ସିଡିଏମ୍‌ଓ ଦାୟିତ୍ୱ ନେଲେ ଅମରେନ୍ଦ୍ର ନାଥ

ଅନୁଗୋଳ ଅଫିସ, ୧୨।୯ – ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଭାବେ ୪ ମାସ ପରେ ବୁଧବାର ପୁଣି ଥରେ ଦାୟିତ୍ୱ ନେଇଛନ୍ତି ଡାକ୍ତର ଅମରେନ୍ଦ୍ରନାଥ ମହାନ୍ତି। ଭାରପ୍ରାପ୍ତ ଜିଲା ମୁଖ୍ୟ ଚିକିତ୍ସାଧିକାରୀ ପ୍ରତାପ କୁମାର ବେହେରାଙ୍କ ଠାରୁ ପୂର୍ବାହ୍ନରେ ବିଧିବଦ୍ଧ ଭାବେ ସେ ଦାୟିତ୍ୱ ନେଇଛନ୍ତି। ତେବେ ମେଡିକାଲରେ ଛାଡ଼ି ଯାଇଥିବା ଅଧୁରା କାର୍ଯ୍ୟକୁ ସେ ପୂରଣ କରିବେ ବୋଲି ଦାୟିତ୍ୱ ନେବା ପରେ ଅମରେନ୍ଦ୍ର ନାଥ କହିଛନ୍ତି। ଡାକ୍ତର ମହାନ୍ତି ଚଳିତବର୍ଷ ଜାନୁୟାରୀ ୧୪ରେ ଅନୁଗୋଳ ସିଡିଏମ୍‌ଓ ଭାବେ ଦାୟିତ୍ୱ ନେଇଥିଲେ ହେଁ ଫନୀ ବାତ୍ୟା ପରେ ତାଙ୍କୁ ମେ ୧୯ରେ ପୁରୀ ଜିଲାକୁ ବଦଳି କରାଯାଇଥିଲା। ତେବେ ଗତ ୭ ତାରିଖରେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ୧୪ ଜଣ ସିଡିଏମ୍‌ଓଙ୍କ ବଦଳି ତାଲିକା ପ୍ରକାଶ ପାଇଥିଲା। ଏଥିରେ ଡାକ୍ତର ମହାନ୍ତିଙ୍କୁ ପୁନର୍ବାର ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଭାବେ ପୁରୀରୁ ବଦଳି କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଜଙ୍ଗଲରେ ପଡ଼ିଛି ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ ଜଣାପଡୁଛି…

କାମାକ୍ଷାନଗର,୧୯ା୩(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ସାରୁଆଳି ଗ୍ରାମ ଜଙ୍ଗଲରେ ଜଣେ କଲେଜ ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଛି। କାମାକ୍ଷାନଗର ମହିଳା…

ଧାନକ୍ରୟ କେନ୍ଦ୍ର ସାମ୍ନାରେ ୨ ଚାଷୀଙ୍କ ଧାରଣା: ସମିତିର ଏମିତି ତ୍ରୁଟି…

ତିହିଡି଼,୧୯/୩(ସଞ୍ଜିତ ବଳ):ତିହିଡି଼ ବ୍ଲକ ଅଧୀନ ବାରସର ସମବାୟ ସମିତି ଧାନ କ୍ରୟ କେନ୍ଦ୍ର କାର୍ଯ୍ୟାଳୟ ସାମ୍ନାରେ ଗୁରୁବାର ସକାଳଠାରୁ ୨ଜଣ ଚାଷୀ ଧାରଣାରେ ବସିଛନ୍ତି l ତିଆଡ଼ିସାହି…

ଶୈଳପୁତ୍ରୀ ବେଶରେ ଭକ୍ତଙ୍କୁ ଦର୍ଶନ ଦେଲେ ମା’ କନକଦୁର୍ଗା

ଦେବଗଡ଼,୧୯ା୩(ଶଶାଙ୍କ ଶେଖର ଝାଙ୍କର): ମଠସାହିସ୍ଥିତ ମା’ କନକ ଦୁର୍ଗା ମନ୍ଦିରରେ ବାସନ୍ତିକ ନବରାତ୍ର ପୂଜା ଆରମ୍ଭ ହୋଇଛି। ପ୍ରଥମ ଦିବସରେ ଦେବୀଙ୍କ ପୂଜାର୍ଚ୍ଚନା ସହିତ ଭକ୍ତମାନେ ମାନସିକ…

ବାଇକ୍‌ରେ ଯାଉଥିଲେ ୩ ଭାଇ, ୧୦ ପୁଟ ଡ୍ରେନ ତଳକୁ ଖସିଲା ଗାଡ଼ି: ଆଉ ତା’ପରେ…

ବଘିଆପଡା,୧୯।୩(ଶ୍ରୀକାନ୍ତ ସାହୁ): ଖୋର୍ଦ୍ଧା-ବଲାଙ୍ଗୀର ୫୭ ନମ୍ବର ଜାତୀୟ ରାଜପଥ ବୌଦ୍ଧ ଥାନା ଜହ୍ନାପଙ୍କ ଫାଣ୍ଡି ଅନ୍ତଗତ ତେଲିବନ୍ଧ ପନ୍ଥାଇ ବୁଲାଣି ନିକଟରେ ଭାରସାମ୍ୟ ହରାଇ ଏକ ବାଇକ…

ଭୟାବହ ଅଗ୍ନିକାଣ୍ଡ: ପିଚୁ କାରଖାନାରେ ଲାଗିଲା ନିଆଁ

ସମ୍ବଲପୁର,୧୯।୩(ପ୍ରମୋଦ ବହିଦାର): ସମ୍ବଲପୁର ସହର ଉପକଣ୍ଠରେ ଥିବା ଏକ ପିଚୁ କାରଖାନାରେ ଆଜି ସକାଳୁ ଏକ ଭୟାବହ ଅଗ୍ନିକାଣ୍ଡ ଘଟିଯାଇଛି। କାରଖାନା ପରିସରରେ ହଠାତ ନିଆଁ ଲାଗିଯିବାରୁ…

୪ ଦିନରେ ୨ ଲକ୍ଷରୁ ଉର୍ଦ୍ଧ୍ୱ କଇଁଛଙ୍କ ଅଣ୍ଡାଦାନ: ସୁରକ୍ଷା ବ୍ୟବସ୍ଥା କଡାକଡି

ଗଞ୍ଜାମ,୧୯।୩(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଋଷିକୁଲ୍ୟା ମୁହାଁଣ ବେଳାଭୂମିର ବିସ୍ତିର୍ଣ୍ଣ ବାଲୁକା ଶଯ୍ୟାରେ ଚତୁର୍ଥ ରାତ୍ର ସୁଦ୍ଧା ୨ ଲକ୍ଷରୁ ଉର୍ଦ୍ଧ୍ୱ ସାମୁଦ୍ରିକ…

ପାଖାପାଖି ମାସେ ହେବ ନିଖୋଜ ଥିଲେ ଗଗନ: ଗଛରୁ ମିଳିଲା…

ପରଜଙ୍ଗ୧୯।୩( ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା କନ୍ଦରସିଂହା ଦଳିତ ବସ୍ତିର ଗଗନ ନାୟକ ଗତ ଫେବୃଆରୀ ମାସ ୨୨ଠାରୁ ନିଖୋଜ ଥିବା ପରିବାର ଲୋକ…

ଶୋଇଥିଲେ ଚକ୍ରଧର: ଘରେ ପଶିଲେ ଦୁବୃର୍ତ୍ତ, ଆଉ ତା’ପରେ…

ସିମୁଳିଆ,୧୯।୩(ସନ୍ତୋଷ କୁମାର ନାୟକ) ବାଲେଶ୍ୱର ଜିଲା ଖଇରା ବ୍ଲକ ସିମୁଳିଆ ଥାନା ଅଧୀନ ଭୁଗୁପୁର ଶାସନରେ କୃଷ୍ଣ ଚନ୍ଦ୍ର ଉପାଧ୍ୟାୟ ଓ ଚକ୍ରଧର ଉପାଧ୍ୟାୟଙ୍କ ପରିବାର ଶୋଇଥିବାବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri