ବାରିପଦା ଅଫିସ,୮ା୧୦- ବାରିପଦାର ଇଷ୍ଟଦେବୀ ମା’ ଅମ୍ବିକାଙ୍କ ପୀଠରେ ପାର୍ବଣ ଉପଲକ୍ଷେ ସ୍ବତନ୍ତ୍ର ପୂଜାର୍ଚ୍ଚନା କରାଯାଉଛି। ସୋମବାର ମା’ ସିଦ୍ଧିଦାତା ବେଶରେ ଭକ୍ତମାନଙ୍କୁ ଦର୍ଶନ ଦେଇଥିଲେ। ଦେବୀଙ୍କ ଦର୍ଶନ ପାଇଁ ମନ୍ଦିରରେ ଶ୍ରଦ୍ଧାଳୁଙ୍କ ଭିଡ଼ ଲାଗିରହୁଥିବା ଦେଖିବାକୁ ମିଳୁଛି।
ବାରିପଦା ଅଫିସ,୮ା୧୦- ବାରିପଦାର ଇଷ୍ଟଦେବୀ ମା’ ଅମ୍ବିକାଙ୍କ ପୀଠରେ ପାର୍ବଣ ଉପଲକ୍ଷେ ସ୍ବତନ୍ତ୍ର ପୂଜାର୍ଚ୍ଚନା କରାଯାଉଛି। ସୋମବାର ମା’ ସିଦ୍ଧିଦାତା ବେଶରେ ଭକ୍ତମାନଙ୍କୁ ଦର୍ଶନ ଦେଇଥିଲେ। ଦେବୀଙ୍କ ଦର୍ଶନ ପାଇଁ ମନ୍ଦିରରେ ଶ୍ରଦ୍ଧାଳୁଙ୍କ ଭିଡ଼ ଲାଗିରହୁଥିବା ଦେଖିବାକୁ ମିଳୁଛି।
ପାଇକମାଳ,୬।୧୦(ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ନିୟୋଜିତ ଡାକ୍ତରଙ୍କ ହସ୍ପିଟାଲ ବିଳମ୍ବରେ ଆସିବା ନେଇ କିଛିଦିନ ହେଲା ରୋଗୀ ଏବଂ ସମ୍ପର୍କିୟଙ୍କ ମଧ୍ୟରେ…
ନୂଆଦିଲ୍ଲୀ,୬।୧୦: ମାତ୍ର ୨୪ ଘଣ୍ଟା ପୂର୍ବ ପର୍ଯ୍ୟନ୍ତ ହରମନପ୍ରୀତ କୌର ଭାରତୀୟ ମହିଳା କ୍ରିକେଟ ଦଳର ଅଧିନାୟିକା ଥିଲେ; ତେବେ ହଠାତ ସେ କାହିଁକି ନିଜ ପଦରୁ…
ନୂଆଦିଲ୍ଲୀ,୬।୧୦: ବଲିଉଡ୍ର ଲୋକପ୍ରିୟ ସିଙ୍ଗର୍ ମିକା ସିଂ ନିଜର ବେବାକ୍ ଅନ୍ଦାଜ ପାଇଁ ବେଶ୍ ପରିଚିତ। ଭାରତ-ପାକିସ୍ତାନ ସମ୍ପର୍କ ଏବଂ ଦୁଇ ଦେଶର କଳାକାରଙ୍କୁ ନେଇ ମଧ୍ୟ…
ବାରିପଦା/ବେତନଟୀ, ୬।୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ/ଧରଣୀଧର ମହାନ୍ତି ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ମୟୂରଭଞ୍ଜ ପୂର୍ତ୍ତ ବିଭାଗର ଏକ୍ସିକ୍ୟୁଟିଭ୍ ଇଞ୍ଜିନିୟର (EE) ଅରବିନ୍ଦ ମହାନ୍ତିଙ୍କୁ ଭିଜିଲାନ୍ସ…
ବୁଏନସ ଆରିଜ,୬ା୧୦: ଫୁଟବଲ ସୁପରଷ୍ଟାର ଲିଓନେଲ ମେସି ମଙ୍ଗଳବାର ଇଷ୍ଟାଡିଓ ମାନୁମେଣ୍ଟାଲଠାରେ ବେନିନ ବିପକ୍ଷରେ ଆର୍ଜେଣ୍ଟିନା ପାଇଁ ତାଙ୍କର ବିଦାୟୀ ମ୍ୟାଚ୍ ଖେଳିବେ। ଡିଏଗୋ ମାରାଡୋନାଙ୍କ ପରେ…
ନୂଆଦିଲ୍ଲୀ,୬।୧୦: ଗୁଆହାଟୀରେ ଅନୁଷ୍ଠିତ BCCI ସମୀକ୍ଷା ବୈଠକର ମାତ୍ର ଗୋଟିଏ ଦିନ ପରେ, ହରମନପ୍ରୀତ କୌର ସମସ୍ତ ଫର୍ମାଟରୁ ଅଧିନାୟକ ପଦ ଛାଡ଼ିବାକୁ ନିଷ୍ପତ୍ତି ନେଇ ସମସ୍ତଙ୍କୁ…
ନୂଆଦିଲ୍ଲୀ,୬।୧୦: ଭୋଟର ତାଲିକାରେ କଥିତ ଅନିୟମିତତାକୁ ନେଇ ବିରୋଧୀ ଦଳଗୁଡ଼ିକ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ବିକ୍ଷୋଭ ପ୍ରଦର୍ଶନ ଆରମ୍ଭ କରିଛନ୍ତି। ତାଙ୍କ ଇସ୍ତଫା…
ଅକ୍ଟୋବର ୧୦ରେ ପାଳନ ହେବ ସର୍ବପିତୃ ଅମାବାସ୍ୟା। ପିତୃପକ୍ଷର ଏହି ଶେଷ ତିଥିକୁ ଧାର୍ମିକ ଦୃଷ୍ଟିରୁ ବେଶ ଗୁରୁତ୍ୱପୂର୍ଣ୍ଣ ମନେ କରାଯାଏ। ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିରୁ ମଧ୍ୟ…