ସିଏମ୍‌ସି କମିଶନର ଭାବେ ଯୋଗଦେଲେ ଅନନ୍ୟା ଦାସ

କଟକ ଅଫିସ, ୨୪।୬: କଟକ ମହାନଗର ନିଗମ(ସିଏମ୍‌ସି)ର କମିଶନର ଭାବେ ଅନନ୍ୟା ଦାସ ସୋମବାର କାର୍ଯ୍ୟରେ ଯୋଗଦାନ କରିଛନ୍ତି। ସହରର ଉନ୍ନତିମୂଳକ କାର୍ଯ୍ୟପ୍ରତି ଗୁରୁତ୍ୱ ଦେବେ ବୋଲି ସେ କହିଛନ୍ତି। ସହରବାସୀ ଯେପରି ଜଳବନ୍ଦୀରୁ ମୁକ୍ତି ପାଇପାରିବେ ସେ ଦିଗରେ ପଦକ୍ଷେପ ଗ୍ରହଣ କରାଯିବ ବୋଲି ଅନନ୍ୟା ସୂଚନା ଦେଇଛନ୍ତି। ପୂର୍ବରୁ ସେ ଭୁବନେଶ୍ୱର ମହାନଗର ନିଗମର ଆଡିସନାଲ କମିଶନର ଭାବେ କାର୍ଯ୍ୟରତ ଥିଲେ। ସେ ୨୦୧୫ ବ୍ୟାଚ୍‌ର ଗୁଜରାଟ କ୍ୟାଡରର ଆଇଏଏସ୍‌ ଅଫିସର।


Enter your email to get our daily news in your inbox.

All Right Reserved By Dharitri.Com

ମନଇଛା ଘରଭଡା ବଢାଇପାରିବେ କି ମାଲିକ? ଓଡ଼ିଶାରେ ଭଡାଘର ଏଗ୍ରିମେଣ୍ଟକୁ ନେଇ ବଦଳିଲା ନିୟମ

ଭୁବନେଶ୍ୱର,୧୩ା୬: ରାଜ୍ୟରେ ଘର ଭଡ଼ା ବ୍ୟବସ୍ଥାକୁ ଆଧୁନିକ ଓ ସ୍ୱଚ୍ଛ କରିବା ଲକ୍ଷ୍ୟରେ ରାଜ୍ୟ ସରକାର ‘ଓଡ଼ିଶା ସହରାଞ୍ଚଳ ଭଡ଼ା ନିୟନ୍ତ୍ରଣ ଅଧିନିୟମ, ୨୦୨୬’ର ଚିଠା ପ୍ରକାଶ…

ପଡ଼ୋଶୀଙ୍କ ଆକ୍ରମଣରେ ଜଣେ ଗୁରୁତର, ଠେଙ୍ଗାମାଡ଼ରେ…

ଦିଗପହଣ୍ଡି,୧୩ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡି. ଆମ୍ବଠା ଗ୍ରାମର ଧ୍ରୁବ ରାଉତ ତାଙ୍କ ପଡ଼ୋଶୀ ଅର୍ଜୁନ ନାହାକଙ୍କୁ ଶନିବାର ସକାଳ ପ୍ରାୟ ସାଢ଼େ…

ନିର୍ମାଣାଧୀନ କାର୍ଯ୍ୟ ପରିଦର୍ଶନ କଲେ ମନ୍ତ୍ରୀ, ସମୀକ୍ଷା କରି କହିଲେ…

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅନ୍ତର୍ଗତ ରଘୁନାଥପୁର ଛକଠାରେ ନିର୍ମାଣାଧୀନ ରିଙ୍ଗ୍‌ରୋଡ୍‌କୁ ଓଡ଼ିଶା ସରକାରଙ୍କ ଆଇନ, ପୂର୍ତ୍ତ ଓ ଅବକାରୀ ବିଭାଗର ମନ୍ତ୍ରୀ ପୃଥ୍ବୀରାଜ…

ବିବାହିତା ମହିଳାଙ୍କୁ ପ୍ରେମ କରିବା ପଡ଼ିଲା ମହଙ୍ଗା, ଯୁବକ ନେଲେ ଚରମ ନିଷ୍ପତ୍ତି…

ହାଟଡିହୀ/ଛେନାପଦୀ,୧୩ା୬(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ସୋସୋ ଥାନା ବଣିଆପଙ୍କ ଗ୍ରାମ ନିକଟରେ ଶନିବାର ଜଣେ ଯୁବକ ଜଣେ ବିବାହିତା ମହିଳାଙ୍କୁ ପ୍ରେମ କରି ଧକ୍କା ଖାଇବାରୁ…

ଆଇଟିଆଇରେ ଅଘଟଣ: ଦୁଇ ମହଲା ଛାତରୁ ଡେଇଁଲେ ଯୁବକ

କୁତ୍ରା,୧୩।୬(ଦେବାଶିଷ ସାହୁ): ସୁନ୍ଦରଗଡ ଜିଲା କୁତ୍ରା ବ୍ଲକ ଅନ୍ତର୍ଗତ ବିରିଙ୍ଗାଟୋଲିଠାରେ ଅବସ୍ଥିତ ହୃଦାନନ୍ଦ ଦାନୀ ଆଇଟିଆଇ ହଷ୍ଟେଲ ଛାତରୁ ଇଲେକ୍ଟ୍ରିକାଲ୍ ଦ୍ଵିତୀୟ ବର୍ଷ ଛାତ୍ର ଦୁଇ ମହଲା…

ଭାରତ କଲା ଏମିତି ପାକିସ୍ତାନରେ ହାହାକାର! ହଠାତ୍‌ ସାରା ବିଶ୍ୱରେ ଚହଳ

ଇସଲାମବାଦ,୧୩।୬: ସିନ୍ଧୁ ଜଳ ଚୁକ୍ତିନାମାକୁ ନେଇ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଚାଲିଥିବା ଉତ୍ତେଜନା ଏବେ ପାକିସ୍ତାନର ଅନେକ ସ୍ଥାନରେ ସ୍ପଷ୍ଟ ହେବାରେ ଲାଗିଛି। ସାମ୍ପ୍ରତିକ ରିପୋର୍ଟରୁ…

ବେନିୟମ କରତକଳ ଉପରେ ଚଢ଼ାଉ, ଖସିଗଲେ ଅଭିଯୁକ୍ତ

ଭଞ୍ଜନଗର,୧୩ା୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ କେନ୍ଦ୍ରୀୟ ବନାଞ୍ଚଳ ଅନ୍ତର୍ଗତ ଖଇରପଟି ଗ୍ରାମ ନିକଟରେ ଖୋଲାରେ ଚାଲୁଥିବା ଏକ ବେନିୟମ କରତକଳ ଉପରେ…

୩୭ ବର୍ଷର ପୁରୁଣା ରେକର୍ଡ ଭାଙ୍ଗିଲେ ରୋହିତ ଶର୍ମା, ଧର୍ମଶାଳାରେ ଇତିହାସ ରଚି…

ଧର୍ମଶାଳା,୧୩ା୬: ରୋହିତ ଶର୍ମା ଏବେ ଆନୁଷ୍ଠାନିକ ଭାବରେ ଭାରତୀୟ କ୍ରିକେଟ୍‌ ଦଳ ପାଇଁ ଓଡିଆଇ ଖେଳିଥିବା ସବୁଠାରୁ ବୟସ୍କ ଖେଳାଳି ହୋଇପାରିଛନ୍ତି। ସେ ମୋହିନ୍ଦର ଅମରନାଥଙ୍କ ୩୭…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri