ସିବିଆଇ ଜାଲରେ ସହକାରୀ ପୋଷ୍ଟମାଷ୍ଟର

ଚିତ୍ରଡା,୧୯ା୧୦(ଡି.ଏନ୍‌.ଏ.)- କମିଶନି ଟଙ୍କା କରାଇଦେବାକୁ ଏଜେଣ୍ଟଙ୍କଠାରୁ ଲାଞ୍ଚ ନେବା ବେଳେ ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚିତ୍ରଡା ଉପ ଡାକଘରର ସହକାରୀ ପୋଷ୍ଟମାଷ୍ଟର ଶୁକ୍ରବାର ସିବିଆଇ ହାତରେ ଧରାପଡ଼ିଛନ୍ତି। ଭୁବନେଶ୍ୱରରୁ ଆସିଥିବା ଏକ ୬ ଜଣିଆ ସିବିଆଇ ଟିମ୍‌ ତାଙ୍କୁ ଗିରଫ କରିଛି। ଗିରଫ ସହକାରୀ ପୋଷ୍ଟମାଷ୍ଟର ହେଲେ ସ୍ନେହାଶିଷ ପରିଡା। ତାଙ୍କ ଡାକ ସର୍କଲରେ କାମ କରୁଥିବା ଏଜେଣ୍ଟମାନଙ୍କ କମିଶନି ଟଙ୍କା କରାଇ ଦେବାକୁ ସେ ଲାଞ୍ଚ ନେଉଥିବା ଅଭିଯୋଗ ହେଉଥିଲା। ସା ସମୟରେ ମୋରଡ଼ା ବ୍ଲକ ଅଧୀନ ଧାନସଲା ଗ୍ରାମର ବ୍ରଜ କିଶୋର ମହାନ୍ତଙ୍କଠାରୁ ସେ ୪୦୦୦ଟଙ୍କା ଲାଞ୍ଚ ନେଉଥିଲେ। ଏହି ସମୟରେ ସିବିଆଇ ଟିମ ଚଢ଼ାଉ କରି ତାଙ୍କଠାରୁ ଲାଞ୍ଚ ଟଙ୍କା ଜବତ କରିଥିବା ସିବିଆଇ ଟିମ୍‌ର ଇନ୍ସପେକ୍ଟର ପି. ସି. ସାହୁ କହିଛନ୍ତି। ସିବିଆଇ ଟିମ୍‌ ତାଙ୍କୁ ଗିରଫ କରି ଚିତ୍ରଡା ଫାଣ୍ଡିରେ ପଚରାଉଚରା ଚଳାଇଛି। ଉଲ୍ଲେଖଯୋଗ୍ୟ ଯେ, ବ୍ରଜ କିଶୋରଙ୍କ ସ୍ତ୍ରୀ କଳ୍ପନା ମହାନ୍ତ ଭୋଳାଗଡ଼ିଆ ଅଞ୍ଚଳର ପୋଷ୍ଟାଲ ଏଜେଣ୍ଟ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଥାନାରେ ପଶି ଥାନାଧିକାରୀଙ୍କୁ ଗାଳିଗୁଲଜ କରି ଯୁବକ ଦେଲେ ହତ୍ୟା ଧମକ, ଭଦ୍ରଲୋକ ହୋଇ ଥାନାକୁ ଆସିଲେ,

ଉଦଳା,୧।୪(ସନ୍ତୋଷ କୁମାର ବାଛିନୀ): ଥାନାରେ ପଶି ହଙ୍ଗାମା କଲେ ଯୁବକ । ମହିଳା ଥାନା ଅଧିକାରୀଙ୍କ ସହିତ ଅନ୍ୟ ମହିଳା ଅଧିକାରୀଙ୍କୁ ଦୁର୍ବ୍ୟବହାର କରିଲେ ଯୁବକ। କପ୍ତିପଦା…

ଘରର ଲାଇନ୍‌ କାଟି ଖୁଡ଼ୀଙ୍କୁ ହତ୍ୟା କରିବାକୁ ଯାଇଥିଲେ ପୁତୁରା, ପାଟି କରିବାରୁ…

ମୋରଡ଼ା,୧ା୪(ସ୍ମାରକ ମାଜୀ): ନିଜ ଖୁଡ଼ୀକୁ ଡାହାଣୀ ସନ୍ଦେହ କରି ଜୀବନରୁ ମାରିଦେବାକୁ ପୁତୁରା ଉଦ୍ୟମ କରିଥିବା ଘଟଣା ଦେଖିବାକୁ ମିଳିଛି ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ଥାନା ଅଧୀନ…

କଳିଯୁଗର ବୋହୂ…ଶାଶୁଙ୍କୁ ନିର୍ଘାତ ମାଡ଼ ମାରିବା ପରେ ପନିକିରେ ହାଣିଲେ, ସବୁ ଦେଖି ଚୁପ୍ ଥିଲେ ପୁଅ

ଉଦଳା,୩୧।୩(ସନ୍ତୋଷ କୁମାର ବାଛିନୀ): ବୋହୂ ସାଜିଲେ ରାକ୍ଷସୀ। ଗୁଣି ସନ୍ଦେହରେ ଶାଶୁଙ୍କୁ ଅତି ନିର୍ଦ୍ଦୟ ଭାବେ ଘର ଭିତରେ ପନିକିରେ ହାଣିଲା ବୋହୂ । ଆଉ ଏ…

ଶିମିଳିପାଳ ସୁରକ୍ଷା ପାଇଁ ଏକାଠି ହେଲେ ଗ୍ରାମବାସୀ

ବାରିପଦା,୩୦ା୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶ୍ୟାମାଖୁଣ୍ଟ ବ୍ଲକ ଅଧୀନ ରଙ୍ଗମାଟିଆସ୍ଥିତ ପଞ୍ଚାୟତ କଲ୍ୟାଣ ମଣ୍ଡପରେ ଶିମିଳିପାଳର ସୁରକ୍ଷା ନେଇ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।…

ହଷ୍ଟେଲରେ ଖାଇବା ପରେ ବିଗିଡ଼ିଲା ଛାତ୍ରୀଙ୍କ ସ୍ବାସ୍ଥ୍ୟ, ହସ୍ପିଟାଲରେ ଭର୍ତ୍ତି ହେଲେ ୧୫

ମୋରଡ଼ା,୩୦।୩(ସ୍ମାରକ ମାଜୀ): କର୍ତ୍ତୃପକ୍ଷଙ୍କ ଅବହେଳା ଯୋଗୁଁ ୧୫ ଜଣ ଛାତ୍ରୀ ଗୁରୁତର ହୋଇ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି । ଏମିତି ଘଟଣା ଦେଖିବାକୁ ମିଳିଛି ମୟୂରଭଞ୍ଜ ଜିଲା…

ଶିମିଳିପାଳରେ ଶିକାରୀଙ୍କୁ ଧରିଲା AI କ୍ୟାମେରା, ବନ୍ଧୁକ-ବିସ୍ଫୋରକ ଜବତ

ବାରିପଦା,୨୯ା୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟରେ ଖଞ୍ଜ ଯାଇଥିବା କୁତ୍ରିମ ବୁଦ୍ଧିମତା (AI) କ୍ୟାମେରାରେ କଏଦ ଫଟୋଚିତ୍ରକୁ ନେଇ ବନବିଭାଗ ଚଢ଼ାଉ କରି ଜଣେ…

ଏକାବେଳେ ତିନି ତିନି ଜଣଙ୍କୁ ଆକ୍ରମଣ କଲା ଭାଲୁ, ଜଣଙ୍କ ପରେ ଜଣଙ୍କୁ….

ଉଦଳା,୨୯।୩:(ସନ୍ତୋଷ କୁମାର ବାଛିନୀ): ସକାଳୁ ଶୌଚ ପାଇଁ  ଯାଇଥିଲେ, ହେଲେ ଅଚାନକ ଆକ୍ରମଣ କଲା ଭାଲୁ। ଭାଲୁ ଆକ୍ରମଣରେ ୩ ଗୁରୁତର ହୋଇଛନ୍ତି॥ କପ୍ତିପଦା ବନାଞ୍ଚଳ ତାଳଗଡି…

ବାଇକ୍‌ରେ ଯାଉଥିଲେ ଉପରେ ପଡ଼ିଲା ଗଛ: ଆଉ ତା’ପରେ…

ବାରିପଦା,୨୮।୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦାର ଆଖପାଖ ଅଞ୍ଚଳରେ ଶୁକ୍ରବାର ବିଳମ୍ବିତ ରାତିରେ ଝଡ ତୋଫାନ ଓ ପ୍ରବଳ ବର୍ଷାରେ ବ୍ୟାପକ କ୍ଷୟକ୍ଷତି ଘଟିଛି। ପୃଥକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri