Posted inଜାତୀୟ

ସିବିଆଇ ଅଧିକାରୀଙ୍କୁ ଓଲଟା ପ୍ରଶ୍ନ ପଚାରୁଛନ୍ତି ଚିଦାମ୍ବରମ୍‌

ନୂଆଦିଲ୍ଲୀ,୨୨।୮: ପୂର୍ବତନ ଅର୍ଥମନ୍ତ୍ରୀ ପି. ଚିଦାମ୍ବରମ୍‌ଙ୍କୁ ଗିରଫ କରାଯିବା ପରେ ସିବିଆଇ ପକ୍ଷରୁ ପଚରା ଉଚରା କରାଯାଉଛି। ତେବେ ସେ ଏଥିରେ ସହଯୋଗ କରୁ ନ ଥିବା କୁହାଯାଉଛି। ସିବିଆଇ ଅଧିକାରୀଙ୍କ ପ୍ରଶ୍ନରେ ସେ ଓଲଟା ପ୍ରଶ୍ନ ପଚାରୁଛନ୍ତି। ଗୁରୁବାର ପୂର୍ବାହ୍ନ ୮ଠାରୁ ପଚରାଉଚରା କରାଯାଉଛି। କେତେକ ପ୍ରଶ୍ନରେ ସେ ସିବିଆଇ ଅଧିକାରୀଙ୍କୁ ଆଇନର ଦଫା ସମ୍ପର୍କରେ ଅବଗତ କରାଉଛନ୍ତି। ଫଳରେ ତଦନ୍ତରେ ବାଧା ସୃଷ୍ଟି ହେଉଥିବା ଅଧିକାରୀଙ୍କ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭତ୍ତା ପାଇଁ ଲୋକମାନେ ନୟାନ୍ତ ହେବା ଅତ୍ୟନ୍ତ ଦୁଃଖଦାୟକ: ନବୀନ

ଭୁବନେଶ୍ୱର,୧୯।୬(ସୁନିତ୍‌ ମିଶ୍ର): ରାଜ୍ୟର ଲୋକମାନେ ଭତ୍ତା ପାଇଁ ନୟାନ୍ତ ହେବା ଅତ୍ୟନ୍ତ ଦୁଃଖଦାୟକ। ୨ ବର୍ଷ ପୂରଣ କରିଥିବା ଭାଜପା ସରକାରର ଏଇଆ କ’ଣ ଫାଇଦା କି…

କାର୍‌ ସହ ଭାଜପା ନେତାଙ୍କୁ ଜାଳିଦେଲେ

ରାୟପୁର, ୧୯।୬: ଛତିଶଗଡ଼ କୋରିଆ ଜିଲାରେ ବାଲି ଖନନକୁ କେନ୍ଦ୍ର କରି ୨ଗୋଷ୍ଠୀ ମଧ୍ୟରେ ଏକ ଜଘନ୍ୟ ହିଂସାକାଣ୍ଡ ଘଟିଛି। ଅଭିଯୁକ୍ତମାନେ ଏକ କାର୍‌କୁ ଧକ୍କା ଦେଇ…

ଆଜି ଆସିବେ ରାଷ୍ଟ୍ରପତି, ଜନ୍ମଦିନରେ ଯିବେ ଶାଶୁଘର

ବାରିପଦା, ୧୯ା୬(ନୀଳାଦ୍ରି ବିହାରୀ ଦଣ୍ଡପାଟ): ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶୁକ୍ରବାର ରାଇରଙ୍ଗପୁର ଗସ୍ତରେ ଆସୁଛନ୍ତି। ୨୦ତାରିଖ ଶନିବାର ଜନ୍ମମାଟିରେ ସେ ତାଙ୍କ ଜନ୍ମଦିନ ପାଳନ କରିବେ। ଏହିଦିନ…

ଫ୍ରାନ୍ସରେ ମୋଦିଙ୍କ ବଡ଼ ବୟାନ, କହିଲେ ଫ୍ରାନ୍ସରେ ମୋଟ ଯେତିକି ଘର ଅଛି ଆମେ ୧୨ ବର୍ଷରେ ସେତିକି ଘର ନିର୍ମାଣ କରିଦେଇଛୁ

ପ୍ୟାରିସ,୧୬।୮: ଗୁରୁବାର (୧୮ ଜୁନ, ୨୦୨୬) ଦିନ ପ୍ୟାରିସରେ ଭାରତୀୟ ସମ୍ପ୍ରଦାୟକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମନ୍ତବ୍ୟ ଦେଇଥିଲେ ଯେ ପ୍ୟାରିସ ହେଉଛି ରଙ୍ଗର…

ସାରା ବିଶ୍ୱକୁ ଆଶ୍ୱସ୍ତି, ଶେଷ ହେଲା ଯୁଦ୍ଧ! ଫ୍ରାନ୍ସର ଭର୍ସେଲ୍ସ ପ୍ୟାଲେସରେ ଶାନ୍ତି ଚୁକ୍ତି ସ୍ବାକ୍ଷର କଲେ ଟ୍ରମ୍ପ

ପ୍ୟାରିସ,୧୬।୮: ଫରାସୀ ରାଜଧାନୀ ପ୍ୟାରିସରୁ ପ୍ରାୟ 20 କିଲୋମିଟର ଦକ୍ଷିଣ-ପଶ୍ଚିମରେ ଅବସ୍ଥିତ, ଭର୍ସେଲ୍ସ ପ୍ରାସାଦ ଯୁଦ୍ଧ ପରେ ଶାନ୍ତି ଚୁକ୍ତିନାମା ପାଇଁ ଏକ ସ୍ଥାନ ଭାବରେ ବିଶ୍ୱବ୍ୟାପୀ…

ଛାତ୍ରଛାତ୍ରୀଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଖବର: କଟକ ଜିଲାରେ କାଲିଠୁ ସକାଳୁଆ ସ୍କୁଲ

କଟକ,୧୮ା୬(କାର୍ତ୍ତିକ ସାହୁ): ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି କଟକ ଜିଲାରେ ସମସ୍ତ ପ୍ରକାର ସ୍କୁଲକୁ ଜୁନ୍‌ ୧୯ ତାରିଖରୁ ୨୫ ତାରିଖ ଯାଏ ଚାଲିବାକୁ ନିର୍ଦ୍ଦେଶାନାମା ଜାରି କରାଯାଇଛି।…

ପ୍ରଶାସନିକସ୍ତରରେ ବଡ଼ ଅଦଳବଦଳ: ଦୁଇ ବରିଷ୍ଠ IAS ଅଧିକାରୀଙ୍କୁ ମିଳିଲା ନୂଆ ଦାୟିତ୍ୱ

ଭୁବନେଶ୍ୱର,୧୮।୬: ରାଜ୍ୟ ପ୍ରଶାସନିକ ସ୍ତରରେ ଏକ ଗୁରୁତ୍ୱପୂର୍ଣ୍ଣ ଅଦଳବଦଳ କରାଯାଇଛି। ସରକାରଙ୍କ ପକ୍ଷରୁ ଦୁଇ ଜଣ ବରିଷ୍ଠ ଆଇଏଏସ (IAS) ଅଧିକାରୀଙ୍କୁ ନୂଆ ତଥା ଅତିରିକ୍ତ ଦାୟିତ୍ୱ…

ଭାଜପା ସହ ବଡ଼ ଗେମ ଖେଳିଦେଲେ ଡିକେ ଶିବକୁମାର! କ୍ରସ-ଭୋଟିଂ କରି ୫ ଆସନ ହାସଲ କଲେ

ବେଙ୍ଗାଲୁରୁ,୧୮।୬: ଡି.କେ. ଶିବକୁମାର କର୍ନାଟକର ମୁଖ୍ୟମନ୍ତ୍ରୀ ହେବା ପରେ ପ୍ରଥମ ନିର୍ବାଚନୀ ପ୍ରତିଯୋଗିତାରେ, ଗୁରୁବାର (ଜୁନ ୧୮, ୨୦୨୬) ଶାସକ କଂଗ୍ରେସ ଦଳ ସାତଟି ବିଧାନସଭା ପରିଷଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri