Posted inଜାତୀୟ

ସିବିଏସ୍‌ଇ ବୋର୍ଡ ପରୀକ୍ଷା: ୧ରୁ ୧୫ ଜୁଲାଇ ମଧ୍ୟରେ ହେବ ଦଶମ-ଦ୍ୱାଦଶ ପରୀକ୍ଷା

ନୂଆଦିଲ୍ଲୀ,୮।୫: କରୋନା ସଂକ୍ରମଣ ପାଇଁ ସାରା ଦେଶରେ ଲକ୍‌ଡାଉନ୍‌ ଜାରି ରହିଛି। ଏହା ୧୭ ମେ’ ପର୍ଯ୍ୟନ୍ତ ଲାଗୁ କରାଯାଇଛି। ଶୁକ୍ରବାର କେନ୍ଦ୍ର ମାନବ ସମ୍ବଳ ବିକାଶ ମନ୍ତ୍ରୀ ଡ. ରମେଶ ପୋଖରିୟାଲ ନିଶଙ୍କ ସୂଚନା ଦେଇଛନ୍ତି ଯେ ସିବିଏସ୍‌ଇ ବୋର୍ଡର ବାକିଥିବା ପରୀକ୍ଷା ଜୁଲାଇ ୧ରୁ ୧୫ ମଧ୍ୟରେ କରାଯିବ। ସୂଚନାଯୋଗ୍ୟ, କରୋନା ସଂକ୍ରମଣ ଓ ଲକ୍‌ଥଡାଉନ ଯୋଗୁ ସବୁ ବନ୍ଦ ହେବା ଫଳରେ କିଛି ପରୀକ୍ଷା ମଧ୍ୟ ଅଧାରୁ ବନ୍ଦ ହୋଇ ଯାଇଥିଲା। ପୁଣିଥରେ ପରୀକ୍ଷା କେବେ ହେବ ତାକୁ ନେଇ ସବୁବେଳେ ପିଲାମାନେ ଅପେକ୍ଷାରେ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ଏହା ଯୁଦ୍ଧର ଶେଷ ନୁହେଁ, କିନ୍ତୁ…’ ଯୁଦ୍ଧବିରତି ଉପରେ ଇରାନର ବିସ୍ଫୋରକ ବୟାନ, ଟ୍ରମ୍ପ କାବା

ଓ୍ବାଶିଂଟନ୍‌,୮।୪: ଇରାନର ସର୍ବୋଚ୍ଚ ନେତା ମୋଜତାବା ଖାମେନେଇ ସମସ୍ତ ସାମରିକ ୟୁନିଟକୁ ଗୁଳି ବିରତି ବନ୍ଦ କରିବାକୁ ନିର୍ଦ୍ଦେଶ ଦେଇଥିବା ଜଣାପଡ଼ିଛି। “ଏହା ଯୁଦ୍ଧର ଶେଷ ନୁହେଁ,…

ଟ୍ରମ୍ପଙ୍କ ଗୋଟିଏ ଘୋଷଣାରେ ଖସିଲା ଅଶୋଧିତ ତେଲ ମୂଲ୍ୟ, ଜାଣନ୍ତୁ ନୂଆ ଦାମ୍‌

ଓ୍ବାଶିଂଟନ୍‌,୮।୪: ୮ ଏପ୍ରିଲରେ ଅଶୋଧିତ ତୈଳ ମୂଲ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ହ୍ରାସ ଘଟିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ଉପରେ ସମ୍ଭାବ୍ୟ ବୋମା ବିସ୍ଫୋରଣକୁ ଦୁଇ…

୪୨.୫% ଭାରତୀୟ ସ୍ବାସ୍ଥ୍ୟକୁ କରନ୍ତି ଅଣଦେଖା: ଆସିଲା ଚାଞ୍ଚଲ୍ୟକର ରିପୋର୍ଟ

ନୂଆଦିଲ୍ଲୀ,୮ା୪(ପି.ଟି.):କାର୍ଯ୍ୟବ୍ୟସ୍ତତା କାରଣରୁ ୪୨.୫ ପ୍ରତିଶତ ଭାରତୀୟ ସେମାନଙ୍କ ସ୍ବାସ୍ଥ୍ୟ ପ୍ରତି ଅଣଦେଖା କରୁଥିବା ସ୍ବୀକାର କରିଛନ୍ତି। ୫୭.୮ ପ୍ରତିଶତ କହିଛନ୍ତି, ସେମାନଙ୍କ ସ୍ବାସ୍ଥ୍ୟ ପାଇଁ କ’ଣ ଭଲ…

୮୦ ଫୁଟ୍‌ ତଳକୁ ଖସିଲା ଟ୍ରକ୍‌: ଭିତରେ ଥିଲେ ଡ୍ରାଇଭର

ଜୟପୁର,୮।୪(ପବନ ପାଣିଗ୍ରାହୀ): ୮୦ ଫୁଟ୍‌ ତଳକୁ ଖସିଲା ଟ୍ରକ୍‌। ଫଳରେ ଡ୍ରାଇଭର ଗୁରୁତର ଆହତ ହୋଇଛନ୍ତି। ତାଙ୍କୁ ଉଦ୍ଧାର କରାଯାଇ ପୋଲିସ ଡାକ୍ତରଖାନାରେ ଭର୍ତ୍ତି କରିଛି। ଜୟପୁର…

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri