Posted inଖେଳ

ସିନ୍ଧୁଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ: କହିଲେ, ଦେଶ ତୁମ ପାଇଁ ଗର୍ବିତ

ନୂଆଦିଲ୍ଲୀ, ୨୫।୮: ବିଡବ୍ଲୁଏଫ ବିଶ୍ୱ ଚାମ୍ପିୟନଶିପରେ ଭାରତୀୟ ବ୍ୟାଡମିଣ୍ଟନ ଷ୍ଟାର୍‌ ପିଭି ସିନ୍ଧ ଐତିହାସିକ ସ୍ବର୍ଣ୍ଣ ପଦକ ଜିତିଛନ୍ତି। ସିନ୍ଧୁଙ୍କ ଏହି ସଫଳତା ପରେ ବିଦେଶରେ ଥାଇ ମଧ୍ୟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ସିନ୍ଧୁଙ୍କ ପାଇଁ ଆମ ଦେଶ ଗର୍ବିତ। ତାଙ୍କ ସଫଳତା ଆଗାମୀ ପିଢି ପାଇଁ ପ୍ରେରଣା ଯୋଗାଇବ ବୋଲି ମୋଦି ନିଜ ଶୁଭେଚ୍ଛା ବାର୍ତ୍ତାରେ କହିଛନ୍ତି। ସୂଚନାଯୋଗ୍ୟ, ସୁଇଜରଲାଣ୍ଡର ବାସେଲଠାରେ ଚାଲିଥିବା ବ୍ୟାଡମିଣ୍ଟନର ବିଡବ୍ଲୁଏଫ ବିଶ୍ୱ ଚାମ୍ପିୟନଶିପର ମହିଳା ସିଙ୍ଗଲ୍ସ ଫାଇନାଲ ମ୍ୟାଚରେ ୨୪ ବର୍ଷୀୟା ସିନ୍ଧୁ ଏକତରଫା ଭାବେ ୨୧-୭, ୨୧-୭ ସିଧାସଳଖ ଗେମରେ ଓକୁହରାଙ୍କୁ ପରାସ୍ତ କରିବାରେ ସମର୍ଥ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରତି କଥାରେ ଝଗଡା କରନ୍ତି ଏହି ୩ ରାଶି, ଦେହକୁ ନେଇଯାଆନ୍ତି ଛୋଟ-ଛୋଟ କଥା…

ଆପଣଙ୍କ ସାଙ୍ଗ ମହଲରେ ମଧ୍ୟ ନିଶ୍ଚୟ ଏମିତି କେହି ଥିବେ, ଯିଏ ଛୋଟ କଥାକୁ ନେଇ ଯୁକ୍ତିତର୍କ (ତର୍କ-ବିତର୍କ) ଆରମ୍ଭ କରିଦିଅନ୍ତି। କଥା ସରିବା ବଦଳରେ ଲମ୍ୱା…

କାଜୁଗଛରେ ଡେରା ଜମାଇଥିଲା ୧୨ ଫୁଟର ଅହିରାଜ, ବନ କର୍ମଚାରୀଙ୍କ କଠିନ ଉଦ୍ୟମ ପରେ…

ପାଟଣା, ୧।୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ସାହାରପଡ଼ା ସେକ୍ସନ ଅଧୀନ କୁମୁଳାବାହାଳି ଗାଁ ନିକଟସ୍ଥ ଏକ କାଜୁଗଛରୁ ମଙ୍ଗଳବାର ପ୍ରାୟ ୧୨…

ଜନ୍ମାଷ୍ଟମୀରେ ମହାସଂଯୋଗ: ଚମକିବ ୫ ରାଶିର ଭାଗ୍ୟ, କାହ୍ନାଙ୍କ କୃପାରେ ହୋଇଯିବେ ମାଲାମାଲ!

ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ପର୍ୱ ଚଳିତ ବର୍ଷ ୪ ସେପ୍ଟେମ୍ୱରରେ ଶ୍ରଦ୍ଧା ଓ ଉଲ୍ଲାସର ସହିତ ପାଳିତ ହେବ। ଭଗବାନ ଶ୍ରୀକୃଷ୍ଣଙ୍କ ଜନ୍ମୋତ୍ସବର ଏହି ଦିନ ଧାର୍ମିକ ଆସ୍ଥା…

ବୁଧ-ମଙ୍ଗଳଙ୍କ ଯୋଗରେ ୪ ରାଶିଙ୍କ ଖୋଲିବ ଭାଗ୍ୟ, ୨ଗୁଣା କରିବେ ଇନକମ୍‌! ମାସେ ଯାଏ ଧନଯୋଗ…

ଦ୍ରିକ ପଞ୍ଚାଙ୍ଗ ଅନୁସାରେ, ମଙ୍ଗଳବାର ୧ ସେପ୍ଟେମ୍ୱର, ୨୦୨୬ ସଂଧ୍ୟା ୬ଟା ୪୮ ମିନିଟରୁ ବୁଧ ଏବଂ ମଙ୍ଗଳ ଗ୍ରହ ପରସ୍ପରଠାରୁ ୬୦ଓ ଦୂରତାରେ ଅବସ୍ଥାନ କରିବେ,…

ଇସ୍ତଫା ଦେଲେ ମିଶ୍‌ବା-ଉଲ-ହକ୍‌, କାହିକି ଜାଣନ୍ତୁ…

କରାଚି,୧ା୯: ଇଂଲଣ୍ଡ ଟୁର୍‌ରେ ପ୍ରଥମ ଦୁଇ ଟେଷ୍ଟରେ ଶୋଚନୀୟ ପରାଜୟ ପରେ ପାକିସ୍ତାନ କ୍ରିକେଟ୍‌ରେ ଆମୂଳଚୂଳ ପରିବର୍ତ୍ତନ ଜାରି ରହିଛି। ଦଳର ୭ ଖେଳାଳିଙ୍କୁ ସ୍ବଦେଶ ପଠାଇ…

ୟୁକ୍ରେନ୍‌ରେ ରୁଷିଆର ଡ୍ରୋନ୍‌ ଆକ୍ରମଣ: ଭାରତୀୟଙ୍କ ସମେତ ୧୨ ମୃତ

କିଭ୍‌,୧ା୯: ୟୁକ୍ରେନ୍‌ରେ ରୁଷିଆର ଆକ୍ରମଣରେ ଜଣେ ଭାରତୀୟଙ୍କ ସମେତ ୧୨ ଜଣଙ୍କ ମୃତ୍ୟୁ ଘଟିଥିବା ୟୁକ୍ରେନ୍‌ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍‌ସ୍କି ମଙ୍ଗଳବାର କହିଛନ୍ତି। ୟୁକ୍ରେନ୍‌ର ବିଭିନ୍ନ ସହର…

କାହିଁକି ବାରମ୍ୱାର ୨୬ ତାରିଖରେ ଘଟୁଛି ପ୍ରଳୟ? ଭେଙ୍ଗାବାବା ଖୋଲିଲେ ରହସ୍ୟ…

ନୂଆଦିଲ୍ଲୀ,୧।୯: ନେପାଳ-ତିବ୍ଦତ ସୀମାରେ ହିମାଳୟର ହିମବାହ (ଗ୍ଲେସିୟର) ଭାଙ୍ଗି ହୋଇଥିବା ପ୍ରଳୟଙ୍କାରୀ ବନ୍ୟା ଓ ଭୂସ୍ଖଳନ ପରେ ଏବେ ସାରା ବିଶ୍ୱରେ ଚାଞ୍ଚଲ୍ୟ ଖେଳିଯାଇଛି। ଶହ ଶହ…

ଜେଲରୁ ମୁକୁଳିଲେ ଗଞ୍ଜାମ ଜିଲା ବିଜେଡି ସଭାପତି ବିକ୍ରମ ପଣ୍ଡା: ଶତାଧିକ ସମର୍ଥକଙ୍କ ଗହଣରେ ବିଶାଳ ଶୋଭାଯାତ୍ରା

ବ୍ରହ୍ମପୁର,୧।୯(ସୁବାସ ଚନ୍ଦ୍ର ପାଢ଼ୀ): ବହୁ ଚର୍ଚ୍ଚିତ ଆଇନଜୀବୀ ତଥା ଭାଜପା ନେତା ପୀତବାସ ପଣ୍ଡା ହତ୍ୟାକାଣ୍ଡ ମାମଲାରେ ଗିରଫ ହୋଇଥିବା ଗଞ୍ଜାମ ଜିଲା ବିଜେଡି ସଭାପତି ତଥା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri