Posted inଖେଳ

ସିଙ୍ଗାପୁର ଗ୍ରାଁପ୍ରି: ଚାଲର୍‌ସଙ୍କୁ ପୋଲ ପୋଜିଶନ

ସିଙ୍ଗାପୁର, ୨୨।୯ (ଏଏଫ୍‌ପି)- ଫେରାରି ଡ୍ରାଇଭର ଚାଲର୍‌ସ ଲେକ୍ଲର୍କ ସିଙ୍ଗାପୁର ଗ୍ରାଁପ୍ରି ଫର୍ମୁଲା-୧ ରେସ୍‌ରେ ପୋଲ୍‌ ପୋଜିଶନ ହାସଲ କରିଛନ୍ତି। ଇଟାଲୀ ଓ ବେଲଜଜିୟମ ଗ୍ରାଣ୍ଡପ୍ରିକ୍ସ ଫର୍ମୁଲା-୧ ରେସ୍‌ରେ ଟାଇଟଲ ହାସଲ କରିବା ପରେ ଚାଲର୍‌ସ ଏବେ କ୍ରମାଗତ ତୃତୀୟ ଗ୍ରାଣ୍ଡପ୍ରିକ୍ସ ଜିତି ହ୍ୟାଟ୍ରିକ ଅର୍ଜନ କରିବାର ସମ୍ଭାବନା ସୃଷ୍ଟି କରିଛନ୍ତି। ମୋନାକୋର ଏହି ୨୧ ବର୍ଷୀୟ ଡ୍ରାଇଭର ମର୍ସିଡିଜର ଲୁଇସ୍‌ ହାମିଲଟନ ଓ ଫେରାରୀର ସେବାଷ୍ଟିଆନ ଭେଟେଲଙ୍କୁ ପଛରେ ପକାଇ ଏହି ସଫଳତା ପାଇଛନ୍ତି। ହାମିଲଟନଙ୍କଠାରୁ ସେ ୦.୧୯୧ ସେକେଣ୍ଡରେ ପଛରେ ପକାଇଥିଲେ। ଚାଲର୍‌ସ ୧:୩୬. ୨୧୭ ସେକେଣ୍ଡ ସମୟ ନେଇ ଶୀର୍ଷ ସ୍ଥାନରେ ରହିଥିଲେ। ସେହିପରି ହାମିଲଟନ ୧: ୩୬.୪୦୮, ଭେଟେଲ ୧: ୩୬.୪୩୭ ସେକେଣ୍ଡ ସୟମ ନେଇ ଯଥାକ୍ରମେ ଦ୍ୱିତୀୟ ଓ ତୃତୀୟ ସ୍ଥାନରେ ରହିଥିଲେ। ରବିବାର ଟାଇଟଲ ପାଇଁ ରେସ୍‌ ଆୟୋଜନ ହେବ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଫାଇନାଲ ମ୍ୟାଚ ପୂର୍ବରୁ ବୈଭବଙ୍କୁ ନେଇ ଏ କ’ଣ କହିଦେଲେ ଇଶାନ କିଶନ, ଚାରିଆଡେ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ, ୫।୯: ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ରବିବାରଠାରୁ ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଖେଳାଯିବ। ଚେନ୍ନାଇର ଏମଏ ଚିଦମ୍ବରମ ଷ୍ଟାଡିୟମରେ ଏହି…

ରୋହିତ ଶର୍ମାଙ୍କ ଭବିଷ୍ୟତ ବିଷୟରେ BCCI କେବେ ନେବ ନିଷ୍ପତ୍ତି? ସାମ୍ନାକୁ ଆସିଲା ତାରିଖ

ନୂଆଦିଲ୍ଲୀ,୫।୯: ଭାରତୀୟ ODI ଦଳରେ ରୋହିତ ଶର୍ମାଙ୍କ ଭବିଷ୍ୟତ କ’ଣ ଅଛି, ଏବଂ ସେ କ’ଣ 2027 ODI ବିଶ୍ୱକପ ପାଇଁ ଯୋଜନାର ଅଂଶ ହେବେ? ଏହି…

ଆଜି ଭାରତ-ପାକିସ୍ତାନ ମ୍ୟାଚ: କିଏ ଜିତିବ ବାଜି

ଦୁବାଇ, ୫।୯ (ପି.ଟି.):ଚଳିତ ଏସିଆ କପ୍‌ ମହିଳା କ୍ରିକେଟରେ ପ୍ରତୀକ୍ଷିତ ଭାରତ-ପାକିସ୍ତାନ ମ୍ୟାଚ ଶନିବାର ଅନୁଷ୍ଠିତ ହେବ। ପ୍ରଥମ ଦୁଇ ମ୍ୟାଚରେ ବିଜୟୀ ହୋଇ ସେମିଫାଇନାଲରେ ପ୍ରବେଶ…

‘ମୋ ପତ୍ନୀ ମଧ୍ୟ…’, ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଏମିତି କାହିଁକି କହିଲେ ପୂର୍ବତନ ଭାରତୀୟ କ୍ରିକେଟର, ବଢିଲା ଚର୍ଚ୍ଚା

ନୂଆଦିଲ୍ଲୀ,୫।୯: ମାତ୍ର ୧୫ ବର୍ଷ ବୟସରେ କ୍ରିକେଟ ଜଗତରେ ନିଜର ଗଭୀର ଛାପ ଛାଡ଼ିଛନ୍ତି ବୈଭବ ସୂର୍ଯ୍ୟବଂଶୀ। ଏହି ଯୁବ କ୍ରିକେଟରଙ୍କ ପ୍ରତିଭାକୁ ନେଇ ଏବେ ପୂର୍ବତନ…

ବୈଭବ ସୂର୍ଯ୍ୟବଂଶୀଙ୍କ ସହ ଓପନିଂ କରିବେ ସଞ୍ଜୁ? ବୋଲରଙ୍କ ମୁଣ୍ଡବିନ୍ଧାର କାରଣ ସାଜିବେ ଏହି ଯୋଡ଼ି

ନୂଆଦିଲ୍ଲୀ,୪।୮: ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ସିରିଜ୍‌ ଶେଷ ହେବା ପରେ ଏବେ ପୁଣି ଥରେ ଟି-୨୦ ଫର୍ମାଟ୍‌ରେ ମଇଦାନକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଉଛି ଭାରତୀୟ ଦଳ। ଏହି…

ପ୍ରଥମ ଥର ଭାରତ-ଜାପାନ ଖେଳିବେ ଟି୨୦ମ୍ୟାଚ

ନୂଆଦିଲ୍ଲୀ, ୪ା୯: ଏସିଆନ ଗେମ୍ସ ପୂର୍ବରୁ ସେପ୍ଟେମ୍ବର ୨୨ରେ ଭାରତୀୟ ପୁରୁଷ କ୍ରିକେଟ ଦଳ ଜାପାନ ବିପକ୍ଷରେ ପ୍ରଥମ ଥର ଏକ ଅନ୍ତର୍ଜାତୀୟ ଟି୨୦ ମ୍ୟାଚ ଖେଳିବ।…

ଭକ୍ତିରେ ବୁଡିଲେ ବିରାଟ କୋହଲି, ଜନ୍ମାଷ୍ଟମୀରେ…

ନୂଆଦିଲ୍ଲୀ,୪।୯: ଜନ୍ମାଷ୍ଟମୀ ଅବସରରେ, ବିରାଟ କୋହଲିଙ୍କୁ ମଧ୍ୟ ଭକ୍ତିର ଭାବନାରେ ବୁଡ଼ ପକାଇଥିବାର ଦେଖାଯାଇଥିଲା। ସେ ପ୍ରଶଂସକମାନଙ୍କୁ ତାଙ୍କର ଶୁଭେଚ୍ଛା ଜଣାଇଥିଲେ। ଏହି ସମୟରେ, ‘କିଙ୍ଗ କୋହଲି’…

‘ବସ-ଉଠ’ ହେଲେ ଅଭିଷେକ ଶର୍ମା, ଜନ୍ମଦିନରେ ସ୍ବତନ୍ତ୍ର ଭିଡିଓ ଶେୟାର କରି…

ନୂଆଦିଲ୍ଲୀ,୪।୯: ଭାରତୀୟ କ୍ରିକେଟର ଅଭିଷେକ ଶର୍ମା ଆଜି ତାଙ୍କର ୨୬ତମ ଜନ୍ମଦିନ ପାଳନ କରୁଛନ୍ତି। ୪ ସେପ୍ଟେମ୍ବର ୨୦୦୦ରେ ଜନ୍ମଗ୍ରହଣ କରିଥିବା ଅଭିଷେକ ଟି-୨୦ ଦଳର ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri