ସିଏଏକୁ ସମର୍ଥନ କରି ଭାଜପାର ଶୋଭାଯାତ୍ରା

ରାୟଗଡ଼ା ଅଫିସ,୩୧।୧: ନାଗରିକ ସଂଶୋଧନ ଆଇନ (ସିଏଏ)କୁ ସମର୍ଥନ କରି ରାୟଗଡ଼ା ଜିଲା ଭାଜପା ପକ୍ଷରୁ ଶୁକ୍ରବାର ଏକ ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି। ସ୍ଥାନୀୟ ଜଗନ୍ନାଥ ମନ୍ଦିରରୁ ଏକ ଶୋଭାଯାତ୍ରା ବାହାରି ଗଜପତି ଛକରେ ପହଞ୍ଚିଥିଲାା ପରେ ସେଠାରେ ଥିବା ଗଜପତି ମହାରାଜାଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରାଯାଇଥିଲା। ଏଥିରେ ନବରଙ୍ଗପୁରର ପୂର୍ବତନ ଏମ୍‌ପି ପର୍ଶୁରାମ ମାଝି ମୁଖ୍ୟ ବକ୍ତା ଭାବେ ଯୋଗ ଦେଇ ସିଏଏ ସମର୍ଥନରେ ନିଜର ବକ୍ତବ୍ୟ ରଖିଥିଲେ। ଜିଲା ଭାଜପା ସଭାପତି ଶିବ ପଟ୍ଟନାୟକ ମଧ୍ୟ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜାମ ଜିଲା ଭାଜପା  ସମ୍ପାଦକ ଭାବେ ମନୋନୀତ ହେଲେ ଦୁର୍ଯ୍ୟୋଧନ ରେଡ୍ଡି, ଗୁରୁ ଦାୟିତ୍ୱ ମିଳିବା ପରେ…

ଗଞ୍ଜାମ,୧।୧(ବିଦ୍ୟାଧର ସାହୁ /ଦିଲ୍ଲୀପ ସାମଲ): ଭାରତୀୟ ଜନତା ପାର୍ଟି(ଭାଜପା) ଗଞ୍ଜାମ ଜିଲା ସମ୍ପାଦକ ଭାବେ ଏନ୍‌ ଦୁର୍ଯ୍ୟୋଧନ ରେଡ୍ଡି (ପିତୁ ଭାଇ)ଙ୍କୁ ମନୋନୀତ କରିଛି ।...

ନୂଆବର୍ଷରେ କର୍ମୀଙ୍କ ବ୍ୟାନର ଓ୍ବାର, ନୂଆନୂଆ ଚେହେରା ଦେଖି…

ଧର୍ମଶାଳା,୧ା୧(ଶିବପ୍ରସାଦ ମହାନ୍ତି): ବିଦାୟ ନେଇଛି ବର୍ଷ ୨୦୨୫, ଆରମ୍ଭ ହୋଇଛି ନବବର୍ଷ ୨୦୨୬। ଏଥିପାଇଁ ଅନେକ ପ୍ରସ୍ତୁତି ମଧ୍ୟ ହୋଇଛି। ସବୁଠି ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ସହ...

ନୂଆ ରେକର୍ଡ କଲା ନନ୍ଦନକାନନ: ବୁଲିଲେ ୪୦ ଲକ୍ଷ ପର୍ଯ୍ୟଟକ

ଭୁବନେଶ୍ୱର,୧।୧: ୨୦୨୫ରେ ନନ୍ଦନକାନନକୁ ରେକର୍ଡ ସଂଖ୍ୟକ ପର୍ଯ୍ୟଟକ ଆଗମନ କରିଥିବା ଗୁରୁବାର ସୂଚନା ମିଳିଛି। ୨୦୨୫ରେ ନନ୍ଦନକାନନକୁ ୪୦ ଲକ୍ଷ ୨୦ହଜାର ୫୩୯ ପର୍ଯ୍ୟଟକ ଆସିଛନ୍ତି।...

ନୂଆବର୍ଷର ପ୍ରଥମ ଦିନରେ ଦୁର୍ଘଟଣା, ଦୁଇ ବାଇକ୍ ମୁହାଁମୁହିଁ ଧକ୍କାରେ ଜଣେ ମୃତ

ପଟ୍ଟାଙ୍ଗି୧/୧(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅନ୍ତର୍ଗତ ଦେଓଫଟ୍ଟାଙ୍ଗି ପଞ୍ଚାୟତ ସଦର ମହକୁମା ସ୍ଥିତ ଚିଲିଗୁଡା ସଲପଗୁଡା ଛକ ନିକଟରେ ଦୁଇ ମୋଟର...

୧୩ ସରକାରୀ ଯୋଜନା ବିଷୟରେ ଜାଣିବେ ଯୋଗ୍ୟ ହିତାଧିକାରୀ, ଓ୍ବାର୍ଡକୁ ଓ୍ବାର୍ଡ ବୁଲି…

କୋରାପୁଟ,୧ା୧(ଅମିତାଭ ବେହେରା): ଗୁରୁବାର କୋରାପୁଟ ପୌର ପରିଷଦ କାର୍ଯ୍ୟାଳୟ ପରିସରରେ ସହଯୋଗ ଭ୍ରାମ୍ୟମାଣ ସହାୟତା କେନ୍ଦ୍ର ବା ସଚେତନତା ରଥ ଉଦ୍‌ଘାଟିତ ହୋଇଯାଇଛି। କୋରାପୁଟ ବିଧାୟକ...

ନବୀନଙ୍କ ଉତ୍ତରାଧିକାରୀକୁ ନେଇ ଚର୍ଚ୍ଚା, ଅଶୋକ ପଣ୍ଡା କହିଲେ ଯେବେ ଯାଏ ନବୀନ ଅଛନ୍ତି…

ଭୁବନେଶ୍ବର,୧।୧: ନୂଆବର୍ଷର ପ୍ରଥମ ଦିନରେ ପୁଣି ଥରେ ନବୀନଙ୍କ ଉତ୍ତରାଧିକାରୀଙ୍କୁ ନେଇ ଚର୍ଚ୍ଚା ବଢ଼ିଛି ।ନବୀନଙ୍କୁ ଭେଟି ଶୁଭେଚ୍ଛା ଜଣାଇବା ପରେ ମୁହଁ ଖୋଲିଛନ୍ତି ଅଶୋକ...

ଗ୍ରାମବାସୀଙ୍କୁ ଜଙ୍ଗଲ ମନା, ରାତି ଉଜାଗର ରହି ହାତୀ ଜଗିଲେ ବନକର୍ମଚାରୀ

ଭଞ୍ଜନଗର,୧ା୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡରେ ଗୁରୁବାର ସନ୍ଧ୍ୟା ସୁଦ୍ଧା ୭୦ ହାତୀ ଅଛନ୍ତି। ହାତୀମାନେ ସନ୍ଧ୍ୟା ହେଲେ ଜଙ୍ଗଲରୁ ବାହାରି...

ଚମକାଇ ଦେଲା ୫୩ ବର୍ଷିୟ ନ୍ୟୁରୋସର୍ଜନଙ୍କ ଅସମୟ ମୃତ୍ୟୁ, ୩ ଦିନ ପୂର୍ବରୁ କରିଥିଲେ ECG, ନର୍ମାଲ ରିପୋର୍ଟ ପରେ ହାର୍ଟ ଆଟାକରେ ହେଲା…

ନାଗପୁର,୧।୧: ନାଗପୁରର ଜଣେ ପ୍ରସିଦ୍ଧ ନ୍ୟୁରୋସର୍ଜନ ଡକ୍ଟର ଚନ୍ଦ୍ରଶେଖର ପାଖମୋଡେ ଡିସେମ୍ବର ୩୧ ତାରିଖ ସକାଳେ ୫୩ ବର୍ଷ ବୟସରେ ହୃଦଘାତରେ ମୃତ୍ୟୁବରଣ କରିଛନ୍ତି। ଏହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri