ଫୁଲବାଣୀ ଅଫିସ,୧ା୧୨- ଟିକାବାଲି ବ୍ଲକ ଛତିଝର ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ହଷ୍ଟେଲରେ ରହି ପଢ଼ୁଥିବା ଜଣେ ଛାତ୍ର ସିସିଏ(କୁକ୍ କମ୍ ଆଟେଣ୍ଡାଣ୍ଟ)ଙ୍କ ମାଡରେ ଆହତ ହୋଇଛନ୍ତି। ଘଟଣାକୁ ୩ଦିନ ବିତିଥିଲେ ମଧ୍ୟ ବିଭାଗୀୟ ଅଧିକାରୀ କାର୍ଯ୍ୟାନୁଷ୍ଠାନ ନେଇନାହାନ୍ତି। ସୂଚନା ଅନୁଯାୟୀ, ସ୍କୁଲରେ ସିସିଏ ଭାବେ କାର୍ଯ୍ୟ କରୁଥିବା ସୁଜାତା ନାୟକ ଛାତ୍ର ଜଣଙ୍କୁ କାହିଁକି ଖେଳୁଛୁ ବୋଲି କହି ବାଡ଼ିରେ ପିଟିଥିଲେ ା ତାଙ୍କ ବାମ ହାତରେ ଆଘାତ ଲାଗିଥିଲା। ଯନ୍ତ୍ରଣା ହେବାରୁ ତାଙ୍କୁ ମେଡିକାଲ ନିଆଯାଇ ଏକ୍ସରେ କରାଯାଇଥିଲା। ହାଡ ଭାଙ୍ଗି ନ ଥିବା ଜଣାପଡିବା ପରେ ଡାକ୍ତର ଔଷଧ ଦେଇଥିଲେ। ଏନେଇ ପ୍ରଧାନଶିକ୍ଷୟିତ୍ରୀ ଉପରିସ୍ଥ ଅଧିକାରୀଙ୍କୁ ଜଣାଇ ନାହାନ୍ତି। ଆମେ ପିଲାକୁ ଉପଯୁକ୍ତ ଚିକିତ୍ସା ସେବା ଦେଇଛୁ ା ପିଲାକୁ ମାଡ ହୋଇନାହିଁ ା ସେ ପଡି ଯାଇଛି ବୋଲି ପ୍ରଥମେ କହିବା ପରେ ଶେଷରେ ମାଡ ମରା ଯାଇଥିବା କଥା ପ୍ରଧାନଶିକ୍ଷୟିତ୍ରୀ ସୁପ୍ରଭା ପାତ୍ର ସ୍ବୀକାର କରିଛନ୍ତି। ଜିଲା ଶିକ୍ଷାଧିକାରୀ ବିକାଶ ପ୍ରଧାନଙ୍କୁ ପଚାରିବାରୁ ଯଦି ସେପରି କିଛି ହୋଇଛି ତାହାଲେ ବ୍ଲକ ଶିକ୍ଷାଧିକାରୀଙ୍କୁ କହିବି ବୋଲି କହିଛନ୍ତି ା
ବଡଦିନ ପାଇଁ ବ୍ୟାପକ ପ୍ରସ୍ତୁତି: ପୋଲିସର ଫ୍ଲାଗମାର୍ଚ୍ଚ
ରାଇକିଆ, ୨୪।୧୨(ପ୍ରଦୀପ ବେହେରା)- ଆଉ ଗୋଟିଏ ଦିନ ପରେ ବଡଦିନ। ଏଥିପାଇଁ କନ୍ଧମାଳ ଜିଲା ରାଇକିଆ ବ୍ଲକର ବିଭିନ୍ନ ଚର୍ଚ୍ଚରେ ଆକର୍ଷଣୀୟ ସାଜସଜ୍ଜା ସାଙ୍ଗକୁ ବ୍ୟାପକ...
ସୋଲାର ଲାଇଟ ଅଚଳ ଘଟଣା: ସରପଞ୍ଚ ଲଗାଇଲେ ଷ୍ଟ୍ରିଟ ଲାଇଟ
ଦାରିଙ୍ଗବାଡି, ୨୪୧୨ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ପଞ୍ଚାୟତରେ ପ୍ରତି ମଙ୍ଗଳବାର ସାପ୍ତାହିକ ହାଟ ହେଉଛି। ଏହି ହାଟରେ ଭିଡ଼ ଜମୁଛି।...
ଶୀତ ମହୋତ୍ସବକୁ ଆସିବେ ୨ କୃଷ୍ଣ: ବଢୁଛି ଚର୍ଚ୍ଚା
ଦାରିଙ୍ଗବାଡି,୨୪।୧୨(ଅରୁଣ ସାହୁ):ଦାରିଙ୍ଗବାଡିରେ ଆସନ୍ତା ୮ଠାରୁ ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ହେବାକୁ ଯାଉଛି। ଏହି ମହୋତ୍ସବରେ ରାଜ୍ୟର ବିଭିନ୍ନ ବିଭାଗ ମନ୍ତ୍ରୀମାନେ ଯୋଗଦେବାକୁ ରହିଥିବାବେଳେ କିଏ...
ଦିନକ ପରେ ବଡ଼ଦିନ: ପୋଲିସର ଫ୍ଲାଗ ମାର୍ଚ୍ଚ, ପାଟ୍ରୋଲିଂ ବ୍ୟବସ୍ଥା କଡ଼ାକଡି
ବାଲିଗୁଡ଼ା,୨୩।୧୨:(ସଞ୍ଜୟ କୁମାର ପାଣିଗ୍ରାହୀ): ଆଉ ଦିନକ ପରେ ବଡଦିନ ପର୍ବ। ଏହାକୁ ଦୃଷ୍ଟିରେ ରଖି କନ୍ଧମାଳ ଜିଲା ବାଲିଗୁଡ଼ା ଉପଖଣ୍ଡ ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ...
ଦାରିଙ୍ଗବାଡି ଶୀତ ମହୋତ୍ସବ: ରାଜ୍ୟର ୪ ମୁଖିଆଙ୍କୁ ନିମନ୍ତ୍ରଣ
ଦାରିଙ୍ଗବାଡି, ୨୩।୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡିଠାରେ ଜାନୁଆରୀରେ ହେବାକୁ ରହିଥିବା ଶୀତ ମହୋତ୍ସବରେ ଅନ୍ୟ ଅତିଥିଙ୍କ ମଧ୍ୟରେ ଓଡ଼ିଶା ସରକାରଙ୍କ ଗୃହ ଏବଂ ନଗର...
ରାଇକଲା ଜଙ୍ଗଲରେ ୧୩ ଟିକିଆ ହାତୀପଲ: ଭୟରେ ଆତଙ୍କିତ ଗ୍ରାମବାସୀ
ଜି.ଉଦୟଗିରି,୨୩।୧୨(ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲା ଜି.ଉଦୟଗିରି ରେଞ୍ଜ ଲିଙ୍ଗାଗଡ଼ ବନାଞ୍ଚଳ ଅନ୍ତର୍ଗତ ରାଇକଲା ଜଙ୍ଗଲକୁ ୧୩ ଟିକିଆ ହାତୀପଲ ମଙ୍ଗଳବାର ଭୋର ସକାଳୁ ଆସିଥିବା...
କଥା ଦେଲେ ମୁଖ୍ୟମନ୍ତ୍ରୀ, ଦାରିଙ୍ଗବାଡ଼ି ଶୀତ ମହୋତ୍ସବକୁ ଆସିବେ କହିବା ପରେ…
ଦାରିଙ୍ଗବାଡ଼ି,୨୩ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର ଦାରିଙ୍ଗବାଡ଼ିରେ ଶୀତ ମହୋତ୍ସବ ପାଳନ ପାଇଁ ଦିନ ଯେତେ ନିକଟତର ହେଉଛି ସେତିକି ଉତ୍ସାହ ଦେଖାଯାଉଛି। ଆସନ୍ତା ୮ରୁ ୧୧...
ବଡ଼ଦିନ ପାଇଁ ଜି.ଉଦୟଗିରିରେ ଫ୍ଲାଗମାର୍ଚ୍ଚ, ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି
ଜି.ଉଦୟଗିରି,୨୩/୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ଖ୍ରୀଷ୍ଟ ସମ୍ପ୍ରଦାୟର ସବୁଠାରୁ ବଡ଼ ପର୍ବ ବଡ଼ଦିନ ଖ୍ରୀଷ୍ଟମାସ୍ ଉତ୍ସବ ପାଳନକୁ ଆଉ ଦୁଇ ଦିନ ବାକି ଥିବା ବେଳେ...
Archives


