Posted inଜାତୀୟ

ପ୍ରଶାନ୍ତ କିଶୋରଙ୍କୁ ଭେଟିଲେ ସିନ୍ଧୁ

ନୂଆଦିଲ୍ଲୀ, ୨୭।୪: ଦୀର୍ଘ ଦିନର ଚର୍ଚ୍ଚାରେ ପୂର୍ଣ୍ଣଚ୍ଛେଦ ପକାଇଛନ୍ତି ନିର୍ବାଚନ ରଣନୀତିକାର ପ୍ରଶାନ୍ତ କିଶୋର। ଗତ ଅନେକ ଦିନ ଧରି କଂଗ୍ରେସରେ ସାମିଲ ହେବା ନେଇ ଚର୍ଚ୍ଚା ଜୋର ଧରିଥିଲା। ଯାହାକୁ ନେଇ ପ୍ରଶାନ୍ତ କିଶୋର ମଙ୍ଗଳବାର କଂଗ୍ରେସରେ ଯୋଗ ଦେବାକୁ ମନା କରିଦେଇଛନ୍ତି। ଏହାରି ମଧ୍ୟରେ ପଞ୍ଜାବ କଂଗ୍ରେସର ପୂର୍ବତନ ସଭାପତି ନବଜୋତ ସିଦ୍ଧୁ ପ୍ରଶାନ୍ତ କିଶୋରଙ୍କ ସହ ସାକ୍ଷାତ କରିଛନ୍ତି ଏବଂ ଦୁହିଁଙ୍କ ଫଟୋ ସିଦ୍ଧୁ ନିଜ ଟୁଇଟର ଆକାଉଣ୍ଟରେ ପୋଷ୍ଟ କରିଛନ୍ତି । ଏଥିସହ ସେ ଲେଖିଛନ୍ତି ‘ମୋର ପୁରୁଣା ବନ୍ଧୁ ପିକେଙ୍କ ସହ ଏକ ସାକ୍ଷାତ ହୋଇଛି ।
ସୂଚନାଯୋଗ୍ୟ, କଂଗ୍ରେସର ଅନ୍ତରୀଣ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ପାର୍ଟିରେ ଯୋଗ ଦେବାକୁ ପ୍ରଶାନ୍ତଙ୍କୁ ପ୍ରସ୍ତାବ ଦେଇଥିଲେ। ତେବେ ପ୍ରଶାନ୍ତ କିଶୋରଙ୍କୁ କଂଗ୍ରେସରେ ଗ୍ରହଣ କରାଯିବ କି ନାହିଁ ତାକୁ ନେଇ ଅନିଶ୍ଚିତତା ଲାଗି ରହିଥିଲା। କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ସୋମବାର ବରିଷ୍ଠ ନେତାମାନଙ୍କ ସହ ଏକ ବୈଠକରେ ଏକାଠି ହୋଇଥିଲେ। ପ୍ରଶାନ୍ତ କିଶୋରଙ୍କ ଯୋଗଦାନ ଏବଂ ସେ ଦେଇଥିବା ପ୍ରସ୍ତାବ ଉପରେ ବୈଠକରେ ଆଲୋଚନା ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଗୋରଙ୍କ ବୟାନକୁ ନେଇ ହଇଚଇ, ମୋଦି-ଟ୍ରମ୍ପ୍‌ ପ୍ରେସ୍‌ମିଟ୍‌ରେ ପ୍ରଶ୍ନୋତ୍ତର କାର୍ଯ୍ୟକ୍ରମ ନ ରଖିବାକୁ ଭାରତ…

ନୂଆଦିଲ୍ଲୀ,୨୫ା୮: ଫ୍ରାନ୍ସରେ ଜି୭ ସମିଟ୍‌ ଅବସରରେ ଗତ ଜୁନ୍‌ ୧୭ରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବୈଠକ ହୋଇଥିଲା। ଏହା ପରେ…

ସରକାରଙ୍କ ବଡ଼ ଘୋଷଣା: ଏହି ୫ ସହରରେ ମିଳିବ ୩୫ ଟଙ୍କା କିଲୋରେ ପିଆଜ

ନୂଆଦିଲ୍ଲୀ,୨୫।୮: ପର୍ବପର୍ବାଣୀ ଋତୁ ଆସୁଥିବା ବେଳେ ଦେଶରେ ବଢ଼ୁଥିବା ପିଆଜ ଦରକୁ ନିୟନ୍ତ୍ରଣ କରିବାକୁ କେନ୍ଦ୍ର ସରକାର ନିଜର ବଫର ଷ୍ଟକ୍‌କୁ ପିଆଜ ବଜାରକୁ ଛାଡ଼ିବା ଆରମ୍ଭ…

ଚିନି ଦର ବଢ଼ିବା ଭିତରେ ସରକାର ନେଲେ ବଡ଼ ନିଷ୍ପତ୍ତି, ୨ ମାସ ଭିତରେ…

ନୂଆଦିଲ୍ଲୀ,୨୫ା୮: ଦେଶରେ ଚିନିର ବଢ଼ୁଥିବା ଦର ଉପରେ ଲଗାମ ଲଗାଇବାକୁ କେନ୍ଦ୍ର ସରକାର ଆମଦାନୀ ସମ୍ପର୍କିତ ନିୟମକୁ ଆହୁରି କଡ଼ା କରିଛନ୍ତି । ଏବେ ଟାରିଫ୍ ରେଟ୍…

ମୌଳିକ ସୁବିଧା ଅପହଞ୍ଚ ଗାଁ କମାରଖୋଲ: କୂଅ-ଝରଣା ପାଣି ଉପରେ ନିର୍ଭର

ନୂଆପଡ଼ା,୨୫ା୮ (ମକାରୁ ବେମାଲ):ସ୍ବାଧୀନତାର ଦୀର୍ଘବର୍ଷ ପରେ ମଧ୍ୟ ନୂଆପଡ଼ା ଜିଲା ବୋଡେନ ବ୍ଲକ ଖଇରା ପଞ୍ଚାୟତ କମାରଖୋଲ ଗଁାରେ ମୌଳିକ ସୁବିଧା ଅପହଞ୍ଚ ହୋଇରହିଛି। ଗଁାରେ ୨୦…

ପଶ୍ଚିମବଙ୍ଗ ରାଜନୀତିରେ ହଇଚଇ: ମମତାଙ୍କୁ ଧମକ ଦେଲେ ମୁଖ୍ୟମନ୍ତ୍ରୀ! ଘରୁ ବାହାରିବାକୁ….

କୋଲକାତା,୨୫ା୮: ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଶୁଭେନ୍ଦୁ ଅଧିକାରୀଙ୍କୁ ଟାର୍ଗେଟ କରିଛନ୍ତି । ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ରେ ଏକ ଭିଡିଓ ସେୟାର କରି ଶୁଭେନ୍ଦୁ…

ଗରିମା କନକ୍ଲେଭ୍‌, ଛତ୍ରପୁର ପୌରପରିଷଦକୁ ରାଜ୍ୟସ୍ତରୀୟ ସମ୍ମାନ

ଛତ୍ରପୁର,୨୫।୮( ଦିଲ୍ଲୀପ ସାମଲ): ଓଡ଼ିଶା ସରକାରଙ୍କ ‘ଗରିମା ଯୋଜନା’ର ସଫଳ ରୂପାୟନ ପାଇଁ ଛତ୍ରପୁର ପୌରପରିଷଦକୁ ରାଜ୍ୟସ୍ତରୀୟ ସମ୍ମାନ ପ୍ରଦାନ କରାଯାଇଛି । ଭୁବନେଶ୍ୱରସ୍ଥିତ ଲୋକସେବା ଭବନଠାରେ…

ଧାନ ବିକ୍ରି ପଞ୍ଜୀକରଣବେଳେ ଚାଷୀଙ୍କୁ ବିଭ୍ରାନ୍ତ କରିଥିବା ଅଭିଯୋଗ: ଜିଲାପାଳଙ୍କୁ ଫେରାଦ ହେଲେ ଚାଷୀ

ଲୋଇସିଂହା,୨୫।୮(ସୁଶାନ୍ତ ବାରିକ): ଖରିଫ ୨୦୨୬-୨୭ ଧାନ ବିକ୍ରି ପାଇଁ ପାକ୍ସଗୁଡ଼ିକରେ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଚାଲିଥିବାବେଳେ ଆଗଲପୁର ବ୍ଲକ ମୁରୁଶୁଣ୍ଡି ପାକ୍ସରେ ଧାନ କିଣାବିକାକୁ ନେଇ ଏକ…

ଦୁର୍ଗମ ଅଞ୍ଚଳରେ ‘ଦମନ’ ଟିମ୍‌: କମୁଛି ମ୍ୟାଲେରିଆ ଜ୍ୱର ଭୟ

ଦାରିଙ୍ଗବାଡି, ୨୫।୮ (ଅରୁଣ ସାହୁ): ମ୍ୟାଲେରିଆ ମୁକ୍ତ ଲକ୍ଷ୍ୟରେ ଦୁର୍ଗମ ଅଞ୍ଚଳରେ ଅପରେଶନ ଦମନ କାର୍ଯ୍ୟକ୍ରମ ଜୋରଦାର କରାଯାଉଛି। ଏହି ପ୍ରରିପ୍ରେକ୍ଷୀରେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri