ସିନାପାଲି ତହସିଲରେ ୧୪୫ ହିତାଧିକାରୀଙ୍କୁ ଜମି ପଟ୍ଟା ପ୍ରଦାନ

ସିନାପାଲି,୨୩।୮(ଡି.ଏନ.ଏ.)-ସିନାପାଲି ତହସିଲ ପରିସରରେ ଗୁରୁବାର ଜମିହୀନମାନଙ୍କୁ ପଟ୍ଟା ବଣ୍ଟନ କରାଯାଇଛି। ବସୁନ୍ଧରା ଯୋଜନା ମାଧ୍ୟମରେ ସିନାପାଲି ତହସିଲ ଅନ୍ତର୍ଗତ ବିଭିନ୍ନ ଗ୍ରାମର ୧୪୫ ଜଣ ହିତାଧିକାରୀଙ୍କୁ ୪ ଡେସିମିଲ ପରିମାଣର ସରକାରୀ ଜମି ଯୋଗଇ ଦେବା ସହିତ ଏହାର ପଟ୍ଟା ପ୍ରଦାନ କରାଯାଇଛି। ଏହା ସହିତ ପୂର୍ବରୁ ପଡିରହିଥିବା ୩୧୦ ଜଣଙ୍କ ପଟ୍ଟା ମଧ୍ୟ ପ୍ରଦାନ କରାଯାଇଥିଲା। ନୂଆପଡା ଅତିରିକ୍ତ ଜିଲାପାଳ ଏହି କାର୍ଯ୍ୟକ୍ରମରେ ଯୋଗଦେଇ ହିତାଧିକାରୀଙ୍କୁ ପଟ୍ଟା ପ୍ରଦାନ କରିଥିଲେ। ସିନାପାଲି ଭାରପ୍ରାପ୍ତ ତହସିଲଦାର କପଲଦେବ ସାହୁ ଓ ଅତିରିକ୍ତ ତହସିଲଦାର ଲକ୍ଷ୍ମଣ ମାଝିଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମନୋଜ ପାଇଲେ ପ୍ରକୃତି ବନ୍ଧୁ ପୁରସ୍କାର

ବଡ଼ଗାଁ,୫ା୬(ଅଶୋକ ଷଡଙ୍ଗୀ): ପରିବେଶ ସୁରକ୍ଷା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ଜଙ୍ଗଳ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ପକ୍ଷରୁ ରୁନଗାଁର ମନୋଜ କୁମାର ଦାନୀଙ୍କୁ ଶୁକ୍ରବାର…

ଫିଲ୍ଡରେ କାର୍ଯ୍ୟ କରୁଥିବାବେଳେ ହଠାତ୍‌ ଟଳିପଡ଼ିଲେ ବିଦ୍ୟୁତ୍‌ କର୍ମଚାରୀ, ସ୍ତ୍ରୀଙ୍କୁ ଚାକିରି ସହ କ୍ଷତିପୂରଣ ଦାବିରେ…

ଭଞ୍ଜନଗର,୫ା୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଟାଟା ପାଓ୍ବାର ଅଧୀନରେ କାର୍ଯ୍ୟରତ କର୍ମଚାରୀ ଦୁର୍ଗାମାଧବ ଜେନା (୪୫) ଶୁକ୍ରବାର ଫିଲ୍ଡରେ କାମ କରୁଥିବା ବେଳେ ହଠାତ୍‌ ଟଳିପଡ଼ିଥିଲେ।…

ପାନୀୟ ଜଳ ବିଦ୍ୟୁତ ସମସ୍ୟା ନେଇ ଟାଟା ପାଓ୍ବାର ଅଫିସ ଘେରାଉ

ବଲାଙ୍ଗୀର,୫ା୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକ ଅନ୍ତର୍ଗତ ବିଭିନ୍ନ ଗ୍ରାମପଞ୍ଚାୟତର ବହୁ ଗ୍ରାମବାସୀ ଶୁକ୍ରବାର ବଲାଙ୍ଗୀର ଆସି ଆରଡବ୍ଲ୍ୟୁଏସ୍‌ଏସ୍‌ ଅଧୀକ୍ଷଣ ଯନ୍ତ୍ରୀ ଅଫିସ ଏବଂ…

୯ ଦିନ ପରେ ମିଳିଲା ଗୌରାଙ୍ଗଙ୍କ ଗଳିତ ମୃତଦେହ, ପାଖରେ ପଡ଼ିଥିବା ଏସବୁ ଜିନିଷ ଦେଖି…

ଆଳି,୫ା୬(ବନମାଳୀ ସେନାପତି): ବହୁ ଚର୍ଚ୍ଚିତ ଆଳି ମହାଦେଇପାଟଣା ଗ୍ରାମର ନିଖୋଜ ଗୌରାଙ୍ଗ ସେଠୀଙ୍କ ଗଳିତ ମୃତଦେହ ୯ ଦିନ ପରେ ଉଦ୍ଧାର ହୋଇଛି। ଆଳି ଥାନା ଅନ୍ତର୍ଗତ…

ରାଜନୀତିରେ ବଡ଼ ହଲଚଲ: NAC ଅଧ୍ୟକ୍ଷଙ୍କ ସହ ୧୧ କାଉନସିଲର ଛାଡ଼ିଲେ ବିଜେଡି

ବାଲିଗୁଡ଼ା,୫ା୬: କନ୍ଧମାଳ ଜିଲା ବାଲିଗୁଡ଼ା ରାଜନୀତିରେ ଏକ ବଡ଼ ହଲଚଲ ହୋଇଛି। ଏକାଧିକ ନେତା ବିଜେଡି ଛାଡ଼ିଛନ୍ତି। ବାଲିଗୁଡ଼ା NAC ଅଧ୍ୟକ୍ଷଙ୍କ ସମେତ ୧୧ କାଉନସିଲର ଏକାବେଳକେ…

ମହିଳାଙ୍କୁ ବଳାତ୍କାର: ଧରାପଡ଼ିଲେ ମୌଲାନା

କଟକ,୫।୬(ପ୍ରଭୁ କଲ୍ୟାଣ ପାଲ): ମହିଳାଙ୍କୁ ବଳାତ୍କାର କରିଥିବା ଅଭିଯୋଗରେ ଜଗତପୁର ଥାନା ପୋଲିସ ଶୁକ୍ରବାର ଜଣେ ମୌଲାନାଙ୍କୁ ଗିରଫ କରିଛି। ସେ ହେଲେ ଏସ୍‌.କେ ନାଜମୁଲ ଆରଫିନ…

ସ୍ବତନ୍ତ୍ର ସଘନ ସଂଶୋଧନରେ ଯାଇଥିବା ବିଏଲଓଙ୍କୁ ଠେଲାପେଲା କରିବା ଘଟଣା: ଜନସାଧାରଣଙ୍କୁ ଏମିତି ନିବେଦନ କଲା ଜିଲା ପ୍ରଶାସନ

ପାଟଣା,୫।୬(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ ବେଗନା ଗ୍ରାମରେ ସ୍ବତନ୍ତ୍ର ସଘନ ସଂଶୋଧନ ଗୁରୁବାର ପୂର୍ବାହ୍ନରେ ଚାଲିଥିବାବେଳେ ବିଏଲଓ ସଦାନନ୍ଦ ସେଠୀଙ୍କୁ ଠେଲାପେଲା…

ବିଜେଡିର ବିଶାଳ ମହିଳା ସମାବେଶ: ଏହାଠି ହେଲେ ହଜାର ହଜାର ମହିଳା

ଖୋର୍ଦ୍ଧା,୫।୬: ଖୋର୍ଦ୍ଧାରେ ବିଜେଡିର ବିଶାଳ ମହିଳା ସମାବେଶ। ଜିଲା ବିଜେଡି ସଭାପତି ରାଜେନ୍ଦ୍ର ସାହୁଙ୍କ ନେତୃତ୍ୱରେ ଏହାଠି ହେଲେ ହଜାର ହଜାର ମହିଳା ଓ ରାଜ୍ୟର ବରିଷ୍ଠ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri