Posted inବରଗଡ଼

ସିମେଣ୍ଟ କାରଖାନାରେ ଶ୍ରମିକ ଅଶାନ୍ତି

ବରଗଡ଼ ଅଫିସ୍‌,୨।୬
ବରଗଡ଼ ସିମେଣ୍ଟ କାରଖାନାରେ ଶ୍ରମିକ ଅଶାନ୍ତି ଦେଖାଯାଇଛି । ବିଭିନ୍ନ ଦାବି ନେଇ ବରଗଡ଼ ଇଡକଲ୍‌ ମଜଦୁର ସଂଘ କାରଖାନା ସମ୍ମୁଖରେ ଧାରଣା ଦେଇଛି । ଲକ୍‌ ଡାଉନ୍‌ କଟକଣା ଲାଗୁ ହେବା ପରେ କାରଖାନାରେ ଶ୍ରମିକମାନଙ୍କୁ କାମ ଯୋଗାଇ ଦିଆଯାଉ ନ ଥିବାବେଳେ ପାରିଶ୍ରମିକ ପ୍ରଦାନରୁ ମଧ୍ୟ ବଞ୍ଚିତ କରାଯାଉଥିବା ଅଭିଯୋଗ ହୋଇଛି । ଏହାକୁ ନେଇ ଶ୍ରମିକଙ୍କ ମଧ୍ୟରେ ଅସନ୍ତୋଷ ଦେଖାଯାଇଛି ଏବଂ ଶ୍ରମିକମାନେ ଆନ୍ଦୋଳନକୁ ଓହ୍ଲାଇଥିବା ଜଣାପଡ଼ିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଜ୍ଞାନେଶଙ୍କୁ ବହିଷ୍କାର ଦାବିରେ ବିକ୍ଷୋଭ

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ପଦବୀରୁ ବହିଷ୍କାର କରିବା ପାଇଁ କଂଗ୍ରେସ ଦାବି କରିଛି। ଏହି ଦାବିରେ ସୋମବାର ଜିଲା କଂଗ୍ରେସ କମିଟି…

ବନ୍ୟା ଦେଖି ଫେରୁଥିଲେ କୁଳମଣି, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଲା…

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖି ଫେରୁଥିବାବେଳେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଇରପାଲି…

ରାଜସ୍ବ ନିରୀକ୍ଷକଙ୍କୁ କାର୍ଯ୍ୟାଳୟରୁ ଘୋଷାଡି ଆକ୍ରମଣ: ଅଭିଯୁକ୍ତଙ୍କୁ ଗିରଫ ଦାବିରେ ଧାରଣା

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୋହେଲା ରାଜସ୍ବ ନିରୀକ୍ଷକ ଇନ୍ଦ୍ର କୁମାର ବାଦିଙ୍କୁ ସୋମବାର ତାଙ୍କ କାର୍ଯ୍ୟାଳୟ ଭିତରେ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି। ଏ ନେଇ…

ବଢୁଛି କଂସ କଳାକାରଙ୍କ ଅଡ଼ୁଆ: ପରିବର୍ତ୍ତନ ଦାବିରେ ଚାଲିଲା ଦସ୍ତଖତ ଅଭିଯାନ

ବରଗଡ଼,୨୯।୯(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ଆଉ ମାତ୍ର ସାଢ଼େ ୩ ମାସ ବାକି ରହିଲା। ୨୦୨୭ ଜାନୁଆରୀ ୧୨ରୁ ୨୨ ତାରିଖ…

ଚିଖିଲିକୁ ପଶିଲା ଜଳଭଣ୍ଡାରର ବନ୍ୟା ପାଣି, ଶହ ଶହ ଏକର ଚାଷଜମି ଜଳମଗ୍ନ

ବରଗଡ଼,୨୭।୯(ପ୍ରେମାନନ୍ଦ ଖମାରୀ): ଛତିଶଗଡ଼ ରାଜ୍ୟର ବିଭିନ୍ନ ଅଞ୍ଚଳରେ ଲଗାଣ ବର୍ଷା ହୋଇଛି। ଏହାର ପ୍ରଭାବ ସୀମାବର୍ତ୍ତୀ ବରଗଡ଼ ଜିଲାର ଅମ୍ବାଭୋନା ବ୍ଲକ ଅଞ୍ଚଳରେ ଦେଖିବାକୁ ମିଳିଛି। ଉପରମୁଣ୍ଡରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?