ସିମୁଳିଆ,୧୫ା୫(ଡି.ଏନ୍.ଏ.): ବାଲେଶ୍ବର ଜିଲା ସିମୁଳିଆ ବ୍ଲକ ମଇତାପୁର ପଞ୍ଚାୟତରେ ଶୁକ୍ରବାର ପ୍ରଥମ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ସେ ଗତ ୩ ତାରିଖରେ ସୁରଟରୁ ଆସି ସ୍ଥାନୀୟ କ୍ବାରାଣ୍ଟାଇନରେ ସେଣ୍ଟରରେ ଥିଲେ। ତାଙ୍କୁ ଆଜି ଚିକିତ୍ସା ପାଇଁ ପଠାଯିବ ବୋଲି ବ୍ଲକ ପ୍ରଶାସନ ସୂତ୍ରରୁ ପ୍ରକାଶ।
ସିମୁଳିଆ,୧୫ା୫(ଡି.ଏନ୍.ଏ.): ବାଲେଶ୍ବର ଜିଲା ସିମୁଳିଆ ବ୍ଲକ ମଇତାପୁର ପଞ୍ଚାୟତରେ ଶୁକ୍ରବାର ପ୍ରଥମ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ସେ ଗତ ୩ ତାରିଖରେ ସୁରଟରୁ ଆସି ସ୍ଥାନୀୟ କ୍ବାରାଣ୍ଟାଇନରେ ସେଣ୍ଟରରେ ଥିଲେ। ତାଙ୍କୁ ଆଜି ଚିକିତ୍ସା ପାଇଁ ପଠାଯିବ ବୋଲି ବ୍ଲକ ପ୍ରଶାସନ ସୂତ୍ରରୁ ପ୍ରକାଶ।
ଚେନ୍ନାଇ,୨୩।୭: ତାମିଲନାଡୁ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟଙ୍କୁ ଧମକ ଦେବା ଅଭିଯୋଗରେ ଗିରଫ ହୋଇଥିବା ଭିଲାଥିକୁଲମର ଡିଏମକେ ବିଧାୟକ ଜିଭି ମାର୍କଣ୍ଡେୟନଙ୍କୁ କୋର୍ଟରେ ଏକ ବଡ଼ ଝଟକା…
ନୂଆଦିଲ୍ଲୀ,୨୩।୭: କକରୋଚ ଜନତା ପାର୍ଟିର ମୁଖ୍ୟ ଅଭିଜିତ ଦୀପକେ ଆନ୍ଦୋଳନକାରୀମାନଙ୍କୁ ଏକ ଅନୁରୋଧ କରିଛନ୍ତି। ସେ କହିଛନ୍ତି ଯେ ଯଦି ସେ ଆଜି ଜନ୍ତର-ମନ୍ତରରେ ଦେଖା ନ…
ନୂଆଦିଲ୍ଲୀ,୨୩।୭: ICC ଦ୍ୱାରା ବୁଧବାର ନୂତନ ରାଙ୍କିଙ୍ଗ ଜାରି କରାଯାଇଛି। ଦିନିକିଆ ବ୍ୟାଟିଂ ରାଙ୍କିଙ୍ଗ୍ରେ ଭାରତୀୟ ବ୍ୟାଟ୍ସମ୍ୟାନମାନଙ୍କ ଦବଦବା ଜାରି ରହିଥିବାବେଳେ କ୍ୟାପଟେନ ଶୁବମନ ଗିଲ୍ ନମ୍ବର-୧…
ନୂଆଦିଲ୍ଲୀ,୨୩।୭: ପେଟ୍ରୋଲରେ ଇଥାନଲ ମିଶ୍ରଣ କରିବା ପରେ, କେନ୍ଦ୍ର ସରକାର ଏବେ ଏହି ଜୈବ ଇନ୍ଧନ (biofuel) ର ଅନ୍ୟ ଏକ ବଡ଼ ବ୍ୟବହାର ଆପଣଙ୍କ ରୋଷେଇ…
ନୂଆଦିଲ୍ଲୀ,୨୩।୭: ଦେଶର ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀ ଜୁଲାଇ ମାସରେ ହେବାକୁ ଥିବା ମହଙ୍ଗା ଭତ୍ତା (DA) ବୃଦ୍ଧିକୁ ଅପେକ୍ଷା କରିଛନ୍ତି। ସେମାନେ ମହଙ୍ଗା ଭତ୍ତାରେ ୨…
ଛତ୍ରପୁର, ୨୩।୭ (ଦିଲ୍ଲୀପ ସାମଲ/ ଦ୍ୱାରିକାପଟ୍ଟନାୟକ): ଆଗାମୀ ପୌର ଓ ପଞ୍ଚାୟତ ନିର୍ବାଚନକୁ ସାମ୍ନାରେ ରଖି ଛତ୍ରପୁର ନିର୍ବାଚନମଣ୍ଡଳୀରେ ସଂଗଠନକୁ ଅଧିକ ସୁଦୃଢ଼ କରିବା ଲକ୍ଷ୍ୟରେ ବିଜୁ…
ଭୁବନେଶ୍ୱର, ୨୩।୭: ରାଜ୍ୟ ସରକାରୀ କର୍ମଚାରୀଙ୍କୁ ଗୁରୁବାର ଏକ ଖୁସିଖବର ମିଳିଛି। ରାଜ୍ୟ ସରକାର ମହଙ୍ଗା ଭତ୍ତା ୫% ବୃଦ୍ଧି କରିଛନ୍ତି। ଫଳରେ ମହଙ୍ଗା ଭତ୍ତା ୨୫୭%ରୁ…
ଦାରିଙ୍ଗବାଡି,୨୨।୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଚାରି ଛକରେ ରହିଥିବା ଏକ ମାତ୍ର ବିଶ୍ରାମାଗାର ଏବେ ପରିତ୍ୟକ୍ତ ଅବସ୍ଥାରେ ରହିଛି। ପୁତ୍ତିମୟ ଗନ୍ଧରେ ନାକ ଫାଟି ଯାଉଛି।…