Posted inଜାତୀୟ

ସିଜେଆଇଙ୍କ ବିରୋଧରେ ଯୌନଶୋଷଣ ଅଭିଯୋଗ: ତଦନ୍ତ କମିଟିରେ ହାଜର ହେଲେ ମହିଳା

ନୂଆଦିଲ୍ଲୀ,୨୭ା୪(ପି.ଟି.): ଭାରତର ପ୍ରଧାନ ବିଚାରପତି (ସିଜେଆଇ) ରଞ୍ଜନ ଗୋଗୋଇଙ୍କ ବିରୋଧରେ ଯୌନ ଶୋଷଣ ଅଭିଯୋଗ ଆଣିଥିବା ସୁପ୍ରିମକୋର୍ଟର ପୂର୍ବତନ ମହିଳା କର୍ମଚାରୀ ଶୁକ୍ରବାର ଇନ୍‌ହାଉସ୍‌ ତଦନ୍ତ କମିଟିରେ ହାଜର ହୋଇଛନ୍ତି। ଅଭିଯୋଗର ତଦନ୍ତ ଲାଗି ଜଷ୍ଟିସ୍‌ ଏସ.ଏ. ବୋବ୍‌ଡେଙ୍କ ନେତୃତ୍ୱରେ ଜଷ୍ଟିସ୍‌ ଇନ୍ଦୁ ମାଲହୋତ୍ରା ଏବଂ ଇନ୍ଦିରା ବାନାର୍ଜୀଙ୍କୁ ନେଇ ତିନିଜଣିଆ କମିଟି ଗଠନ କରାଯାଇଛି। ଅଭିଯୋଗକାରିଣୀଙ୍କ ସମେତ ସୁପ୍ରିମକୋର୍ଟର ସେକ୍ରେଟାରୀ ଜେନେରାଲ ମଧ୍ୟ ଉକ୍ତ କମିଟିରେ ହାଜର ହୋଇଥିଲେ। ତେବେ ଶୁଣାଣିରେ ଭାଗନେବାକୁ କେବଳ ମହିଳାଙ୍କୁ ଅନୁମତି ମିଳିଥିଲା। ତାଙ୍କ ସହ ଆସିଥିବା ଓକିଲଙ୍କୁ ମଧ୍ୟ ଶୁଣାଣି ପ୍ରକ୍ରିୟାରେ ସାମିଲ ହେବାକୁ ଦିଆଯାଇ ନ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଚନ୍ଦ୍ରପୃଷ୍ଠକୁ ଯାତ୍ରା ପାଇଁ ନୂଆ ଶସ୍ତା ମାର୍ଗ

ନୂଆଦିଲ୍ଲୀ,୨୪।୫: ମହାକାଶ ଗବେଷଣା କ୍ଷେତ୍ରରେ ବୈଜ୍ଞାନିକମାନଙ୍କୁ ଏକ ବଡ଼ ସଫଳତା ମିଳିଛି। ପୃଥିବୀରୁ ଚନ୍ଦ୍ରପୃଷ୍ଠକୁ ଯାତ୍ରା କରିବା ପାଇଁ ଏକ ନୂତନ ଏବଂ କମ୍‌ ଇନ୍ଧନ ଖର୍ଚ୍ଚ…

୧୦ ଦିନରେ ୫ ଟଙ୍କା ମହଙ୍ଗା ପେଟ୍ରୋଲ, ଡିଜେଲ

ଭାରତରେ ତୈଳ ବିପଣନ କମ୍ପାନୀ ପେଟ୍ରୋଲ ଓ ଡିଜେଲ ଦର ୧୦ ଦିନ ମଧ୍ୟରେ ୩ ଥର ବୃଦ୍ଧି କରିସାରିଲେଣି। ଶନିବାର ପେଟ୍ରୋଲ ଦର ଲିଟର ପିଚ୍ଛା…

ଟ୍ୱିଶା ଶର୍ମା ମୃତ୍ୟୁ ମାମଲାରେ ସୁପ୍ରିମକୋର୍ଟଙ୍କ ହସ୍ତକ୍ଷେପ,୨୫ରେ …

ନୂଆଦିଲ୍ଲୀ,୨୩ା୫: ଗଣମାଧ୍ୟମ ରିପୋର୍ଟକୁ ଆଧାର କରି ସୁପ୍ରିମକୋର୍ଟ ଅଭିନେତ୍ରୀ ତଥା ମଡେଲ ଟ୍ବିଶା ଶର୍ମା ମୃତ୍ୟୁ ମାମଲାକୁ ନିଜଆଡ଼ୁ ବିଚାର ପାଇଁ ଗ୍ରହଣ କରିଛନ୍ତି। ପ୍ରଧାନ ବିଚାରପତି…

ଅଂଶୁଘାତ ନେଲା ୧୬ ଜୀବନ

ହାଇଦ୍ରାବାଦ,୨୩ା୫: ତେଲଙ୍ଗାନାରେ ପ୍ରବଳ ଗ୍ରୀଷ୍ମଲହରି ଜାରି ରହିଥିବାବେଳେ ଅଂଶୁଘାତରେ ୧୬ ଜଣଙ୍କର ମୃତ୍ୟୁ ଘଟିଥିବା ରାଜ୍ୟ ରାଜସ୍ବ ମନ୍ତ୍ରୀ ପୋଙ୍ଗୁଲେଟି ଶ୍ରୀନିବାସ ରେଡ୍ଡୀ ଶନିବାର ପ୍ରକାଶ କରିଛନ୍ତି।…

ସମର୍ଥଙ୍କୁ ୭ ଦିନିଆ ରିମାଣ୍ଡରେ ନେଲା ପୋଲିସ

ଭୋପାଳ,୨୩ା୫: ଟ୍ବିଶା ଶର୍ମା ମୃତ୍ୟୁ ମାମଲାରେ ୧୦ ଦିନ ହେଲା ଫେରାର ଥିବା ସ୍ବାମୀ ସମର୍ଥ ସିଂଙ୍କୁ ପୋଲିସ ଶୁକ୍ରବାର ଜବଲପୁରରୁ ଗିରଫ କରିବା ପରେ ଶନିବାର…

କୋଟିଏ ଟଙ୍କାର ବୀମା ଟଙ୍କା ପାଇଁ ସ୍ବାମୀଙ୍କ ଉପରେ ଲାଗିଲା ଗୁରୁତର ଅଭିଯୋଗ! ସୋସିଆଲ ମିଡ଼ିଆରେ ଘୁରି ବୁଲୁଛି ଭିଡ଼ିଓ

ଚେନ୍ନାଇ,୨୩।୫: ତେଲେଙ୍ଗାନାର ଖମ୍ମମ ଜିଲାର ଥିରୁମାଲାୟାପାଲେମ ମଣ୍ଡଳରେ ଅବସ୍ଥିତ ଗୋଲ ଥାଣ୍ଡା ଗାଁରେ ଜଣେ ୨୯ ବର୍ଷୀୟ ବିବାହିତ ମହିଳାଙ୍କ ସନ୍ଦେହଜନକ ଅବସ୍ଥାରେ ମୃତଦେହ ମିଳିଛି। ମୃତକଙ୍କ…

ଶୁଭେନ୍ଦୁଙ୍କ ବଡ଼ ଆକ୍ସନ, ମମତାଙ୍କୁ ଲାଗିବ ଶକ୍ତ ଧକ୍କା

କୋଲକାତା,୨୩।୫: କୋଲକାତାର ପ୍ରସିଦ୍ଧ ସଲ୍ଟ ଲେକ ଷ୍ଟାଡିୟମ ବାହାରେ ଅବସ୍ଥିତ ଏକ ବିବାଦୀୟ ପ୍ରତିମୂର୍ତ୍ତିକୁ ଭାଙ୍ଗି ଦିଆଯାଇଛି। ଏହି ମୂର୍ତ୍ତିରେ ଫୁଟବଲ ଉପରେ ଦୁଇଟି ଅସ୍ଥିର ଗୋଡ଼କୁ…

ରାଘବ ଚଢାଙ୍କୁ ରାଜ୍ୟ ସଭାରେ ବଡ଼ ଦାୟିତ୍ୱ, ଭାଜପାର ବଡ଼ ଘୋଷଣା

ନୂଆଦିଲ୍ଲୀ,୨୩।୫: ଆମ ଆଦମୀ ପାର୍ଟି ଛାଡି ଭାଜପାରେ ଯୋଗଦେବା ପରେ ତୁରନ୍ତ ରାଜ୍ୟ ସଭା ଏମପି ରାଘବ ଚଢାଙ୍କୁ ଏକ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ଦିଆଯାଇଛି। ତାଙ୍କୁ ରାଜ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri