Posted inଜାତୀୟ

ସିବିଆଇକୁ ୭୮୧ କୋଟିରୁ ଅଧିକ ଅର୍ଥ

ନୂଆଦିଲ୍ଲୀ, ୬।୭: ବିଭିନ୍ନ ହାଇ ପ୍ରୋଫାଇଲ ତଥା ସମ୍ବେଦନଶୀଳ ମାମଲାର ତଦନ୍ତ କରୁଥିବା କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ)କୁ ଚଳିତ ବଜେଟରେ ୭୮୧.୦୧ କୋଟି ଟଙ୍କାର ବ୍ୟୟବରାଦ କରାଯାଇଛି। ଗତ ବର୍ଷ ଅପେକ୍ଷା ଏଥର ୨.୦୮ କୋଟି ଟଙ୍କା ଅଧିକ ମିଳିଛି। ଖଣି ଦୁର୍ନୀତି, ବ୍ୟାଙ୍କ ଦୁର୍ନୀତିଠାରୁ ଆରମ୍ଭ କରି ପ୍ରତ୍ୟର୍ପଣ ମାମଲା, ଅଗୁସ୍ତା ଓ୍ବେଷ୍ଟଲାଣ୍ଡ ହେଲିକପ୍ଟର କିଣା ଦୁର୍ନୀତି, ବିଦେଶରେ ଆଇନଗତ ମାମଲା ଲଢିବା ପାଇଁ ଏହି ସଂସ୍ଥାକୁ ଅଧିକ ଅର୍ଥ ମଞ୍ଜୁର କରାଯାଇଥିବା ପ୍ରକାଶ। ପ୍ରକାଶଥାଉ କି, ୨୦୧୮-୧୯ ବଜେଟରେ ସିବିଆଇକୁ ୭୭୮.୯୩ କୋଟି ଟଙ୍କା ବ୍ୟୟବରାଦ କରାଯାଇଥିଲା। ସିବିଆଇ ଇ-ଗଭର୍ନାନ୍ସ, ପ୍ରଶିକ୍ଷଣ କେନ୍ଦ୍ରର ଅତ୍ୟାଧୁନିକୀକରଣ, ଫରେନ୍‌ସିକ ସର୍ପୋର୍ଟ ୟୁନିଟ୍‌ ଆଦି ଲାଗି ଏଥର ସିବିଆଇକୁ ଅଧିକ ଅର୍ଥ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

୩ ଦିନ ମଧ୍ୟରେ ରିପୋର୍ଟ ଦିଅ, ପ୍ରଜ୍ୱଳଙ୍କ ଉପରେ ଖପ୍ପା ମହିଳା କମିଶନ

ବେଙ୍ଗାଲୁରୁ,୩୦।୪: ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ନାତି ତଥା ଜେଡିଏସ ସଭାପତି ଏଚଡି ଦେବ ଗୌଡାଙ୍କ ନାତି ପ୍ରଜ୍ୱଳ ରେଭାନ୍ନାଙ୍କ ଉପରେ ମହିଳାଙ୍କ ଆପତ୍ତିଜନକ ଭିଡିଓ ପ୍ରସ୍ତୁତ କରିବା...

୩ କୋଟି ମହିଳାଙ୍କୁ କରିବି ଲକ୍ଷପତି ଦିଦି…୬୦ ବର୍ଷ ବନାମ ୧୦ ବର୍ଷ: କଂଗ୍ରେସ ଉପରେ ବର୍ଷିଲେ ମୋଦି

ମୁମ୍ବାଇ,୩୦।୪: ଲୋକ ସଭା ନିର୍ବାଚନର ତୃତୀୟ ପର୍ଯ୍ୟାୟ ପୂର୍ବରୁ ନରେନ୍ଦ୍ର ମୋଦି ମଙ୍ଗଳବାର ମହାରାଷ୍ଟ୍ରର ମାଧାଠାରେ ଏକ ସାଧାରଣ ସଭାକୁ ସମ୍ବୋଧିତ କରିଛନ୍ତି। ଏହି ରାଲିରେ...

ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା: ୨ ମହିଳାଙ୍କ ସମେତ ୭ ନକ୍ସଲ ସଫା

ରାୟପୁର,୩୦।୪: ଛତିଶଗଡର ନାରାୟଣପୁର ଏବଂ କାଙ୍କରେ ସୀମାରେ ସୁରକ୍ଷା ବାହିନୀ ଦ୍ୱାରା ହୋଇଥିବା ଏନକାଉଣ୍ଟରରେ ୭ ଜଣ ନକ୍ସଲଙ୍କ ମୃତ୍ୟୁ ଘଟିଛି। ନାରାୟଣପୁର ଆବୁଜମାଡ ଜଙ୍ଗଲରେ...

ରାମଦେବଙ୍କ ପ୍ରତି ନରମ ମନୋଭାବ ଦେଖାଇଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୩୦।୪: ଏଲୋପାଥି ବିରୋଧରେ ପତଞ୍ଜଳିର ବିଭ୍ରାନ୍ତିକର ବିଜ୍ଞାପନ ମାମଲାରେ ମଙ୍ଗଳବାର ସୁପ୍ରିମକୋର୍ଟରେ ଏକ ଶୁଣାଣି ହୋଇଥିଲା। ପତଞ୍ଜଳି ବିଭ୍ରାନ୍ତିକର ବିଜ୍ଞାପନ ମାମଲାରେ ବାବା ରାମଦେବ ଏବଂ...

ଏନ୍‌କାଉଣ୍ଟରେ ୪ ମାଓବାଦୀ ନିପାତ

ରାୟପୁର/ମାଲକାନଗିରି,୩୦।୪: ଏନକାଉଣ୍ଟରେ ମଙ୍ଗଳବାର ୪ ମାଓବାଦୀ ଟଳିପଡିଛନ୍ତି। ଛତିଶଗଡର ନାରାୟଣପୁର ଆବୁଜମାଡ ଜଙ୍ଗଲରେ ସୁରକ୍ଷାକର୍ମୀ ଏବଂ ମାଓବାଦୀ ମଧ୍ୟରେ ହୋଇଥିବା ଗୁଳିବିନିମୟରେ ୪ ମାଓବାଦୀ ନିହତ...

ହଟାଗଲା ୟାସିନ ମଲିକ, ମନମୋହନ ସିଂଙ୍କ ଫଟୋ ଥିବା ପୋଷ୍ଟର, କଂଗ୍ରେସକୁ ଭୋଟ ଦେବାକୁ କରାଯାଇଥିଲା ଅପିଲ

ନୂଆଦିଲ୍ଲୀ,୩୦।୪: ଆତଙ୍କବାଦ ପାଣ୍ଠି ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଜାମ୍ମୁ କାଶ୍ମୀର ଲିବରେସନ ଫ୍ରଣ୍ଟ (ଜେ.କେ.ଏଲ.ଏଫ) ମୁଖ୍ୟ ୟାସିନ ମଲିକଙ୍କ ପୋଷ୍ଟରକୁ ଦିଲ୍ଲୀ ପୋଲିସ ହଟାଇ...

ସିକ୍ରେଟ ଖୋଲିଲେ ମୋଦି

ନୂଆଦିଲ୍ଲୀ,୩୦।୪: ଲୋକ ସଭା ନିର୍ବାଚନ ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବାଲାକୋଟ ଏୟାର ଷ୍ଟ୍ରାଇକ ସମ୍ପର୍କରେ ଏକ କାହାଣୀ ପ୍ରକାଶ କରିଛନ୍ତି। ୨୦୧୯ ବାଲାକୋଟ ଏୟାର...

କୋଟିପତି କଳ୍ପନା, ସ୍ବାମୀଙ୍କ ଅପେକ୍ଷା ରହିଛି ୪ ଗୁଣା ଅଧିକ ସମ୍ପତ୍ତି

ରାଞ୍ଚି,୩୦।୪: ଝାଡ଼ଖଣ୍ଡର ଗାଂଡେୟ ବିଧାନସଭା ଆସନରେ ହେବାକୁ ଥିବା ଉପ-ନିର୍ବାଚନ ପାଇଁ ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚାର ନେତା ହେମନ୍ତ ସୋରେନଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri