ସିସିଏଙ୍କ ମାଡ଼ରେ ଛାତ୍ର ଆହତ

ଫୁଲବାଣୀ ଅଫିସ,୧ା୧୨- ଟିକାବାଲି ବ୍ଲକ ଛତିଝର ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ହଷ୍ଟେଲରେ ରହି ପଢ଼ୁଥିବା ଜଣେ ଛାତ୍ର ସିସିଏ(କୁକ୍‌ କମ୍‌ ଆଟେଣ୍ଡାଣ୍ଟ)ଙ୍କ ମାଡରେ ଆହତ ହୋଇଛନ୍ତି। ଘଟଣାକୁ ୩ଦିନ ବିତିଥିଲେ ମଧ୍ୟ ବିଭାଗୀୟ ଅଧିକାରୀ କାର୍ଯ୍ୟାନୁଷ୍ଠାନ ନେଇନାହାନ୍ତି। ସୂଚନା ଅନୁଯାୟୀ, ସ୍କୁଲରେ ସିସିଏ ଭାବେ କାର୍ଯ୍ୟ କରୁଥିବା ସୁଜାତା ନାୟକ ଛାତ୍ର ଜଣଙ୍କୁ କାହିଁକି ଖେଳୁଛୁ ବୋଲି କହି ବାଡ଼ିରେ ପିଟିଥିଲେ ା ତାଙ୍କ ବାମ ହାତରେ ଆଘାତ ଲାଗିଥିଲା। ଯନ୍ତ୍ରଣା ହେବାରୁ ତାଙ୍କୁ ମେଡିକାଲ ନିଆଯାଇ ଏକ୍ସରେ କରାଯାଇଥିଲା। ହାଡ ଭାଙ୍ଗି ନ ଥିବା ଜଣାପଡିବା ପରେ ଡାକ୍ତର ଔଷଧ ଦେଇଥିଲେ। ଏନେଇ ପ୍ରଧାନଶିକ୍ଷୟିତ୍ରୀ ଉପରିସ୍ଥ ଅଧିକାରୀଙ୍କୁ ଜଣାଇ ନାହାନ୍ତି। ଆମେ ପିଲାକୁ ଉପଯୁକ୍ତ ଚିକିତ୍ସା ସେବା ଦେଇଛୁ ା ପିଲାକୁ ମାଡ ହୋଇନାହିଁ ା ସେ ପଡି ଯାଇଛି ବୋଲି ପ୍ରଥମେ କହିବା ପରେ ଶେଷରେ ମାଡ ମରା ଯାଇଥିବା କଥା ପ୍ରଧାନଶିକ୍ଷୟିତ୍ରୀ ସୁପ୍ରଭା ପାତ୍ର ସ୍ବୀକାର କରିଛନ୍ତି। ଜିଲା ଶିକ୍ଷାଧିକାରୀ ବିକାଶ ପ୍ରଧାନଙ୍କୁ ପଚାରିବାରୁ ଯଦି ସେପରି କିଛି ହୋଇଛି ତାହାଲେ ବ୍ଲକ ଶିକ୍ଷାଧିକାରୀଙ୍କୁ କହିବି ବୋଲି କହିଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ଘରେ ପାଠ ପଢିବାକୁ କହିବାରୁ ରାଜି ନ ହୋଇ ଚରମ ପଦକ୍ଷେପ ନେଲେ ନାବାଳିକା

ଦାରିଙ୍ଗବାଡି, ୨।୭, (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଘଟିଯାଇଛି ବଡ଼ ଅଘଟଣ ଜଣେ ଯୁକ୍ତ ୨ ପଢୁଥିବା ଛାତ୍ରୀ ପାଠ ପଢିବାକୁ…

ଜାତୀୟ ରାଜପଥର ଫୁଟ୍‌ପାଥରୁ ଲୁହା ରେଲିଂ କାଟି ନେଇଗଲେ ଦୁର୍ବୃତ୍ତ, ଠିକାସଂସ୍ଥାର ପ୍ରକଳ୍ପ ଅଧିକାରୀ କହିଲେ…

ଦାରିଙ୍ଗବାଡ଼ି,୨ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଦେଇ ଯାଇଥିବା ଗୋପାଳପୁରଠାରୁ ରାଇପୁର ରାସ୍ତାର ସିମନବାଡ଼ି ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ନିକଟରେ ରାଜପଥର ଫୁଟ୍‌ପାଥରେ ଲାଗିଥିବା ଲୁହା ରେଲିଂଗୁଡିକୁ…

ଲଗାଣ ବର୍ଷା: ଏହି ଜିଲାରେ ୨ ଦିନ ସ୍କୁଲ ଛୁଟି ଘୋଷଣା

ଫୁଲବାଣୀ,୨।୭(ରାକେଶ କୁମାର ରାଉତ): କନ୍ଧମାଳ ଜିଲାରେ ଦୁଇ ଦିନ ଧରି ପ୍ରବଳ ବର୍ଷା ହେଉଛି। ଲଗାଣ ବର୍ଷା ଯୋଗୁ ଲୋକେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ…

ଡାକ୍ତରଙ୍କ କାର୍ଯ୍ୟ ବନ୍ଦ ଆନ୍ଦୋଳନ ଜାରି: ରୋଗୀସେବା ବ୍ୟାହତ

ରାଇକିଆ,୨।୭(ପ୍ରଦୀପ ବେହେରା): ଓମସାର ଆହ୍ବାନ କ୍ରମେ ଡାକ୍ତରମାନେ ରାଜ୍ୟବ୍ୟାପୀ ଅନିର୍ଦ୍ଦିଷ୍ଟ କାଳ ପାର୍ଯ୍ୟନ୍ତ କାର୍ଯ୍ୟବନ୍ଦ ଆନ୍ଦୋଳନ ଦ୍ୱିତୀୟ ଦିନରେ ପହଞ୍ଚିଛି। ୧୦ ଦଫା ଦାବି ପୂରଣ ନ…

ରାଇକିଆ ଥାନାରେ ନିଶାମୁକ୍ତ ଅଭିଯାନ, ଏହି ଶପଥ ନେଲେ ଛାତ୍ରୀଛାତ୍ର

ରାଇକିଆ,୧।୭(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ଥାନାରେ ବୁଧବାର ନିଶା ମୁକ୍ତ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଥାନା ଅଧିକାରୀ ଏ.ସ୍ୱର୍ଣ୍ଣଲତା ପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ…

ଦ୍ରୁତଗତି ସାଜିଲା କାଳ: ବର୍ଷାରେ ହଠାତ୍‌ ବ୍ରେକ୍‌ ମାରିବାରୁ, ଘଟିଲା…

ଦାରିଙ୍ଗବାଡି,୧।୭ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଦେଇ ଯାଇଥିବା ୫୯ ନଂ ଜାତୀୟ ରାଜପଥର ସିମନବାଡି ପଞ୍ଚାୟତ ବୁଡ଼ାଗୁଡା ଛକରେ ଏକ କାର ଦୁର୍ଘଟଣାଗ୍ରସ୍ତ ହୋଇଛି।…

କୋଟଗଡ଼ ବ୍ଲକର ସହକାରୀ ଯନ୍ତ୍ରୀ, କନିଷ୍ଠ ଯନ୍ତ୍ରୀଙ୍କୁ ଗିରଫ କଲା ଭିଜିଲାନ୍ସ

ଫୁଲବାଣୀ, ୧।୭ (ରାକେଶ କୁମାର ରାଉତ): କନ୍ଧମାଳ ଜିଲାର କୋଟଗଡ଼ ବ୍ଲକରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ (MGNREGS) ଯୋଜନାରେ ହୋଇଥିବା ଦୁର୍ନୀତି ଘଟଣାରେ ବ୍ଲକର ସହକାରୀ ଯନ୍ତ୍ରୀ ଓ କନିଷ୍ଠ…

୧୦ ଦଫା ଦାବି ନେଇ ଆନ୍ଦୋଳନକୁ ଓହ୍ଲାଇଲେ ଡାକ୍ତର: ରୋଗୀ ସେବା ପ୍ରଭାବିତ

ଦାରିଙ୍ଗବାଡି,୧।୭(ଅରୁଣ ସାହୁ): ରାଜ୍ୟବ୍ୟାପୀ ଓଡିଶା ମେଡିକାଲ ସର୍ଭିସେସ ଆସୋସିଏସନ(ଓଏମଏସଏ) ପକ୍ଷରୁ ୧୦ ଦଫା ଦାବି ନେଇ ଆନ୍ଦୋଳନକୁ ଓହ୍ଲାଇଛନ୍ତି। ଏହି କ୍ରମରେ କନ୍ଧମାଳ ଜିଲା ଦାରିଙ୍ଗବାଡି ଗୋଷ୍ଠୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri