଶବାସୀ…

ଅନୁ ଗର୍ଗଙ୍କ ବଡ଼ ଘୋଷଣା: ଓଡ଼ିଶା ହେବ ‘ଏସିଆ’ର….

ଭୁବନେଶ୍ୱର,୧୫ା୪(ରବିନାରାୟଣ ଜେନା):ଓଡ଼ିଶାରେ ସମୃଦ୍ଧ ଐତିହ୍ୟ, ବିବିଧ ସଂସ୍କୃତି ଓ ପ୍ରାକୃତିକ ମନୋରମ୍ୟ ରହିଛି। ଏହାକୁ ନେଇ ବିଶ୍ୱସ୍ତରୀୟ ପର୍ଯ୍ୟଟକମାନଙ୍କୁ କିଭଳି ଆକର୍ଷିତ କରାଯାଇ ପାରିବ ସେନେଇ ପର୍ଯ୍ୟଟନ…

୪ବର୍ଷ ବିତିଲା, ମିଳିଲାନି ନିଖୋଜ ଶ୍ରମିକଙ୍କ ପତ୍ତା

ନୂଆପଡ଼ା,୧୫ା୪ (ମକାରୁ ବେମାଲ):ନୂଆପଡ଼ା ଜିଲା କୋମନା ଥାନା ଦର୍ଲିପଡା ଗଁ।ର ଜଣେ ଦାଦନ ଶ୍ରମିକ ନିଖୋଜ ହେବାର ପ୍ରାୟ ୪ବର୍ଷ ବିତିଯାଇଥିଲେ ମଧ୍ୟ ତାଙ୍କର ପତ୍ତା ମିଳିନାହିଁ।…

ବିଜେଡି-କଂଗ୍ରେସ ମେଣ୍ଟକୁ ନେଇ ବଢୁଛି ଚର୍ଚ୍ଚା: ମନମୋହନ ଦେଲେ ଏମିତି ପରାମର୍ଶ

ଭୁବନେଶ୍ୱର,୧୫।୪(ସୁନିତ୍‌ ମିଶ୍ର):୨୦୨୭ରେ ରାଜ୍ୟରେ ପଞ୍ଚାୟତ ନିର୍ବାଚନ ହେବ। ଏଥିଲାଗି ପ୍ରସ୍ତୁତି ଏକ ପ୍ରକାର ଆରମ୍ଭ ହୋଇସାରିଛି। ଆସନ ସଂରକ୍ଷଣ ଆସନ୍ତା ୩୦ ତାରିଖ ସୁଦ୍ଧା ଶେଷ କରିବାକୁ…

ଇରାନ- ଆମେରିକା ମଧ୍ୟରେ କେବେ ଶେଷ ହେବ ଯୁଦ୍ଧ? ସକାଳୁ ସକାଳୁ ବଡ଼ ଘୋଷଣା କଲେ ଟ୍ରମ୍ପ

ଓ୍ବାଶିଂଟନ୍‌,୧୫।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ସହିତ ଯୁଦ୍ଧ ସମ୍ପର୍କରେ ଏକ ପ୍ରମୁଖ ବିବୃତ୍ତି ଦେଇଛନ୍ତି। ଟ୍ରମ୍ପ କହିଛନ୍ତି ଯେ ଇରାନ ସହିତ ଯୁଦ୍ଧ ଶେଷ…

ଆହୁରି ବଢ଼ିବ ତାତି: ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର, ୧୫।୪ (ବନ୍ଦନା ସେଠୀ): ରାଜ୍ୟରେ ଆହୁରି ବଢିବ ତାତି। ଗରମ ତାୱାରେ ଜଳିବ ଓଡ଼ିଶା। ସେହିପରି ଆସନ୍ତା ୬ଦିନ ପର୍ଯ୍ୟନ୍ତ ଗ୍ରୀଷ୍ମର ପ୍ରକୋପ ଲାଗିରହିବ। ଦିନର…

ଆମେରିକାକୁ ଚେତାବନୀ ଦେଲା ଚାଇନା: ହର୍ମୁଜକୁ ନେଇ ହଲଚଲ

ବେଜିଂ,୧୫ା୪(ଏଜେନ୍ସି):ପାକିସ୍ତାନ ମଧ୍ୟସ୍ଥତାରେ ଇସ୍‌ଲାମାବାଦରେ ୨୧ ଘଣ୍ଟିଆ ଶାନ୍ତି ଆଲୋଚନାରୁ ନିଷ୍କର୍ଷ ନ ବାହାରିବାରୁ ଷ୍ଟ୍ରେଟ୍‌ ଅଫ୍‌ ହର୍ମୁଜ୍‌ରେ ଆମେରିକା ଓ ଇରାନ୍‌ ପୁଣି ମୁହଁାମୁହଁି ହୋଇଛନ୍ତି। ଆମେରିକୀୟ…

ବୈଭବ ସୂର୍ଯ୍ୟବଂଶୀଙ୍କ ବଦଳରେ ଏହି ଖେଳାଳିଙ୍କୁ ସୁଯୋଗ; ରାଜସ୍ଥାନ ନିଷ୍ପତ୍ତିରେ ଅସନ୍ତୁଷ୍ଟ ଯୁବ ଓପନର!

ନୂଆଦିଲ୍ଲୀ,୧୪।୪: ଆଇପିଏଲ୍‌ ୨୦୨୬ରେ ନିଜର ବିସ୍ଫୋରକ ବ୍ୟାଟିଂ ଜରିଆରେ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିବା ୧୫ ବର୍ଷୀୟ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ ଟିମ୍‌ ମ୍ୟାନେଜମେଣ୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri