ସିଟି ହସ୍ପିଟାଲ ଦାବି: ଧାରଣାକୁ ଓହ୍ଲାଇଲା ଭାଜପା

ବରଗଡ଼ ଅଫିସ,୧।୨: ବରଗଡ଼ ସହରରେ ଥିବା ପୁରୁଣା ଜିଲା ମୁଖ୍ୟ ଡାକ୍ତରଖାନାକୁ ସିଟି ହସ୍ପିଟାଲ ଘୋଷଣା ଦାବିରେ ଆନ୍ଦୋଳନ ତେଜି ଉଠିଛି। ଏହି ଦାବି ନେଇ ଶନିବାର ଭାଜପା ସ୍ଥାନୀୟ ଥାନାଛକରେ ତିନି ଘଣ୍ଟିଆ ଧାରଣାକୁ ଓହ୍ଲାଇଛି। ଦଳର ଜିଲା ସଭାପତି ଅଶ୍ବିନୀ ଷଡଙ୍ଗୀଙ୍କ ନେତୃତ୍ୱରେ ଚାଲିଥିବା ଏହି ଧାରଣାରେ ପ୍ରୀତମ ସିଂ, ରବି ନାରାୟଣ ଦାଶ, ସୁଶାନ୍ତ ମିଶ୍ର, ସୁବ୍ରତ ହୋତା, ଅକ୍ରୂର ମଲ୍ଲିକଙ୍କ ସମେତ ବହୁସଂଖ୍ୟକ ଦଳୀୟ ନେତା, କର୍ମୀ ଉପସ୍ଥିତ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଇନ ସଚେତନତା କାର୍ଯ୍ୟକ୍ରମ, ଯୌନ ନିର୍ଯାତନା….

ଭଞ୍ଜନଗର,୨୮।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ତାଲୁକ ଆଇନ ସେବା କମିଟିର ଆନୁକୂଲ୍ୟରେ ରବିବାର ସ୍ଥାନୀୟ ଭଞ୍ଜ କଲେଜ ଅଫ୍ ନର୍ସିଂ ପରିସରରେ ଏକ ଆଇନ ସଚେତନତା…

ରାଇସ ମିଲ୍‌ ପରିସରରୁ ମିଳିଲା ସ୍କ୍ରାପ ଗୋଟାଳିଙ୍କ ମୃତଦେହ, କାରଣ ଖୋଜୁଛି ପୋଲିସ

କୁଆଁରମୁଣ୍ଡା,୨୮।୬(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ଥାନା ଅଧୀନ କୁମଝରିଆ ପଞ୍ଚାୟତ ବିଜାବାହାଲ ନିକଟସ୍ଥ ଏକ ରାଇସ ମିଲ୍‌ ପରିସରରୁ ଜଣେ ବୃଦ୍ଧାଙ୍କ ମୃତଦେହ ମିଳିଛି।…

‘ତତ୍କାଳ’ ଏବଂ ‘କରେଣ୍ଟ’ ଟିକେଟ୍ ବୁକିଂ ମଧ୍ୟରେ ଥିବା ତଫାତ କ’ଣ? ଜାଣିଥିଲେ ସହଜ ହେବ ଯାତ୍ରା

ନୂଆଦିଲ୍ଲୀ,୨୮।୬: ଭାରତୀୟ ରେଳବାଇରେ ଯାତ୍ରା କରୁଥିବା ଯାତ୍ରୀମାନଙ୍କ ପାଇଁ ଟିକେଟ୍ ବୁକିଂର ଅନେକ ବିକଳ୍ପ ରହିଛି। ଏହା ମଧ୍ୟରେ ତତ୍କାଳ ବୁକିଂ (Tatkal Booking) ଏବଂ କରେଣ୍ଟ…

IND vs IRE: ପୁଣି ନିରାଶ ହେଲେ ବୈଭବ; କିଏ ସେହି ସୂର୍ଯ୍ୟାଂଶ-ପ୍ରିନ୍ସ, ଯାହାଙ୍କୁ ମିଳିଲା ସୁଯୋଗ?

ବେଲଫାଷ୍ଟ,୨୮।୬: ଭାରତ ଏବଂ ଆୟରଲ୍ୟାଣ୍ଡ ମଧ୍ୟରେ ଚାଲିଥିବା ଟି-୨୦ ସିରିଜ୍‌ର ଆରମ୍ଭ ବେଶ୍ ରୋମାଞ୍ଚକର ରହିଛି, ଯେଉଁଠାରେ ଘରୋଇ ଦଳ ପ୍ରଥମ ମ୍ୟାଚ୍‌ରେ ଭାରତକୁ ହରାଇ ଇତିହାସ…

ଦେବସ୍ନାନ ପୂର୍ଣ୍ଣିମା, ଆସନ୍ତାକାଲି ସବୁ ସ୍କୁଲ୍‌ ବନ୍ଦ

ପୁରୀ,୨୮ା୬: ସୋମବାର ପବିତ୍ର ଦେବସ୍ନାନ ପୂର୍ଣ୍ଣିମା । ଆସନ୍ତାକାଲି ଅର୍ଥାତ୍ ସୋମବାର ପୁରୀ ମହାନଗର ନିଗମରେ ବନ୍ଦ ରହିବ ସମସ୍ତ ସ୍କୁଲ । ଶିଶୁ ବାଟିକାଠାରୁ ଦ୍ବାଦଶ…

ପ୍ରଦୀପଙ୍କ ମୃତ୍ୟୁକୁ ନେଇ ଅଞ୍ଚଳରେ ଶୋକର ଛାୟା, ସହଯୋଗର ହାତ ବଢ଼ାଇଲେ ସାଥି ଶିକ୍ଷକ

ଦାରିଙ୍ଗବାଡି,୨୮ା୬(ଅରୁଣ ସାହୁ): ଜଣେ ଶିକ୍ଷକଙ୍କ ମୃତ୍ୟୁ ପରେ ତାଙ୍କ ସାଥି ଶିକ୍ଷକ ମାନେ ମୃତକଙ୍କ ପରିବାର ଲୋକଙ୍କୁ ସହାୟତାର ହାତ ବଢ଼ାଇ ଚର୍ଚ୍ଚାକୁ ଆସିଛନ୍ତି । ପ୍ରକାଶଯୋଗ୍ୟ…

ଅଲଗା ହେବେ ଗୌରବ ଖାନ୍ନା-ଆକାଂକ୍ଷା ଚମୋଲା, ସାମ୍ନାକୁ ଆସିଲା ଛାଡ଼ପତ୍ରର ଅସଲ କାରଣ!

ମୁମ୍ବାଇ: ଅଲଗା ହେବେ ଟେଲିଭିଜନ ଦୁନିଆର ଆଉ ଏକ ପ୍ରିୟ ଦମ୍ପତି। ଅଭିନେତ୍ରୀ ଆକାଂକ୍ଷା ଚମୋଲା ଏବଂ ଅଭିନେତା ତଥା ବିଗ୍‌ବସ୍‌ ବିଜେତା ଗୌରବ ଖାନ୍ନାଙ୍କ ସମ୍ପର୍କରେ…

କୋଳି ତୋଳିବାକୁ ଯାଇଥିଲେ ମା’-ଝିଅ, ହଠାତ୍‌ ବଦଳିଗଲା ପାଗ, ଘଟିଲା ବଡ଼ ଅଘଟଣ

ଉମରକୋଟ,୨୮ା୬(ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲା ରାଇଘର ବ୍ଲକରୁ ଆସିଛି ଏକ ଦୁଃଖଦ ଖବର। କୋଳି ତୋଳିବାକୁ ଯାଇ ମା’-ଝିଅଙ୍କ ଜୀବନ ଚାଲିଯାଇଛି। ଏହି ଘଟଣା ପରେ ଗାଁରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri