ବ୍ରହ୍ମପୁର ଅଫିସ,୪ା୯: ସେଲୁନ ଭିତରେ ସିଗାରେଟ ପିଇବାକୁ ମନା କରିବାରୁ ସେଠାରେ କାମ କରୁଥିବା କର୍ମଚାରୀ ଚନ୍ଦନ ବେହେରାଙ୍କୁ ସୋମବାର ଆକ୍ରମଣ କରାଯାଇଥିଲା। ଉକ୍ତ ଘଟଣାରେ ଗୋଷାଣୀନୂଆଗଁା ପୋଲିସ ୨ ଜଣଙ୍କୁ ଗିରଫ କରିଛି। ସେମାନେ ହେଲେ ହିଲ୍ପାଟଣା ପୁରୁଣା ଖ୍ରୀଷ୍ଟିଆନ ସାହିର ମୁକେଶ ସାହୁ ଓ ଆଶିଷ ସାହୁ (୧୯)। ଅଭିଯୁକ୍ତ ଦୁଇ ଭାଇ ବୋଲି ପୋଲିସ କହିଛି। ମାମଲା ନଂ.୯୦/୧୯ ରେ ସେମାନଙ୍କୁ ମଙ୍ଗଳବାର କୋର୍ଟ ଚାଲାଣ କରାଯାଇଛି। ପ୍ରକାଶ ଯେ, ଚନ୍ଦନ ଜଣେ ଗ୍ରାହକଙ୍କ ଚୁଟି କାଟୁଥିଲେ। ସେହି ସମୟରେ ମୁକେଶ ଓ ଆଶିଷ ସେଠାରେ ପହଞ୍ଚି ସିଗାରେଟ ଟାଣିଥିଲେ। ଚନ୍ଦନ ସେମାନଙ୍କୁ ସେଲୁନ ବାହାରକୁ ଯାଇ ଟାଣିବାକୁ କହିଥିଲେ। ହେଲେ ମୁକେଶ ଓ ଆଶିଷ ରାଗିଯାଇ ଚନ୍ଦନଙ୍କୁ ଲୁହାରଡ୍ରେ ଆକ୍ରମଣ କରିଥିଲେ। ଫଳରେ ତାଙ୍କ ମୁଣ୍ଡ ଫାଟିଯାଇଥିଲା।
Posted inଆମ ଜିଲା ଖବର, ଗଞ୍ଜାମ View All
ଦୁର୍ଗାପୂଜା ପାଇଁ ପ୍ରସ୍ତୁତି ଜୋର୍ଦାର: ଦାରିଙ୍ଗବାଡ଼ିରେ ଭୂମି ପୂଜନ ସହ ଶୁଭଖୁଣ୍ଟି ସ୍ଥାପନ
ଦାରିଙ୍ଗବାଡ଼ି,୨୦ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଦୁର୍ଗାମଣ୍ଡପଠାରେ ରବିବାର ଚଳିତ ଦୁର୍ଗାପୂଜା ପାଇଁ ପ୍ରସ୍ତୁତି ଜୋରଦାର ହୋଇଛି। ଏହି ଅବସରରେ ଭୂମି ପୂଜନ, ନାଗ ପୂଜନ, ବରୁଣ…
ଗଣେଶ ମେଢ଼ ଭସାଣିବେଳେ ନିଆଁରେ ପୋଡ଼ି ୩ ଶିଶୁ ଆହତ: ପରିବାରକୁ ଭେଟି ପ୍ରଶାସନର ସହାୟତା
ପୁରୁଷୋତ୍ତମପୁର,୨୦ା୯(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ଗଣେଶ ମୂର୍ତ୍ତି ଭସାଣିବେଳେ ଜେନେରେଟରରୁ ନିଆଁ ଲାଗି ପୋଡ଼ି ଆହତ ହୋଇଥିଲେ ୩ ଶିଶୁ। ଉକ୍ତ ପରିବାରକୁ ଜିଲାପାଳଙ୍କ ନିର୍ଦ୍ଦେଶ…
ଦୁଇଦିନ ଧରି ଅନୁଷ୍ଠିତ ହେବ ଘୁମୁସର ଗବେଷଣା ପ୍ରତିଷ୍ଠାନର ବାର୍ଷିକ ସମ୍ମିଳନୀ, ଯୋଗ ଦେବେ…
ଭଞ୍ଜନଗର,୨୦ା୯(ବାବୁଲା ପ୍ରଧାନ): ଘୁମୁସର ଗବେଷଣା ପ୍ରତିଷ୍ଠାନର କାର୍ଯ୍ୟକାରିଣୀ ବୈଠକ ରବିବାର ଭଞ୍ଜନଗରସ୍ଥିତ ପ୍ରତିଷ୍ଠାନ କାର୍ଯ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଆଗାମୀ ଦୁଇଦିନିଆ ବାର୍ଷିକ ସମ୍ମିଳନୀ ସମେତ…
ଗର୍ଭବତୀ ସ୍ତ୍ରୀଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲେ ସ୍ବାମୀ, ଦିଅର କହିଲେ…
ବଲାଙ୍ଗୀର,୨୦ା୯(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ କର୍ଲାପିଟା ଗାଁରେ ରବିବାର ବୀଭତ୍ସ ହତ୍ୟାକାଣ୍ଡ ଘଟିଯାଇଛି। ସ୍ବାମୀଙ୍କ ଟାଙ୍ଗିଆ ଚୋଟରେ ୪ ମାସର ଗର୍ଭବତୀ ସ୍ତ୍ରୀ…
ସମ୍ଭାବ୍ୟ ବାତ୍ୟା ‘ଅର୍ଣ୍ଣବ’କୁ ନେଇ ବଢ଼ିଲା ଚିନ୍ତା: ସମୁଦ୍ର ଛାଡ଼ି କୂଳମୁହାଁ ମତ୍ସ୍ୟଜୀବୀ, ଆଶଙ୍କାରେ ଲୋକେ
ମହାକାଳପଡ଼ା,୨୦ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ସହିତ ସମ୍ଭାବ୍ୟ ବାତ୍ୟା ଅର୍ଣ୍ଣବ ଚିନ୍ତା ବାଇଛି। ଫଳରେ ବିଶେଷ କରି ଉପକୂଳ ଅଞ୍ଚଳ ପାରମ୍ପରିକ ମାଛ…
ଜଙ୍ଗଲରେ ପଡ଼ିଛି ହାତୀର ମୃତଦେହ, ମୃତ୍ୟୁର କାରଣ ଅସ୍ପଷ୍ଟ
ଜଳେଶ୍ୱର,୨୦ା୯(ନବୀନ ସାହୁ): ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକ ଅନ୍ତର୍ଗତ ବରଡିହା ବନଖଣ୍ଡ କଳମା ପଞ୍ଚାୟତର ଆମ୍ବତୁମ୍ବା ଜଙ୍ଗଲରୁ ଏକ ମାଈହାତୀର ମୃତଦେହ ଉଦ୍ଧାର କରାଯାଇଛି। ପ୍ରାପ୍ତ ସୂଚନା…
ଜନସାଧାରଣଙ୍କ ଅଭିଯୋଗ ଶୁଣିଲେ ଏସ୍ପି, ଅନ୍ଧବିଶ୍ୱାସଠାରୁ ଦୂରେଇ ରହିବା ନେଇ…
ଗଞ୍ଜାମ,୨୦ା୯(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମା ଫାଣ୍ଡି ପୋଲିସ ପକ୍ଷରୁ ଫାଣ୍ଡି ପରିସରରେ ଆମ ପୋଲିସ ସମିତି ବୈଠକ ରବିବାର ଅନୁଷ୍ଠିତ ହୋଇଥିଲା। ଛତ୍ରପୁର…
ମାଉଜର ଦେଖାଇ ଫାଇନାନ୍ସ କମ୍ପାନୀ କର୍ମଚାରୀଙ୍କଠାରୁ ଲକ୍ଷାଧିକ ଟଙ୍କା ଝାମ୍ପିନେଲେ ୪ ଦୁର୍ବୃତ୍ତ
ନନ୍ଦପୁର,୨୦ା୯(ତୁଷାରକାନ୍ତ ମହାନ୍ତି): ପାର୍ବଣ ପୂର୍ବରୁ କୋରାପୁଟ ଜିଲାର ବିଭିନ୍ନ ସ୍ଥାନରେ ଚୋରି ଡକାୟତି ରାହାଜାନି ଘଟଣା ଦିନକୁ ଦିନ ବୃଦ୍ଧି ପାଉଛି। ନନ୍ଦପୁର ଥାନା କ୍ଷେତ୍ର ପାଲିବା…

